କରାଟେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ବେଲ୍ଟ ପ୍ରଦାନ

ଟିଟିଲାଗଡ଼, ୨ା୬ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଟିଟିଲାଗଡ କରାଟେ ସଂଘ ପକ୍ଷରୁ ଉତ୍କଲ କରାଟେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବେଲ୍ଟ ଓ ପ୍ରମାଣପତ୍ର ବଣ୍ଟନ କରାଯାଇଛି। ଏ ନେଇ ସ୍କୁଲ ପରିସରରେ ଅନଷ୍ଠିତ ସମାରୋହରେ ଟିଟିଲାଗଡ କରାଟେ ସଂଘ ସଭାପତି ଅମରଜିତ ବାଗ ମୁଖ୍ୟଅତିଥି ତଥା ସମ୍ପାଦକ କେଦାର କବାଟ, ମୁଖ୍ୟ ବୈଷୟିକ ନିର୍ଦ୍ଦେଶକ ସେନସାଇ ସୁରେଶ ୟାଦବ, ପ୍ରଶିକ୍ଷକ ବ୍ୟୋମକେଶ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟଅତିଥି ବାଗ ଆତ୍ମସୁରକ୍ଷା ସହ ସ୍ବାସ୍ଥ୍ୟବାନ ପାଇଁ ଛାତ୍ରୀଛାତ୍ରଙ୍କ ଶାରୀରିକ ବ୍ୟାୟାମ ନିତାନ୍ତ ଆବଶ୍ୟକ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri