କରତାରପୁର ପରେ ଏବେ ଖୋଖରାପାର-ମୁନାବାଓ୍ବ ସୀମା ଖୋଲିବାକୁ ଦାବି

ଇସଲାମାବାଦ୍‌,୨୭।୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଶିଖ୍‌ ଶ୍ରଦ୍ଧାଳୁଙ୍କ ପାଇଁ କରତାରପୁର କରିଡୋର ଖୋଲିଛନ୍ତି। ଏବେ ଆମେରିକାର ଏକ ସଂସ୍ଥା ପକ୍ଷରୁ ଖୋଖରାପାର-ମୁନାବାଓ୍ବ ସୀମା ଖୋଲିବାକୁ ଇମ୍ରାନ୍‌ଙ୍କ ନିକଟରେ ଦାବି କରାଯାଇଛି। ଏହାଦ୍ୱାରା ମୁସଲମାନ୍‌ ଶ୍ରଦ୍ଧାଳୁ ଆଜମେରର ଖ୍ବାଜା ମଇନୁଦ୍ଦିନ୍‌ ଚିସ୍ତିଙ୍କ ଦରଘାକୁ ଆସିପାରିବେ। ସେହିପରି ହିନ୍ଦୁ ଶ୍ରଦ୍ଧାଳୁ ପାକିସ୍ତାନର ବାଲୁଚିସ୍ତାନରେ ଥିବା ହିଙ୍ଗଲାଜ୍‌ ମନ୍ଦିର ଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲରୁ ଆସୁଥିବା ଲୋକଙ୍କୁ ଆମେରିକା ମନା: ଟ୍ରମ୍ପ

ଓ୍ବାଶିଂଟନ,୨୫।୫: କରୋନା ଭାଇରସ ସଂକ୍ରମଣରେ ଆମେରିକାର ସ୍ଥିତି ବେହାଲ ହୋଇଥିବା ବେଳେ ଏବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ୍‌ଶୀଘ୍ର ଆମେରିକାରେ ସ୍କୁଲ ଖୋଲିବାକୁ କହିଛନ୍ତି। ଟୁଇଟ୍‌...

ଡୋମିନିକାନ ଗଣରାଜ୍ୟରେ ବିମାନ ଦୁର୍ଘଟଣା, ୯ ମୃତ

ଡୋମିନିକା,୧୬ ।୧୨: ଡୋମିନିକାନ ଗଣରାଜ୍ୟର ରାଜଧାନୀ ସେଣ୍ଟୋ ଡୋମିଙ୍ଗୋରେ ଏକ ବଡ ଦୁର୍ଘଟଣା ଘଟିଯାଇଛି । ବୁଧବାର ରାତିରେ ଲାସ ଆମେରିକା ଏୟାରପୋର୍ଟରେ ଜରୁରୀ ଅବତରଣ...

ଟିକ୍‌ଟକ୍‌ ସେପ୍ଟେମ୍ବର ୧୫ ସୁଦ୍ଧା ହେବ ବିକ୍ରି: ଚାଇନାର ବଢ଼ିଲା ଚିନ୍ତା

ଓ୍ବାଶିଂଟନ, ୪।୮: ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ମନ୍ତବ୍ୟ ଯୋଗୁ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି।...

ଆଲପ୍ସ୍‌ରୁ ଉଦ୍ଧାର ହେଲେ ୧୦୭ ଶିକ୍ଷକ-ଶିକ୍ଷାର୍ଥୀ…

ଭିଏନା/ବର୍ଲିନ୍‌, ୯।୬ : ଜର୍ମାନୀରୁ ଅଷ୍ଟ୍ରିଆକୁ ଏକ ସ୍କୁଲ ଯାତ୍ରା ସମୟରେ ଆଲପ୍ସ ପାହାଡରେ ଅଟକି ରହିଥିବା ୧୦୭ ଶିକ୍ଷକ ଏବଂ ଶିକ୍ଷାର୍ଥୀଙ୍କୁ ବିମାନ ଦ୍ୱାରା...

ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି, ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଜକୁ ପରିବର୍ତ୍ତନ କରିଥାଏ…

ରୋମ/ନୂଆଦିଲ୍ଲୀ,୨୯।୧୧: କରୋନା ମହାମାରୀର ଦକ୍ଷିଣ ଆଫ୍ରିକାରେ ମିଳିଥିବା ନୂଆ ଭାରିଆଣ୍ଟ ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି କରାଯାଇଛି। କରୋନାର ଅନ୍ୟ ଭାରିଆଣ୍ଟ ତୁଳନାରେ ଓମିକ୍ରନ୍‌ ନିଜକୁ...

ପ୍ରଭାବିତ ହେବ ଶ୍ରୀଲଙ୍କା ପର୍ଯ୍ୟଟନ ଶିଳ୍ପ

କଲମ୍ବୋ,୨୨ା୪(ପି.ଟି./ ଆଇଏଏନ୍‌ଏସ୍‌): ଶ୍ରୀଲଙ୍କାରେ ରବିବାର ଇଷ୍ଟର ପାଳନ ବେଳେ ଆତଙ୍କବାଦୀ ଆକ୍ରମଣ ଦେଶର ପର୍ଯ୍ୟଟନ ଶିଳ୍ପ ଉପରେ ପ୍ରଶ୍ନଚିହ୍ନ ଲଗାଇଦେଇଛି। ଗ୍ରୀଷ୍ମ ଅବକାଶ ସମୟରେ ଶ୍ରୀଲଙ୍କାର...

ନ୍ୟୁୟର୍କ ଆସେମ୍ବ୍ଲିରେ କଶ୍ମୀର ପ୍ରସଙ୍ଗ ଗୃହୀତ

ନ୍ୟୁୟର୍କ, ୮।୨(ପି.ଟି.): ଫେବୃୟାରୀ ୫କୁ ଗଭର୍ନର ଆଣ୍ଡ୍ର୍ୟୁ କୁମୋ ‘କଶ୍ମୀର ଆମେରିକୀୟ ଦିବସ’ ଭାବେ ଘୋଷଣା କରିବା ପାଇଁ ନ୍ୟୁୟର୍କ ରାଜ୍ୟ ଆସେମ୍ବ୍ଲିରେ ଏକ ପ୍ରସ୍ତାବ...

୬୮ ବର୍ଷରେ ପ୍ରଥମଥର: ପାଳନ ହେବନି ବ୍ରିଟେନ ରାଣୀଙ୍କ ଜନ୍ମଦିନ

ଲଣ୍ଡନ,୧୯।୪: ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ଜନ୍ମଦିନ ଚଳିତ ବର୍ଷ ପାଳନ କରାଯିବନାହିଁ। ୬୮ ବର୍ଷରେ ପ୍ରଥମଥର ମହାରାଣୀଙ୍କ ଜନ୍ମଦିନ ପାଳନକୁ ବନ୍ଦ କରିଦିଆଯାଇଛି। ଦେଶରେ କରୋନା...

Advertisement
Archives

Model This Week