କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି ୭୦ ବର୍ଷ ବୟସ୍କା ପ୍ରେମିକା ଜୁର୍‌ ଜହିର୍‌ଙ୍କୁ ଲଣ୍ଡନର ଏକ କୋର୍ଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ମାର୍ଚ୍ଚ ୨୭ରେ ସେମାନଙ୍କ ବିବାହ ହୋଇଥାନ୍ତା। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୧୦ ଦିନ ପୂର୍ବରୁ ଦୁହେଁ ବିବାହ କରିଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି। ଅବାସ୍‌ ଓ ଜୁର୍‌ ଉଭୟେ ଉତ୍ତରପ୍ରଦେଶର ବାସିନ୍ଦା। ଲକ୍ଷ୍ନୌ ବାସିନ୍ଦା ଅବାସ୍‌ ବ୍ରିଟିଶ୍‌ ସୈନ୍ୟ ବାହିନୀରେ ଫଟୋଗ୍ରାଫର ଭାବେ କାର୍ଯ୍ୟ କରୁଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସେ ବର୍ମାରେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ-ଜୀବିକା ମଧ୍ୟରେ ସନ୍ତୁଳନ ଜରୁରୀ, କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ସବୁଠି ଚାଲିବ ଅର୍ଥନୈତିକ କାର୍ଯ୍ୟ: ଏସ୍‌ଆର୍‌ସି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏବେ ଏହାର ତୃତୀୟ ପର୍ଯ୍ୟାୟରେ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ...

କରୋନା ପାଇଁ କଟକଣା ଜାରି କଲେ ଲୋକେ ଭୋକରେ ମରିଯିବେ: ଇମ୍ରାନ ଖାଁ

ଇସଲାମାବାଦ୍‌,୧୮।୩: ପାକିସ୍ତାନରେ କରୋନା ଯୋଗୁ ଲୋକେ ଆତଙ୍କ ମଧ୍ୟରେ ରହିଛନ୍ତି। ଦେଶର ବିଭିନ୍ନ ସହରକୁ ପାଶ୍ଚାତ୍ୟ ଦେଶ ଭଳି ଆଇସୋଲେଶନ କରାଯିବା ପାଇଁ କଟକଣା ଜାରି...

ଆଣ୍ଟାର୍କଟିକାରେ ତାପମାତ୍ରା ୧୮.୩ ଡିଗ୍ରୀ ଛୁଇଁଲା: ୧୧ ଉପକୂଳ ସହର ସମୁଦ୍ର ଆଁକୁ ଯିବା ଆଶଙ୍କା !

ଜେନେଭା,୯।୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଆଣ୍ଟାର୍କଟିକାରେ ତାପମାତ୍ରା ୧୮.୩ ଡିଗ୍ରୀ ଛୁଇଁଛି। ଏଭଳି ସ୍ଥିତି ଜାରି ରହିଲେ ଆସନ୍ତା ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର...

ଡାକ୍ତରଖାନାରେ ଲୋକପ୍ରିୟ କମେଡିଆନ୍‌ ସୁନିଲ୍‌; ଦୀର୍ଘ ଜୀବନର କାମନା କରୁଛନ୍ତି ପ୍ରଶଂସକ

ବମ୍ବେ: ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ କମେଡିଆନ୍‌ ସୁନିଲ ଗ୍ରୋଭର। ଡା. ମଶହୁର ଗୁଲାଟି ଏବଂ ଗୁତ୍ଥି ଭଳି ଚରିତ୍ରରେ ଅଭିନୟ କରି ଲକ୍ଷ ଲକ୍ଷ...

୧୦ ବର୍ଷ ଗୃହଯୁଦ୍ଧ

ବିରୁଟ/ଡାମାସ୍‌କସ୍‌/ଇଦ୍‌ଲିବ,୨୦ା୩: ଏକ ଦଶନ୍ଧି ତଳେ ସିରିଆ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ୍‌ଙ୍କ ବିରୋଧରେ ଆରମ୍ଭ ହୋଇଥିବା ଶାନ୍ତିପୂର୍ଣ୍ଣ ବିକ୍ଷୋଭ କେତେବେଳେ ଆନ୍ଦୋଳନର ରୂପ ନେଇ କ୍ରମଶଃ ଏକ...

ଓ୍ବାର୍କିଂ ଆଓ୍ବାର ୪ ଘଣ୍ଟା ବଢ଼ିଲା: ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରିବେ କର୍ମଚାରୀ, ମିଳିବ ଅଧିକ ପାରିଶ୍ରମିକ

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଭିନ୍ନ ସଂସ୍ଥା ପାଇଁ ରାଜ୍ୟ ସରକାର ଓ୍ବାର୍କିଂ ଆଓ୍ବାର ବଢ଼ାଇଛନ୍ତି। ଦୈନିକ ୮ ଘଣ୍ଟା ବଦଳରେ ଓ୍ବାର୍କିଂ ଆଓ୍ବାରକୁ ୧୨ ଘଣ୍ଟା କରିଛନ୍ତି। ଦୁଇଟି...

୩-୪ ପିଲା ଜନ୍ମ କରିବାକୁ ଚାହାନ୍ତି ଏହି ଅଭିନେତ୍ରୀ, ମାତ୍ର ବିବାହ ପ୍ରଶ୍ନ କରିବାରୁ…

ମୁମ୍ବାଇ: ଅଭିନେତ୍ରୀ ଭୂମି ପେଡେନକର ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୂମି ୬ ବର୍ଷର କ୍ୟାରିୟର ମଧ୍ୟରେ ଭିନ୍ନ ଭିନ୍ନ ଚରିତ୍ରରେ...

ଆମେରିକାରେ ଏବେ କାହାକୁ ମିଳିବ ନାହିଁ ମୃତ୍ୟୁଦଣ୍ଡ!

ୱାଶିଂଟନ,୮ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବେ ଦେଶରେ କୌଣସି ଅପରାଧିଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ନିୟମରେ ପରିବର୍ତ୍ତନ କରିବାକୁ ଚିନ୍ତା କରିଛନ୍ତି । ଗତ...

Advertisement
Archives

Model This Week