Posted inଜାତୀୟ

କରତାର୍‌ପୁର ନିକଟରେ ୩ ଆତଙ୍କବାଦୀ ତାଲିମ୍‌ ଶିବିର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ/ଇସଲାମାବାଦ୍‌,୪।୧୧: ପାକିସ୍ତାନରେ ଥିବା କରତାର୍‌ପୁର ଗୁରୁଦ୍ୱାରା ନିକଟରେ ୩ ଆତଙ୍କବାଦୀ ତାଲିମ୍‌ ଶିବିର ରହିଛି। ପାକିସ୍ତାନର ସୀମାନ୍ତ ଜିଲା ନାରୋଓ୍ବାଲରେ କରତାର୍‌ପୁର ଗୁରୁଦ୍ୱାରା ରହିଛି। ତେବେ ଏହି ଜିଲାରେ ଥିବା ଆତଙ୍କବାଦୀ ତାଲିମ୍‌ ଶିବିରରେ ଖୋଲା ଖୋଲି ଭାବେ ସାମରିକ ଟ୍ରେନିଂ ଜାରି ରହିଛି। ଜିଲାର ମୁରିଦେକେ, ଶାକରଗଡ଼ ଏବଂ ନାରୋଓ୍ବାଲରେ ଆତଙ୍କବାଦୀ ତାଲିମ ଶିବିର ରହିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେଣୁ ଏଠାକୁ ଭାରତୀୟ ତୀର୍ଥଯାତ୍ରୀ ଗଲେ କେତେ ଦୂର ସୁରକ୍ଷିତ ହୋଇପାରିବେ ସେ ନେଇ ସନ୍ଦେହ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଆରଡିଓ-ଭାରତୀୟ ନୌସେନାକୁ ସଫଳତା, ଉଡାଇଲେ ମାନବ ବିହୀନ ବିମାନ…

ବେଙ୍ଗାଲୁରୁ,୧୮।୬ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ଦଳ ଏକ ମାନବ ବିହୀନ ବିମାନକୁ ସଫଳତାର ସହ ପ୍ରଦର୍ଶନ...

ସିଆର୍‌ପିଏଫ୍‌ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୬ା୧୦(ପି.ଟି.) : ଜମ୍ମୁ-କଶ୍ମୀର ରାଜଧାନୀ ଶ୍ରୀନଗରର କରନନଗର ଅଞ୍ଚଳରେ ସିଆର୍‌ପିଏଫ୍‌ର ଏକ ଟିମ୍‌ ଉପରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି। ଏଥିରେ କେହି ମୃତାହତ ହୋଇଥିବା...

‘ଏକଛତ୍ରବାଦୀ ମୋଦି ସରକାରଙ୍କୁ ହଟାଇବାକୁ ପଡିବ’

ପାଟନା,୧୭।୮: ବିହାରରେ ପରିବର୍ତ୍ତିତ ସମୀକରଣ ଏବଂ କ୍ୟାବିନେଟ ବିସ୍ତାର ମଧ୍ୟରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ବୁଧବାର...

ସରକାରୀ ଚାକିରି ଦେବାରେ ଏସ୍‌ପି-ବିଏସ୍‌ପିର ରେକର୍ଡକୁ ପଛରେ ପକାଇଛି ଭାଜପା: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୪ ।୭: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଶନିବାର ଦାବି କରିଛନ୍ତି ଯେ ତାଙ୍କ ମୁଖ୍ୟମନ୍ତ୍ରୀ କାଳରେ ଭାରତୀୟ ଜନତା ପାର୍ଟି(ଭାଜପା) ୬.୬୫ ଲକ୍ଷରୁ...

‘ଏକ ଦେଶ ଏକ ନିର୍ବାଚନ’ ଲାଗୁ ହେଲେ ଭାଜପା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ମୁହଁ ଦେଖାଇବ ନାହିଁ: କେଜ୍‌ରିଓ୍ବାଲ

ଜୟପୁର,୪।୯: ଚଳିତ ବର୍ଷ ରାଜସ୍ଥାନରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟ ମଇଦାନରେ ରହିଛି। ପାର୍ଟି ସଂଯୋଜକ ତଥା ଦିଲ୍ଲୀ...

ସୋନିଆଙ୍କ ବାସଭନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୨।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଆଶୋକ ଗେହଲଟ ଗୁରୁବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦିଲ୍ଲୀ ବାସଭନରେ ଭେଟିଛନ୍ତି। ରାଜସ୍ଥାନର ରାଜନୈତିକ ସ୍ଥିତି ଓ କ୍ୟାବିନେଟ୍‌ ସମ୍ପ୍ରସାରଣ...

ଭାଜପାକୁ ଚେତାଇଲେ ମମତା: କହିଲେ ‘ମୁଁ ଜଣେ ହିନ୍ଦୁ, ମୋ ସହ ହିନ୍ଦୁ କାର୍ଡ ଖେଳନାହିଁ’

ନନ୍ଦିଗ୍ରାମ,୯।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଛକାପଞ୍ଝା ଲାଗି ରହିଛି। ଏଭଳି ପରିସ୍ଥିତିରେ ଭାଜପା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଟାକ୍ଷ କରୁଥିବା ବେଳେ ମଙ୍ଗଳବାର...

ସୋସିଆଲ ମିଡିଆରେ ବିକୁଥିଲେ ବନ୍ଧୁକ

କୋଲକାତା,୧।୮: ହ୍ବାଟ୍ସଆପ୍‌ ଓ ଫେସ୍‌ବୁକରେ ଗ୍ରୁପ କ୍ରିଏଟ୍‌ କରି ବନ୍ଧୁକ ବିକ୍ରି କରିବାକୁ ଉଦ୍ୟମ କରାଯାଉଥିଲା। ଏ ଘଟଣାରେ ସମ୍ପୃକ୍ତ ୨୪ ବର୍ଷୀୟ କିଷନ ଜୈଶ୍ୱାଲଙ୍କୁ...

Advertisement
Archives

Model This Week