Posted inଜାତୀୟ

କରୋନାଭାଇରସରୁ ମୁକ୍ତି ପାଇଁ ବାଲାଜୀଙ୍କ ମନ୍ଦିରରେ ସ୍ବତନ୍ତ୍ର ପୂଜାର୍ଚ୍ଚନା

ହାଇଦ୍ରାବାଦ,୭।୨: ତେଲେଙ୍ଗାନାର ଚିଲକୁର ବାଲାଜୀ ମନ୍ଦିରରେ ଗୁରୁବାର ଏକ ସ୍ବତନ୍ତ୍ର ପୂଜାର ଆୟୋଜନ ଦେଖିବାକୁ ମିଳିଥିଲା। ଏହା କରୋନାଭାଇରସରୁ ମୁକ୍ତି ପାଇଁ କରାଯାଇଥିବା କୁହାଯାଏ। ଚାଇନାରେ ଏବେ ଏହି କରୋନାଭାଇରସରେ ପୀଡିତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ଏହା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। କେରଳରେ ୩ ଜଣ କରୋନାଭାଇରସ ପଜିଟିଭ ବାହାରିବା ଫଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଦେଶରେ ଏହା ଆଉ ନ ବ୍ୟାପୁ ଏହି କାମନା କରି ବାଲଜି ମନ୍ଦିରରେ ୪୫ ମିନିଟର ବିଶେଷ ପୂଜାର ଆୟୋଜନ କରାଯାଇଥିଲା। ଏଥିରେ ପ୍ରାୟ ୨ ହଜାର ଲୋକ ଭାଗ ନେଇଥିଲେ। ମନ୍ଦିରର ପୂଜାରୀ କୁହନ୍ତି, କେବଳ କରୋନାଭାଇରସ କବଳରୁ ଦେଶବାସୀଙ୍କୁ ରକ୍ଷା କରିବା ପାଇଁ ଏହି ପୂଜା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏନ୍‌ଏସ୍‌ ବିକ୍ରାନ୍ତ ଉପରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର: କହିଲେ, ସମ୍ମାନିତ ଅନୁଭବ କରୁଛି

ନୂଆଦିଲ୍ଲୀ,୯।୩: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଙ୍କୁ ଭାରତୀୟ ନୌସେନା ପକ୍ଷରୁ ଆଇଏନ୍‌ଏସ୍‌ ବିକ୍ରାନ୍ତ ଉପରେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି। ଏଥିସହ ସେ ଆଇଏନ୍‌ଏସ୍‌...

ଭାଜପା ପାର୍‌ କଲା ୩ଶହ ମାଇଲ୍‌ ଖୁଣ୍ଟ: ୩୨୯ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଭାଜପା ୩ଶହ ମାଇଲ୍‌ ଖୁଣ୍ଟ ଅତିକ୍ରମ କରିଛି। ସକାଳ ସାଢ଼େ ୧୦ଟା ସୁଦ୍ଧା ୫୪୨ ଲୋକ ସଭା ଆସନ ମଧ୍ୟରୁ ଗଣତି ହୋଇଥିବା ୫୩୭...

ଅଜା ହେଲେ ମୁକେଶ ଅମ୍ବାନୀ: ଯମଜ ସନ୍ତାନ ଜନ୍ମ ଦେଲେ ଝିଅ ଇଶା

ମୁମ୍ବାଇ,୨୦।୧୧: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଝିଅ ଇଶା ଅମ୍ବାନୀ ଯମଜ ଶିଶୁ ସନ୍ତାନ ଜନ୍ମ ଦେଇଛନ୍ତି। ଅମ୍ବାନୀ ପରିବାର ଏବଂ ପିରାମଲ...

ଭାଜପା ପୂର୍ବତନ ବିଧାୟକଙ୍କ ବଙ୍ଗଳା ପଛପଟୁ ମିଳିଲା ମହିଳାଙ୍କ ମୃତଦେହ

ମୁମ୍ବାଇ,୩୧ା୧୨: ମହାରାଷ୍ଟ୍ରର ସତାରରେ ଥିବା ଭାଜପା ପୂର୍ବତନ ବିଧାୟକଙ୍କ ବଙ୍ଗଳା ପଛପଟୁ ଜଣେ ମହିଳାଙ୍କ ଅଧାପୋତା ହୋଇଥିବା ମୃତଦେହ ମିଳିଛି। ମହିଳାଙ୍କୁ କେହି ହତ୍ୟା କରି...

ପିଲା ଅନଲାଇନ୍‌ ପାଠ ପଢିବା ପାଇଁ ଗାଈ ବିକିଦେଲେ କୃଷକ, ପର୍ଚୁନର ଗାଡି ଚଢି ବିଧାୟକ ଆସି ଦେଲେ ଏତିକି ଟଙ୍କାର ସହାୟତା

ଦେହରା,୨୨।୭: ହିମାଚଳ ପ୍ରଦେଶର କାଙ୍ଗଡା ଜିଲାରେ ଜ୍ୱାଳାମୁଖୀ ବିଧାନସଭା କ୍ଷେତ୍ରରେ ଥିବା ଗୁମ୍ମର ଗ୍ରାମରେ ଜଣେ ଗରିବ କୃଷକ ନିଜ ପିଲା ଅନଲାଇନ୍‌ ପାଠ ପଢିବା...

ମଧ୍ୟପ୍ରଦେଶ : ବିଷାକ୍ତ ମଦ ପିଇ ଚାଲିଗଲା ୧୧ ଜଣଙ୍କ ଜୀବନ

ଭୋପାଳ, ୧୫।୧୦-ବିଷାକ୍ତ ମଦ ପିଇ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ମଧ୍ୟପ୍ରଦେଶର ଉଜ୍ଜୟୀନ ସହରରେ ଦେଖିବାକୁ ମିଳିଛି। ବୁଧବାର ରାତିରେ ୭...

ଝିଅ ବାହାଘର ହେଉଛି ୫୧ ଟଙ୍କାରେ

ରାଞ୍ଚି: ହଜାର କି ଶହେ ନୁହେଁ ୫୧ ଟଙ୍କାରେ ଝିଅ ବାହାଘର ହେଉଛି ରାଞ୍ଚିର ପାହାଡି ମନ୍ଦିରରେ। ଏହି ମନ୍ଦିରରେ ପୂଜା କରିବା ବ୍ୟୟବହୁଳ ହୋଇଥିତ୍ବାବେଳେ...

ରିଲିଜ ନ ହୋଇପାରେ ସୁଶାନ୍ତ ସିଂଙ୍କ ଫିଲ୍ମ : ନିର୍ମାତାଙ୍କୁ ହାଇକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୨୦।୪ : ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଉପରେ ନିର୍ମିତ ଫିଲ୍ମ ଉପରେ ଦେଖାଦେଇଛି ସଙ୍କଟ। ଫିଲ୍ମ ଉପରେ ବ୍ୟାନ ଲଗାଇବା ପାଇଁ ସୁଶାନ୍ତଙ୍କ...

Advertisement
Archives

Model This Week