କରଞ୍ଜିଆରେ ବିଜେଡି ଓ ଯଶିପୁରରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ପରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୬୭୨ ଭୋଟରେ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ବାସନ୍ତୀ ହେମ୍ବ୍ରମ ୭୬୩୪ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ପଦ୍ମ ଚରଣ ହାଇବ୍ରୁ ୬୦୬୨ ଭୋଟ ପାଇଛନ୍ତି। ସେହିପରି ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଗଣେଶରାମ ଖୁଣ୍ଟିଆ୧୩୭୦ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଠାରୁ ସୁନା ଚେନ୍‌ ଛଡ଼ାଇନେଲେ ଦୁର୍ବୃତ୍ତ, ଛୁରାମାଡ଼ରେ ଜଣେ ଗୁରୁତର

ବାଲେଶ୍ୱର ଅଫିସ,୨୯।୩: ବାଲେଶ୍ୱର ସହର ସିନେମା ଛକ ନିକଟସ୍ଥ ପ୍ରଜାପିତା ବ୍ରହ୍ମକୁମାରୀ ଆଶ୍ରମ ସମ୍ମୁଖରେ ଜଣେ ମହିଳା ସୋମବାର ପ୍ରାତଃ ଭ୍ରମଣ ପାଇଁ ଆସିଥିଲେ। ଏହି...

ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଗଛ କଟା ନେଇ ଅସନ୍ତୋଷ

ଖଇରା, ୨ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ରେଞ୍ଜ ଅଧୀନ ଖଇରା ବ୍ଲକର ଦେଉଳି ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଆକାଶିଆ ଗଛ କାଟିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ...

ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ବିଭିନ୍ନ ଗୋଦାମରେ ଚଢ଼ାଉ

ବାହାନଗା,୧୧।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ଗୋଦାମ ଉପରେ ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। କରୋନା ଭାଇରସ୍‌...

ବାଲେଶ୍ୱର ରେମୁଣା ବିଧାୟକ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱରର ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପ୍ରଥମେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ପରେ ସାଲେପୁର ବିଧାୟକ ପ୍ରଶାନ୍ତ...

କେନ୍ଦ୍ରାପଡ଼ା ବିଧାନସଭା ଆସନରେ କଡ଼ା ଟକ୍କର

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୪ର୍ଥ ରାଉଣ୍ଡ ଗଣତି ପରେ ବିଜେଡି...

ମହୁମୁହାଣ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର: ଜଣେ ଗିରଫ

ସଜନାଗଡ଼, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମହୁମୁହାଣ ଗ୍ରାମରେ ଗୁରୁବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏଥିରେ ସମ୍ପୃକ୍ତ...

ଏବେ ସଙ୍ଗରୋଧରେ ୧୪୧୫ ପ୍ରବାସୀ

ସୋର, ୩।୬(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟି ଓ ବ୍ଲକରେ ଏବେ ୨୫ଟି ସଙ୍ଗରୋଧ କେନ୍ଦ୍ରରେ ୧୪୧୫ ଜଣ ପ୍ରବାସୀ ଅଛନ୍ତି। ମ୍ୟୁନିସିପାଲିଟି ଅନ୍ତର୍ଗତ ପ୍ରସ୍ତୁତ ଥିବା ୧୫ଟି କେନ୍ଦ୍ର...

୭୦ କି.ମି ଦୂରରୁ ଶତ୍ରୁକୁ ଧ୍ୱଂସ କରିବ ‘ଆକାଶ ଏନ୍‌ଜି’

ବାଲେଶ୍ୱର ଅଫିସ, ୨୧।୭: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡରୁ ବୁଧବାର ମଧ୍ୟାହ୍ନ ୧୨ଟା ୪୪ ମିନିଟ୍‌ରେ ଆକାଶ କ୍ଷେପଣାସ୍ତ୍ରର ନ୍ୟୁ...

Advertisement


Archives

Model This Week