ଗଞ୍ଜାମ ବ୍ଲକକୁ ସଂଖ୍ୟାଲଘୁ ସମ୍ପ୍ରଦାୟ ଲୋକ ପଶିଆସିଥିବା ଆଶଙ୍କା: ସୂଚନା ପାଇଲେ ଜଣାଇବାକୁ ପ୍ରଶାସନର ଅନୁରୋଧ

ଗଞ୍ଜାମ,୪ା୪(ବ୍ୟୁରୋ)- ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ଲୋକ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ଅଂଚଳକୁ ପଶିଆସିଥିବା ପ୍ରଶାସନ ଅନୁମାନ କରିଛି । ଏଥିପାଇଁ ତହସିଲଦାର ଅବନୀ କୁମାର ସାହୁ ସରପଞ୍ଚ, ଅଙ୍ଗନବାଡ଼ି କର୍ମୀ ଓ ଜନସାଧାରଣଙ୍କୁ ଲିଖିତ ଭାବେ ଅବଗତ କରାଇଛନ୍ତି । ସେମାନେ ସମ୍ପର୍କୀୟଙ୍କ ଘରେ ଥିବା ଅନୁମାନ କରୁଛି ପ୍ରଶାସନ । ତେଣୁ ଭୟ ନ କରି ପ୍ରଶାସନକୁ ସହଯୋଗ କରିବାକୁ ପତ୍ର ମାଧ୍ୟମରେ ନିବେଦନ କରାଯାଇଛି । ଏଥିସହିତ କୌଣସି ବ୍ୟକ୍ତି ସନ୍ଧାନ ପାଇଲେ ପ୍ରଶାସନକୁ ଜଣାନ୍ତୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri