କରୋନାକୁ ଭୟ ନ କରି ସେବା ଯୋଗାଉଛନ୍ତି ସଫେଇ କର୍ମଚାରୀ

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : ଦିନକୁ ଦିନ କରୋନା ଭୟଙ୍କର ରୂପ ନେଉଛି। ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱର ଜନସାଧାରଣ ଆତଙ୍କିତ ହୋଇପଡ଼ିଛନ୍ତି l ଏହି ଭୂତାଣୁ ବ୍ୟାପିବା ଆଶଙ୍କାରେ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି l ଏହି ପରିସ୍ଥିତିରେ କିନ୍ତୁ ଗଞ୍ଜାମ ଏନ୍‌ଏସି ସଫେଇ ମହିଳା ଓ ପୁରୁଷ କର୍ମଚାରୀ ଘରେ ବସୁନାହାନ୍ତି। ଏନ୍‌ଏସି ପରିମଳ ସଫେଇ ଦାୟିତ୍ୱରେ ଥିବା ଏହି କର୍ମଚାରୀମାନେ ଲୋକଙ୍କୁ ନିରନ୍ତର ସେବା ଯୋଗାଇ ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri