କରନ ଦେଓଲଙ୍କ ଅଭିନୀତ ଫିଲ୍ମର ଟିଜର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସନ୍ନି ଦେଓଲଙ୍କ ପୁଅ କରନ ଦେଓଲଙ୍କ ଅଭିନିତ ଫିଲ୍ମ ‘ପଲ ପଲ ଦିଲ୍‌ କେ ପାସ’ର ଟିଜର ରିଲିଜ୍‌ ହୋଇଛି। ଏହା କରନଙ୍କର ଡେବ୍ୟୁ ଫିଲ୍ମ ହୋଇଥିବା ବେଳେ ଏଥିରେ କରନଙ୍କ ଅପୋଜିଟରେ ଅଛନ୍ତି ସହର ବାମ୍ବା। ଉଭୟଙ୍କର ଏହା ଡେବ୍ୟୁ ଫିଲ୍ମ। ପୂର୍ବରୁ ଏହାର କିଛି ପୋଷ୍ଟର ସାମ୍ନାକୁ ଆସିଥିବା ବେଳେ ଏବେ ଏହାର ଟିଜର ଦେଖିବାକୁ ମିଳିଛି। ଏଥିରୁ ଅନୁମାନ କରାଯାଉଛି କି କରନଙ୍କ ଅଭିନୟରେ ନିଶ୍ଚିତ ଭାବେ କିଛି ଯାଦୁ ଅଛି ଯାହା ଦର୍ଶକଙ୍କୁ ଭିଡି ଧରିବ। ସନ୍ନିଙ୍କ ପରେ ଏବେ ଦର୍ଶକଙ୍କର ଖୁବ୍‌ ଆଶା ଅଛି କରନଙ୍କ ଉପରେ। ସେ ନିଜ ପିତାଙ୍କ ଭଳି ଦର୍ଶକଙ୍କୁ ମନୋରଞ୍ଜନ ଦେବେ ବୋଲି ଆଶା କରାଯାଉଛି। ତେବେ ଫିଲ୍ମ ‘ପଲ ପଲ ଦିଲ କେ ପାସ’ ଆସନ୍ତା ସେପ୍ଟେମ୍ବର ୨୦ରେ ରିଲିଜ୍‌ ହେବା ପରେ ଏହା ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?