କରତାରପୁର କରିଡର: ମୋଦିଙ୍କ ଉଦ୍‌ଘାଟନ ପୂର୍ବରୁ ସଭାସ୍ଥଳରେ ପଶିଲା ପାଣି

ଇସ୍‌ଲାମାବାଦ,୮।୧୧: କରତାରପୁର କରିଡର ଉଦ୍‌ଘାଟନକୁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ଏହା ପୂର୍ବରୁ ଏକ ବଡ ସମସ୍ୟା ମୁଣ୍ଡ ଟେକିଲାଣି। ଏଥିପାଇଁ ଉଦ୍ଦିଷ୍ଟ ପେଣ୍ଡାଲ୍‌ ଓ ସଭାସ୍ଥଳରେ ଏବେ ବର୍ଷା ପାଣି ପଶିଯାଇଥିବା ସୂଚନା ମିଳିଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠି ପାସେଞ୍ଜର ଟର୍ମିନାଲର ଉଦ୍‌ଘାଟନ କରିଥାଆନ୍ତେ ସେଠାରେ ଏବେ ପାଣି ଜମା ହେବା ସହ ମଞ୍ଚ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଶନିବାର ଏଥିପାଇଁ ହେବାକୁ ଥିବା ରାଲିକୁ ନେଇ ଏବେ ଆଶଙ୍କା ଦେଖାଦେଇଛି। ସୂଚନାଯୋଗ୍ୟ, ଗୁରୁ ନାନକ ଦେବଙ୍କ ୫୫୦ତମ ପ୍ରକାଶ ପର୍ବକୁ ନେଇ ପାକିସ୍ତାନସ୍ଥିତ କରତାରପୁର ସାହିବ ଦର୍ଶନ କରିବା ଲାଗି ପ୍ରସ୍ତୁତ କରତାରପୁର କରିଡର ଶନିବାର ଖୋଲିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବାକୁ ଥିବା ବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହାର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଗର୍ଭଧାରଣ କରନାହିଁ

ବ୍ରାସିଲିଆ, ୧୯।୪: ବ୍ରାଜିଲରେ କରୋନା ସଂକ୍ରମଣ ଅତ୍ୟଧିକ ବୃଦ୍ଧି ପାଉଥିବାରୁ ସେଠାକାର ମହିଳାମାନଙ୍କୁ ଗର୍ଭଧାରଣ ଯୋଜନା ସ୍ଥଗିତ ରଖିବା ଲାଗି ସରକାର ପରାମର୍ଶ ଦେଇଛନ୍ତି। ବ୍ରାଜିଲରେ...

ନେପାଳ ଜମି ଦଖଲ କରୁଛି ଚାଇନା…

ବେଜିଂ/କାଠମାଣ୍ଡୁ,୨୦।୭ : ଚାଇନା କେବଳ ଲଦାଖ ଏବଂ ଭୁଟାନ ଡୋକଲାମ ତଥା ଭାରତର ଅନ୍ୟ ସୀମାବର୍ତ୍ତୀ ଅଞ୍ଚଳରେ ଜବର ଦଖଲ କରିବାରେ ବ୍ୟସ୍ତ ନୁହେଁ, ବରଂ...

ଟ୍ରମ୍ପଙ୍କ ନୂଆ ଭିଜା କଟକଣା

ଓ୍ବାଶିଂଟନ, ୨୪ା୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ନୂଆ ଭିଜା କଟକଣା ଲଗାଇଛନ୍ତି। ପ୍ରଚଳିତ ଏଚ୍‌-୧ବି ଭିଜା ସମେତ ଅନ୍ୟ ଭିଜାକୁ ସେ...

ପୂର୍ବ ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷିତ ନୁହେଁ ପାକିସ୍ତାନ! କାହାକୁ ସର୍ବସମ୍ମୁଖରେ ହତ୍ୟା ତ କାହାକୁ ହୋଇଛି ଫାଶି…

ଇସଲାମାବାଦ,୪।୧୧: ପାକିସ୍ତାନରେ ପୁଣି ଜଣେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ ହେବା ପରେ ରାଜନେତାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ସାଧାରଣ ଲୋକ ତ ଦୂରର...

ଫଟୋ ଶେୟାର କରି ମୋଦିଙ୍କୁ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ବନ୍ଧୁ ନେତନ୍ୟାହୁ

ଜେରୁଜେଲମ,୧୫।୮: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିଜର ଜଣେ ଭଲ ବନ୍ଧୁ କହିବା ସହ ୭୪ତମ ସ୍ବାଧିନତା ଦିବସର ଶୁଭେଚ୍ଛା...

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଆଗକୁ ବଢୁଛନ୍ତି ଋଷି ସୁନକ

ଲଣ୍ଡନ,୧୯ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଧୀରେ ଧୀରେ ଆଗକୁ ବଢୁଛନ୍ତି । ସେ ତୃତୀୟ ରାଉଣ୍ଡ ଭୋଟରେ...

ଫେସବୁକକୁ ଫେରିଲେ ଟ୍ରମ୍ଫ

ୱାଶିଂଟନ,୧୮ ।୩: ପ୍ରତିବନ୍ଧ ହଟାଯିବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ପୁଣିଥରେ ଫେସବୁକକୁ ଫେରିଛନ୍ତି । ଟ୍ରମ୍ଫ ଶୁକ୍ରବାର ପ୍ରଥମ ପୋଷ୍ଟ କରିଛନ୍ତି...

ପିଲାଙ୍କୁ ଦିଆଯିବ ଗଞ୍ଜା ରକ୍ତ ଇଞ୍ଜେକଶନ, ପ୍ରଖର ହେବ ସ୍ମୃତିଶକ୍ତି…

ବେଜିଂ,୧୫।୯: କରୋନା ମହାମାରୀ ମଧ୍ୟରେ ଚାଇନା ପିଲାମାନଙ୍କଠାରେ ଏକ ଅଦ୍ଭୁତ ପରୀକ୍ଷଣ କରିବାକୁ ପ୍ରସ୍ତୁତ ହେଉଛି। ସରକାର କହିଛନ୍ତି, ମାତାପିତା ଯେଉଁମାନେ ନିଜ ପିଲାମାନଙ୍କୁ ସୁପର...

Advertisement
Archives

Model This Week