କରାଟରେ ସୋମନାଥଙ୍କୁ ସ୍ବର୍ଣ୍ଣ

ଭଞ୍ଜନଗର,୧୯।୯(ଡି.ଏନ.ଏ.)- କଟକ ଜବହାରଲାଲ ନେହେରୁ ଇନ୍‌ଡ଼ୋର ଷ୍ଟାଡ଼ିୟମରେ ଗତ ୧୪ ଓ ୧୫ ତାରିଖ ୨ଦିନ ଧରି ୭ମ ସର୍ବଭାରତୀୟ (ଟିଏସ୍‌କେଏଫ୍‌ଆଇ) କରାଟେ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗରର ସୋମନାଥ ସେଠୀ କାଟା ଓ କୁମୁତେରେ ସ୍ବର୍ଣ୍ଣ ପଦକ ପାଇଛନ୍ତି। ବିଗତ କିଛିବର୍ଷ ହେବ ସୋମନାଥ କରାଟେ ଅଭ୍ୟାସ କରିବା ସହ ଭୁବନେଶ୍ୱରରେ ତାଲିମ ନେଇଥିଲେ। ଏହାପରେ ରାଜ୍ୟ ଓ ରାଜ୍ୟ ବାହାରେ ଅନେକ ପ୍ରତିଯୋଗିତାରେ ଭାଗ ନେଇ ପୁରସ୍କୃତ ହୋଇଛନ୍ତି। ସୋମନାଥ ବର୍ତ୍ତମାନ ଭଞ୍ଜନଗର ସାଈ ଗୁରୁକୂଳ ଆବାସିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ କରାଟେ ଶିକ୍ଷାଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଲକ୍ଷ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ

ଅନୁଗୋଳ ଅଫିସ, ୨୦।୧: ଅନୁଗୋଳ ଜିଲାରେ ରବିବାରଠାରୁ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୩ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ...

ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୫।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ...

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରଣପୁର,୧୮ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ସହକାରୀ ଯନ୍ତ୍ରୀ ଜଣକ ହେଉଛନ୍ତି, ଋଷିନାଥ ବରାଳ।...

ନିଖୋଜ ନାବାଳିକାଙ୍କ ମୃତଦେହ ଉଦ୍ଧାର

ରାୟଗଡା ଅଫିସ, ୨୪।୧୨: ରାୟଗଡା ଜିଲା ଚନ୍ଦ୍ରପୁର ଗ୍ରାମରେ ଗତ ଶନିବାରଠାରୁ ନିଖୋଜ ଥିବା ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଚନ୍ଦ୍ରପୁର ଗ୍ରାମ ନିକଟସ୍ଥ...

ଚାଲାଣ ସମୟରେ କାଠ ସହ ସ୍କର୍ପିଓ ଜବତ

ପାଟଣା,୧୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ ନମ୍ବର ଜାତୀୟ ରାଜପଥର ପିପିଳିଆ ନିକଟରୁ ଗୁରୁବାର ବିଳମ୍ବିତ ରାତିରେ ପାଟଣା ବନ ବିଭିଗ ଚଢ଼ାଉ କରି...

ଦ୍ୱନ୍ଦ୍ୱରେ ଏସ୍‌ଆଇଟି ସମ୍ପର୍କିତ ଚିଠି

ବଲାଙ୍ଗୀର ଅଫିସ, ୧୬।୧: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ତଦନ୍ତ ଓଡ଼ିଶା ହାଇକୋର୍ଟଙ୍କ ପର୍ଯ୍ୟବେକ୍ଷଣ (ମନିଟରିଂ)ରେ ହେଉ ବୋଲି ରାଜ୍ୟ ସରକାର ଅନୁରୋଧ କରି ଗତ ୨୮...

ଧାନ ଉଠାଣରେ ଶିଥିଳତା: ଆନ୍ଦୋଳନ ଚେତାବନୀ ଦେଲା କଂଗ୍ରେସ

ବରଗଡ଼ ଅଫିସ,୧୨।୬: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଜିଲାର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଏବେ ମଧ୍ୟ ଅବ୍ୟବସ୍ଥିତ ହୋଇ...

ସ୍ବଚ୍ଛ ଭାରତ ପାଇଖାନା ନିର୍ମାଣରେ ଦୁର୍ନୀତି

ରାଜନଗର, ୧୫ା୨(ଡି.ଏନ.ଏ.): ଗଁା ପରିବେଶକୁ ସୁସ୍ଥ ରଖିବାକୁ ସ୍ବଚ୍ଛ ଭାରତ ଯୋଜନାରେ ବ୍ୟକ୍ତିଗତ ପାଇଖାନା ନିର୍ମାଣ କରାଯାଉଛି। ବାହାରେ ମଳତ୍ୟାଗ ଯୋଗୁ ପରିବେଶ ଦୂଷିତ ହେଉଥିବାରୁ...

Advertisement
Archives

Model This Week