Posted inଜାତୀୟ

କରୋନାଭାଇରସ: ଜାପାନ ଜାହାଜରେ ଫସି ରହିଛନ୍ତି ଅନେକ ଭାରତୀୟ

ନୂଆଦିଲ୍ଲୀ,୮।୨: ଚାଇନାରେ କରୋନାଭାଇରସରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଏବେ ସେଠାରେ ମୃତ୍ୟୁସଂଖ୍ୟା ୭୧୯ରେ ପହଞ୍ଚିଲାଣି। ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଚାଇନାରେ କରୋନାଭାଇରସର ଭୟାବହତାକୁ ଦେଖି ବିଶ୍ୱର ପ୍ରାୟ ସମସ୍ତ ଦେଶ ସେମାନଙ୍କ ନାଗରିକଙ୍କୁ ଫେରାଇ ନେଉଛନ୍ତି। ଭାରତ ମଧ୍ୟ ତା’ର ପ୍ରାୟ ୬୪୦ ନାଗରିକଙ୍କୁ ଫେରାଇ ଆଣିଛି। ହେଲେ ଜପାନରେ ଲାଗିଥିବା ଏକ ଜାହାଜରେ କରୋନାଭାଇରସ ସଂକ୍ରମିତ ଥିବା ଆଶଙ୍କା କରି ସେମାନଙ୍କୁ ବାହାରକୁ ଆସିବାକୁ ଅନୁମତି ଦିଆଯାଉନାହିଁ। ମେଡିକାଲ ଯାଞ୍ଚ ପରେ ସେମାନଙ୍କୁ ବାହାରକୁ ଆସିବାକୁ ଅନୁମତି ମିଳିବ। ତେବେ ଉକ୍ତ ଜାହାଜରେ ଅନେକ ଭାରତୀୟ ଫସି ରହିଥିବାର ସୂଚନା ମିଳିଛି। ଶୁକ୍ରବାର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଥିଲେ ଜାପାନରେ ଥିବା ଜାହାଜରେ କୌଣସି ଭାରତୀୟ କରୋନାଭାଇରସରେ ସଂକ୍ରମିତ ହୋଇ ନାହାନ୍ତି। ଆଉ ଭାରତ ଏହା ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri