Posted inଜାତୀୟ

କରହନିଆରେ ଉତ୍କଟ ଜଳ ସଙ୍କଟ: ପୁଅଙ୍କୁ ଝିଅ ଦେବାକୁ ରାଜି ହେଉ ନାହାଁନ୍ତି କନ୍ୟାଘର

ବିଳାସପୁର,୧୯।୫: ଛତିଶଗଡ଼ରେ ଦେଖାଦେଇଛି ଜଳ ସଙ୍କଟ। ଏହାଯୋଗୁ କେତେକ ଅଞ୍ଚଳରେ ଝିଅ ବିବାହ ଦେବାକୁ କନ୍ୟାଘର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ଆଦିବାସୀ ଗାଁ କରହନିଆରେ କେତେକ ବିବାହ ଯୋଗ୍ୟ ପୁଅଙ୍କର ବିବାହ ଜଳ ସଙ୍କଟ ଯୋଗୁ ହୋଇପାରୁ ନାହିଁ। ପାଣି ପାଇଁ ଘରର ମହିଳାଙ୍କୁ ବଡ଼ିଭୋରରୁ ୫ କିଲୋମିଟର ଯିବାକୁ ପଡୁଛି। ତେଣୁ ଝିଅଙ୍କୁ ହନ୍ତସନ୍ତ କରିବାକୁ କନ୍ୟାଘର ରାଜି ହେଉ ନ ଥିବା କୁହାଯାଉଛି। ଏହି ଗାଁରୁ ଝିଅମାନେ ବାହାର ଗାଁ ପୁଅଙ୍କ ସହିତ ବିବାହ କରୁଥିଲେ ମଧ୍ୟ ଅନ୍ୟ ଗାଁରୁ ଏଠାକୁ ଝିଅ ବିବାହ କରି ଆସିବାକୁ ଚାହୁଁ ନାହାଁନ୍ତି। କରହନିଆ ଗାଁରେ ଶହେ ଆଦିବାସୀ ପରିବାର ବାସ କରୁଛନ୍ତି। ଏଠାରେ ଭୂତଳ ଜଳସ୍ତର କମି ଯାଉଥିବାରୁ ତିଆରି ହୋଇଥିବା ନଳ କୂଅ ଗୁଡ଼ିକ ଶୁଖିଲା ପଡ଼ିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁସିସି ଲାଗୁ ହେବାର ସମୟ ଆସି ଗଲାଣି: ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୪।୭ : ଉପରାଷ୍ଟ୍ରପତି ଜଗଦୀପ ଧନଷ୍ଟକର ୟୁନିଫର୍ମ ସିଭିଲ କୋଡ (ୟୁସିସି) ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଧାନକର କହିଛନ୍ତି ୟୁସିସି ଲାଗୁ କରିବା...

କଣ୍ଠସ୍ବରରୁ ବି ଚିହ୍ନଟ ହେବେ କରୋନା ଆକ୍ରାନ୍ତ: ମୁମ୍ବାଇରେ ଆରମ୍ଭ ହେବ ପରୀକ୍ଷା

ମୁମ୍ବାଇ, ୯।୮: ମୁମ୍ବାଇରେ ଲୋକଙ୍କ କଣ୍ଠସ୍ବରରୁ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବ। ଏନେଇ ସ୍ବତନ୍ତ୍ର ଏଆଇ ସିଷ୍ଟମ୍‌ର ବ୍ୟବହାର ହେବ। ମୁମ୍ବାଇ ମହାନଗର ନିଗମ ପକ୍ଷରୁ...

୨୭ରେ ଇଡିରେ ହାଜର ହେବେ ପାଓ୍ବାର

ନୂଆଦିଲ୍ଲୀ,୨୬ା୯(ପି.ଟି.): ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମ୍‌ଏସ୍‌ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଦିଲ୍ଲୀରେ ମୁଣ୍ଡ ନୂଆଁଇବାର ପ୍ରଶ୍ନ ଉଠୁନାହିଁ ବୋଲି...

ମୋଦିଙ୍କୁ ଟାର୍ଗେଟ କଲା କଂଗ୍ରେସ, ‘ସେ କେବଳ ଖାର୍ଗେଙ୍କ ଅପମାନ କରି ନାହାନ୍ତି ବରଂ…’

ନୂଆଦିଲ୍ଲୀ,୨୮ ।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନେଇ ପ୍ରଧାନମନ୍ତ୍ରୀ ଦେଇଥିବା ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । କଂଗ୍ରେସ ମୋଦିଙ୍କୁ ଏହାର...

ମେ ପୂର୍ବରୁ ହୋଇପାରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ

କୋଲକୋତା,୧୪।୧: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କ କାର୍ଯ୍ୟକାଳ ମେ ୩୦ରେ ଶେଷ ହେବାକୁ ଯାଉଛି। ଏ ନେଇ ସମସ୍ତ ରାଜନୈତିକ ଦଳ ଖୁବ ଜୋରରେ ପ୍ରସ୍ତୁତି...

୨୭ ସେଲିବ୍ରିଟିଙ୍କୁ ସୁରକ୍ଷା ଦେବେ ପଞ୍ଜାବ ସରକାର, ସମୀକ୍ଷା ଜାରି…

ଚଣ୍ଡିଗଡ଼, ୧।୬ : ପଞ୍ଜାବରେ ପ୍ରସିଦ୍ଧ ଗାୟକ ସିଦ୍ଧୁ ମୁସୱାଲାଙ୍କ ହତ୍ୟା ପରେ ଭିଭିଆଇପି ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାର ନିଜର ଭୁଲକୁ ସୁଧାରିବାକୁ ଚେଷ୍ଟା...

ପ୍ରଧାନମନ୍ତ୍ରୀ ପ୍ରଥମେ ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ ବହିଷ୍କାର କରନ୍ତୁ: ଖାର୍ଗେ

ନୂଆଦିଲ୍ଲୀ, ୨୬ା୬(ପି.ଟି.): ମଣିପୁରରେ ୫୦ ଦିନରୁ ଊର୍ଦ୍ଧ୍ୱ ହେଲା ହିଂସାକାଣ୍ଡ ଲାଗିରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀରବତାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର...

ରବର ଷ୍ଟାମ୍ପ୍‌ ରାଷ୍ଟ୍ରପତି ହୁଅନ୍ତୁ ନାହିଁ

ବେଙ୍ଗାଲୁରୁ, ୪ା୭: ଭାଜପା ନେତୃତ୍ୱାଧୀନ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଯେଭଳି ରବର ଷ୍ଟାମ୍ପ ରାଷ୍ଟ୍ରପତି ନ ହେବେ, ସେଥିଲାଗି ଦୃଢ଼ ପ୍ରତିଶ୍ରୁତି ଦେବା...

Advertisement
Archives

Model This Week