କରନଙ୍କୁ ଜୋକର ବୋଲି କୁହନ୍ତି ତାଙ୍କ ପୁଅ

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ କରନ ଜୋହର ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ସେ ତାଙ୍କ ଇନଷ୍ଟାଗ୍ରାମରେ ସବୁବେଳେ ଆକ୍ଟିଭ ଥିବାବେଳେ ତାଙ୍କ ଫିଲ୍ମକୁ ନେଇ ଭିନ୍ନ ଭିନ୍ନ ପୋଷ୍ଟ କରିଥାଆନ୍ତି। ନିକଟରେ ସେ ତାଙ୍କ ଅପକମିଂ ଫିଲ୍ମ ‘ଶେରଶାହା’ର ଫାଷ୍ଟଲୁକ୍‌ ରିଲିଜ୍‌ କରିଥିବା ବେଳେ ଫ୍ୟାନମାନଙ୍କ ସହ ଏକ ମଜାକଥା ଶେୟାର କରିଥିଲେ। କରନ କହିଥିଲେ, ତାଙ୍କ ପୁଅ ୟଶ ଜୋହର ତାଙ୍କୁ ‘କରନ ଜୋକର’ ବୋଲି କହୁଛନ୍ତି। ପୁଣିଥରେ ଟୁଇଟରରେ ସେ ଏହା ଶେୟାର କରିବା ସହ କରନ କହିଛନ୍ତି ତାଙ୍କ ପୁଅ ବୋଧହୁଏ ତାଙ୍କୁ ଇନଷ୍ଟାଗ୍ରାମରେ ଫଲୋ କରୁଛନ୍ତି। ସେଥିପାଇଁ ସେ ମୋତେ କରନ ଜୋହର ନ କହି କରନ ଜୋକର ବୋଲି କହୁଛନ୍ତି। ଏହା କହିବାର ଉଦ୍ଦେଶ୍ୟ ହେଉଛି କରନ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଆଉଟ୍‌ ଫିଟରେ ଇନଷ୍ଟାଗ୍ରାମରେ ଫଟୋ ଶେୟାର କରିଥାଆନ୍ତି। ଆଉ ଏହାକୁ ନେଇ ଅନେକ ସମୟରେ ସେ ଟ୍ରୋଲ୍‌ ମଧ୍ୟ ହୋଇଛନ୍ତି। ଏହି କଥାକୁ ନଜରରେ ରଖି କରନ କହିଛନ୍ତି ୟଶ ବୋଧହୁଏ ତାଙ୍କୁ ଇନଷ୍ଟାଗ୍ରାମରେ ଫଲୋ କରିବା ପରେ ତାଙ୍କୁ ଜୋକର ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri