କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା

ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍‌ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍‌ଲିର ମିରାଜ୍‌ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଦୁଇ ସପ୍ତାହ ହେବ ସେ ଆଇସୋଲେଶନ ଓ୍ବାର୍ଡରେ ରହିଆସୁଥିଲେ। ବୟସାଧିକ ସତ୍ତ୍ୱେ ନିଜର ଦମ୍ଭ ଓ ଦୃଢ଼ ମନୋବଳ ଯୋଗୁ ସେ ସୁସ୍ଥହୋଇ ଘରକୁ ଫେରିଛନ୍ତି। ଉକ୍ତ ମହିଳାଙ୍କ ଆତ୍ମବିଶ୍ୱାସ ଓ ଚିକିତ୍ସା ବିଜ୍ଞାନ ପ୍ରତି ଆସ୍ଥା ଚିକିତ୍ସା କରୁଥିବା ଡାକ୍ତର, ନର୍ସ ଓ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ମଧ୍ୟରେ ଉତ୍ସାହ ଆଣିଦେଇଛି। ନେଗେଟିଭ୍‌ ବାହାରିବା ପରେ ସେ ଏବେ ଘରକୁ ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବାସିକ ବିଦ୍ୟାଳୟରେ ୪୫ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ହାଇଦ୍ରାବାଦ,୩୦।୧୧: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର ମୁଥାଙ୍ଗି ଗାଁରେ ଥିବା ମହାତ୍ମା ଜ୍ୟୋତିବା ଫୁଲେ ଗୁରୁକୁଳ ଏକ ଆବାସିକ ବିଦ୍ୟାଳୟରେ ୪୫ ଜଣ ଛାତ୍ରୀଛାତ୍ର ଓ ଜଣେ...

ଦୀପିକାଙ୍କ ନାଁରେ ତିଆରି ହେଲା ଜୋତା

ଫ୍ରାନ୍ସର ଫ୍ୟାଶନ୍‌ ଡିଜାଇନର ଖ୍ରୀଷ୍ଟିଆନ୍‌ ଲୁକୋଟିନ୍‌ ଏବେ ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନଙ୍କ ନାଁ ଅନୁସାରେ ତିଆରି କରିଛନ୍ତି ଏକ ହାଇହିଲ୍‌। ଏହା ଦେଖିବାକୁ ଯେତିକି...

ମେ’ ୧୦ରୁ ସୁପ୍ରିମକୋର୍ଟ ଗ୍ରୀଷ୍ମ ଅବକାଶ

ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଶନିବାର ଆଗୁଆ ଗ୍ରୀଷ୍ମ ଅବକାଶ ଘୋଷଣା କରିଛନ୍ତି । ମେ’ ୧୦ରୁ ଜୁନ ୨୮...

ବାୟୁସେନାର ୮୮ ତମ ସ୍ଥାପନା ଦିବସ: ଗାଜିଆବାଦରେ ଗର୍ଜିବ ରାଫାଲ

ନୂଆଦିଲ୍ଲୀ,୮ ।୧୦: ଭାରତୀୟ ବାୟୁସେନା ଗୁରୁବାର ପାଳନ କରିବ ତା’ର ୮୮ ତମ ସ୍ଥାପନା ଦିବସ । ୧୯୩୨ ମସିହା ଠିକ୍ ଆଜିର ଦିନରେ ଭାରତୀୟ...

ରୁଷିଆର କରୋନା ଟିକା ଉପରେ ବିଶ୍ୱକୁ ହେଉନାହିଁ ଭରସା? ଜାଣନ୍ତୁ ୫ କାରଣ

ମସ୍କୋ,୧୧।୮: ରୁଷିଆ ଆଣିଲା ବିଶ୍ୱର ପ୍ରଥମ କରୋନା ଟିକା। ଏନେଇ ମଙ୍ଗଳବାର ରୁଷିଆ ପ୍ରଧାନମନ୍ତ୍ରୀ ଭ୍ଲାଡିମିର ପୁଟିନ୍‌ ଘୋଷଣା କରିଛନ୍ତି। ହେଲେ ଏହାର ଟିକାକୁ ସନ୍ଦେହଜନକ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ଲଗାମ୍‌…

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ...

କଂଗ୍ରେସ ନେତା ନେବେନି ଅବସର…

ନୂଆଦିଲ୍ଲୀ, ୧୭।୫ : କଂଗ୍ରେସ ବର୍ତ୍ତମାନ ଏହାର ନେତାଙ୍କ ପାଇଁ ଅବସର ବୟସ ସୀମା ସ୍ଥିର କରିବ ନାହିଁ। ୫୦ ବର୍ଷରୁ କମ ବୟସର ନେତାମାନଙ୍କୁ...

ପୋଲିସ ହେପାଜତରେ ପ୍ରିୟଙ୍କା: ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲଙ୍କ ସମେତ ୩ ନେତା

ନୂଆଦିଲ୍ଲୀ,୨୪।୧୨: କୃଷି ଆଇନ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଲଗାତାର ଘେରିବା ଉଦ୍ୟମ ଜାରି ରହିଛି। ଅନ୍ନଦାତାଙ୍କୁ ସମର୍ଥନ କରି କଂଗ୍ରେସ...

Advertisement
Archives

Model This Week