Posted inଜାତୀୟ

କରିମ୍‌ଗଞ୍ଜ୍‌ରେ ଶତାୟୁ ଦେବେ ଭୋଟ

ଦିସ୍‌ପୁର,୧୭।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଆସାମ କରିମ୍‌ଗଞ୍ଜ୍‌ରେ ଜଣେ ଶତାୟୁ ବୃଦ୍ଧ ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେ ହେଉଛନ୍ତି ମହମ୍ମଦ୍‌ ଅଲ୍ଲୀ। ତାଙ୍କର ବୟସ ଶହେ ୧୬ ବର୍ଷ। ମହମ୍ମଦ୍‌ ଜଣେ ସ୍ବାଧୀନତା ସଂଗ୍ରାମୀ। ପ୍ରତି ଥର ଭୋଟ ଦେବା ସମୟରେ ତାଙ୍କ ମନରେ ଏକ ସ୍ବତନ୍ତ୍ର ଭାବନା ଜାଗ୍ରତ ହୋଇଥାଏ। ସେ ଉତ୍ସାହର ସହିତ ତାଙ୍କ ଘର ନିକଟସ୍ଥ ମତଦାନ କେନ୍ଦ୍ରକୁ ଭୋଟ ଦେବାକୁ ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁଙ୍କୁ ନେଇ ବଡ଼ ବୟାନ ଦେଲେ କିରେନ ରିଜିଜୁ

ନୂଆଦିଲ୍ଲୀ,୧୯।୭: ଏକ ଆଲୋଚନା ସମୟରେ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ଏବଂ ସଂଖ୍ୟାଲଘୁମାନେ ଏହି ଦେଶରେ ସବୁଠାରୁ...

ମୋଦି ୪୨ ଦେଶ ବୁଲିପାରୁଛନ୍ତି ହେଲେ ମଣିପୁର ଯାଇପାରୁ ନାହାଁନ୍ତି, ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କଲେ ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୧୯।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କର୍ନାଟକର ମୈସୁରୁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ...

ପ୍ରଫେସର ଦେଉଥିଲେ ନିର୍ଯାତନା ସହି ନ ପାରି ଏମିତି ନୋଟ ଲେଖି ଚରମ ନିଷ୍ପତ୍ତି ନେଲେ ଡାକ୍ତରୀ ଛାତ୍ରୀ

ନୂଆଦିଲ୍ଲୀ,୧୯।୭: ଗ୍ରେଟର ନୋଏଡାର ନଲେଜ ପାର୍କ ଥାନା ଅଞ୍ଚଳରେ ଥିବା ଶାରଦା ବିଶ୍ୱବିଦ୍ୟାଳୟର ହଷ୍ଟେଲରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଏବେ ଶିକ୍ଷକ-ଛାତ୍ରୀଙ୍କ ସମ୍ପର୍କକୁ...

ସେକ୍ସ ଓ୍ବାର୍କର ପାଇଁ ମନା କରିବାରୁ ପ୍ରେମିକାଙ୍କୁ ମା’ ଭାଇଙ୍କ ସାମ୍ନାରେ ଏମିତି କଲେ ପ୍ରେମିକ

ବିଜୟଓ୍ବାଡା,୧୯।୭: ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଏକ ଲୋମଟାଙ୍କୁରା ଖବର ଆସିଛି, ଯେଉଁଠାରେ ଜଣେ ପୁରୁଷ ତାଙ୍କ ଲିଭ-ଇନ ପାର୍ଟନରଙ୍କୁ ହତ୍ୟା କରିଛନ୍ତି। କୁହାଯାଉଛି ଯେ ମହିଳା ପାର୍ଟନର...

ଆପକୁ ଲାଗିଲା ଜବରଦସ୍ତ ଝଟକା, ସୋସିଆଲ ମିଡିଆରେ ପୋଷ୍ଟ କରି ଏହି ନେତା କହିଲେ…

ଚଣ୍ଡିଗଡ଼,୧୯।୭: ପଞ୍ଜାବ ଖରାର ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ଅନମୋଲ ଗଗନ ମାନ, ଯାହାଙ୍କୁ ପୂର୍ବରୁ ମନ୍ତ୍ରୀ ପଦରୁ ହଟାଯାଇଥିଲା, ସେ ଏବେ ତାଙ୍କ ବିଧାୟକ ପଦରୁ...

ମା’ କାଳୀଙ୍କ ନାଁ ନେବାରୁ ମୋଦିଙ୍କ ଉପରେ ବର୍ଷିଲେ ମହୁଆ

ନୂଆଦିଲ୍ଲୀ,୧୯।୭: ପଶ୍ଚିମବଙ୍ଗର ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେବୀ କାଳୀଙ୍କ ନାମ ନେବାରୁ ତ୍ରୁଣଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଏହାକୁ କଟାକ୍ଷ...

ଦାଦା-ପୁତୁରାଙ୍କ ହେବ ମିଳନ! ମହାରାଷ୍ଟ୍ର ରାଜନୀତି ପୁଣି ହଲଚଲ

ମୁମ୍ବାଇ,୧୯।୭: ପ୍ରାୟ ୨ ଦଶନ୍ଧି ପରେ ମହାରାଷ୍ଟ୍ରରେ ଠାକରେ ଭାଇମାନଙ୍କୁ ଏକାଠି ହେଉଥିବାର ଦେଖାଯାଉଛି। କଳ୍ପନାଜଳ୍ପନା ଆରମ୍ଭ ହୋଇଛି ଯେ, ଦାଦା-ପୁତୁରା ଅର୍ଥାତ୍‌ ଶରଦ ପାୱାର...

ତିରୁପତି ମନ୍ଦିରରୁ ହଟିଲେ ୪ ଅଣହିନ୍ଦୁ କର୍ମଚାରୀ, ପଛରେ ରହିଛି ଏହି କାରଣ…

ଅମରାବତୀ,୧୯ା୭: ଆନ୍ଧ୍ରପ୍ରଦେଶର ତିରୁମାଲା ତିରୁପତି ଦେବସ୍ଥାନମ (TTD) ମନ୍ଦିର ଅନ୍ୟ ଧର୍ମ ପାଳନ କରୁଥିବା ଅଭିଯୋଗରେ ୪ ଜଣ କର୍ମଚାରୀଙ୍କୁ ନିଲମ୍ବିତ କରିଛି। ଏହି କର୍ମଚାରୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri