କରୋନାଠାରୁ ସଚେତନ ରହିବାକୁ ପରାମର୍ଶ

ରାଜନଗର, ୨୦।୩(ଡି.ଏନ୍‌.ଏ.): କରୋନା ଭାଇରସ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ଏହାର ମୁକାବିଲା ପାଇଁ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର କୂଳବର୍ତ୍ତୀ ରାଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ୨୯ଟି ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ଜିଲାପରିଷଦ ସଭ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ହୋଇ ସମଗ୍ର ବ୍ଲକରେ ପ୍ରାୟ ଦେଢ଼ ଲକ୍ଷ ଲୋକ କିପରି ସଚେତନ ହେବେ ସେ ନେଇ ବୁଝାଇଥିଲେ। ବ୍ଲକ ଅଧ୍ୟକ୍ଷ ଜୟରାମ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜନଗର ବିଧାୟକ ଧ୍ରୁବ ସାହୁ, ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ ମନ୍ଦରଧର ମହାଳିକ, ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି ପ୍ରମୁଖ ଯୋଗଦେଇ କରୋନା ମୁକ୍ତ ସମାଜ ଗଠନ କରାଯିବା ସହିତ ପ୍ରତି ମଣିଷ ନିଜେ କରୋନା ଭାଇରସଠାରୁ ସଚେତନ ରହିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ

ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା...

କରୋନା ମୁକାବିଲା ପ୍ରସ୍ତୁତି: ଔଷଧ, ଷ୍ଟାଫ୍‌ ମାଗିଲା ଏସ୍‌ସିବି

କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍‌ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ...

କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା...

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ମାଡ଼ମାରି ନୋଳା ବସାଇ ଦେଲେ

ଡେରାବିଶ,୧୩।୧୧ (ସ୍ବ.ପ୍ର.): ସରକାର ବିଭିନ୍ନ ଶିକ୍ଷାନୁଷ୍ଠାନ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରିଛନ୍ତି। ହେଲେ ପ୍ରଧାନ ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତିଙ୍କ...

ଶହୀଦ ସ୍ମୃତିପୀଠକୁ ଅଣଦେଖା

ବରୀ,୩ା୮: ସ୍ବାଧୀନତା ସଂଗ୍ରାମରେ ଯାଜପୁର ଜିଲା ବରୀ ବ୍ଲକର ଅବଦାନ ସ୍ବର୍ଣ୍ଣିମ ଇତିହାସରେ ସ୍ବତନ୍ତ୍ର ସ୍ଥାନ ପାଇଛି। ୧୯୪୨ମସିହାରେ ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ...

ହାତ ମାରିଲେ ଉଠିଯାଉଛି ପିଚୁ

ମୋରଡ଼ା,୯ା୧(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ୍‌ ଅନ୍ତର୍ଗତ କମାରଡ଼ିହା ଗ୍ରାମ ପଞ୍ଚାୟତର ରାଣୀସରାଇ ଗ୍ରାମର କାନ୍ଥି ପିଡ୍‌ବ୍ଳ୍ୟୁଡି ରାସ୍ତାଠାରୁ ନାରାଙ୍ଗ ବାଜ ସଂଯୋଗ ଗ୍ରାମ୍ୟ ଉନ୍ନୟନ...

ମଦଭାଟିରୁ ଟଙ୍କା ନେଉଥିଲେ ଅବକାରୀ ଅଧୀକ୍ଷକ

ଦେବଗଡ଼,୨୯ା୯(ଡି.ଏନ୍‌.ଏ.): ମଦଭାଟି ମାଲିକଙ୍କଠାରୁ ଦେଢଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଦେବଗଡ଼ ଅବକାରୀ ଅଧୀକ୍ଷକ ଅଜିତ କୁମାର ମହାପାତ୍ର ଓ ବାରକୋଟ ଅବକାରୀ...

ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ କର୍ତ୍ତୃପକ୍ଷ

କଟକ ଅଫିସ,୧୮ା୩: ମାଟ୍ରିକ ପରୀକ୍ଷାରେ ଶନିବାର ଇତିହାସ ଓ ଭୂଗୋଳ ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଜଣାପଡ଼ିଥିଲା। ସେଟ୍‌ ‘ବି’ ଭିତରେ ‘ଏ’ ସେଟ୍‌ର ପ୍ରଶ୍ନ ପଡ଼ିଥିଲା।...

Advertisement
Archives

Model This Week