କରୋନାକୁ ରୋକିବାରେ ଆମେରିକା ଅସମର୍ଥ: ସୈନ୍ୟବାହିନୀର ସହାୟତା ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୭।୪: ଆମେରିକାରେ କରୋନା ସଂକ୍ରମଣ ରୋକିବାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାରଙ୍କ ପକ୍ଷରୁ ହୋଇଥିବା ସମସ୍ତ ଉଦ୍ୟମ ଫେଲ୍‌ ମାରିଛି। ଶେଷରେ ଟ୍ରମ୍ପ୍‌ ସୈନ୍ୟବାହିନୀର ସହାୟତା ଲୋଡ଼ିଛନ୍ତି। ନ୍ୟୁୟର୍କରେ କରୋନା ସଂକ୍ରମଣ ଉପରେ ନିୟନ୍ତ୍ରଣ ଆଣିବା ଳାଗି ସୈନ୍ୟ ବାହିନୀର ୧୦୦୦ ଯବାନଙ୍କୁ ମୁତୟନ କରାଯାଇଛି। ଦେଶର ସ୍ଥିତି କ୍ରମଶଃ ଜଟିଳ ହେବାକୁ ଯାଉଥିବାରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ଟ୍ରମ୍ପ୍‌ କହିଛନ୍ତି। ଆସନ୍ତା ୩ ଦିନ ମଧ୍ୟରେ ନ୍ୟୁୟର୍କରେ ବାୟୁସେନା ଏବଂ ନୌସେନାର ଡାକ୍ତରଙ୍କୁ ଚିକିତ୍ସା କାର୍ଯ୍ୟରେ ନିୟୋଜିତ କରାଯିବ। ମହାମାରୀକୁ ରୋକିବା ପାଇଁ ଅଧିକ ସ୍ବାସ୍ଥ୍ୟକର୍ମୀଙ୍କୁ ନ୍ୟୁୟର୍କକୁ ପଠାଯିବ ବୋଲି ଟ୍ରମ୍ପ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୨୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

ବିଶ୍ୱର ସର୍ବନିମ୍ନ ଶାନ୍ତିପୂର୍ଣ୍ଣ ଦେଶ

କାବୁଲ,୨ା୭: କ୍ରମାଗତ ପଞ୍ଚମ ବର୍ଷ ପାଇଁ ଆଫଗାନିସ୍ତାନ ବିଶ୍ୱର ସର୍ବନିମ୍ନ ଶାନ୍ତିପୂର୍ଣ୍ଣ ଦେଶ ଭାବରେ ପରିଗଣିତ ହୋଇଛି। ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଇକୋନୋମିକ୍ସ ଆଣ୍ଡ୍‌ ପିସ୍‌ (ଆଇପି)’ଗ୍ଲୋବାଲ...

ଭାରତରେ ପ୍ରଥମ ମାମଲା: ୧୨୪ ଦିନ ପରେ ପୁଣି ଥରେ ଜଣେ ସଂକ୍ରମିତ

ଅହମଦାବାଦ,୨୬।୮: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ...

ଜୁକରବର୍ଗଙ୍କ ଡାଟା ଲିକ୍‌

ଗତ ଜାନୁୟାରୀରୁ ପ୍ରାୟ ୫୩ କୋଟି ଫେସ୍‌ବୁକ୍‌ ବ୍ୟବହାରକାରୀଙ୍କ ତଥ୍ୟ ହ୍ୟାକର୍ସଙ୍କ ଓ୍ବେବ୍‌ସାଇଟରେ ମାଗଣା ଉପଲବ୍ଧ ହୋଇଥିବା ଘଟଣା ସାମ୍‌ନାକୁ ଆସିଛି। ଏଥିରେ ଫେସ୍‌ବୁକ୍‌ ସିଇଓ...

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଭଦ୍ରକରେ ୩ କରୋନା ପଜିଟିଭ୍‌ ଚିହ୍ନଟ, ୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୮ା୬: ଭଦ୍ରକ ଜିଲାରେ ଗୁରୁବାର ଆଉ ୩ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧ରେ ପହଞ୍ଚିଛି। ଏହି...

ୟୁରୋପିଆନ ସୁଇମିଂ ଚାମ୍ପିୟନଶିପ୍‌ ୨୦୨୧କୁ ଘୁଞ୍ଚିଲା

ପ୍ୟାରିସ୍‌,୬।୫(ଏଏଫ୍‌ପି): କରୋନା ଭାଇରସ ମାହାମାରୀ କାରଣରୁ ଆଉ ଏକ ମେଗା ଇଭେଣ୍ଟକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ୨୦୨୧କୁ ୟୁରୋପିଆନ୍‌ ସୁଇମିଂ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇ ଦିଆଯାଇଛି।...

ଶ୍ରୀଲଙ୍କାରେ ପୁଣି ବିସ୍ଫୋରଣ

କଲମ୍ବୋ,୨୫।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରୁ ୪୦ କିଲୋମିଟର ଦୂର ପୁଗୋଡା ସହରର ମାଜିଷ୍ଟ୍ରେଟ ଅଦାଲତଙ୍କ ପଛପଟେ ଥିବା ଖାଲି ସ୍ଥାନରେ ଗୁରୁବାର ଏକ ବିସ୍ଫୋରଣ ହୋଇଥିବା...

Advertisement
Archives

Model This Week