କରୋନାରୁ ମୁକ୍ତି ପାଇଁ ବିଦ୍ୟୁତ୍‌ କର୍ମଚାରୀଙ୍କ ସୁରକ୍ଷା ଦାବିକଲା ଓଡ଼ିଶା ବିଦ୍ୟୁତ୍‌ ଶ୍ରମିକ ମହାସଂଘ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ସାରା ରାଜ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ବିଦ୍ୟୁତ୍‌ କର୍ମଚାରୀମାନେ ଘର ଘର ବିଲ୍‌ ଆଦାୟ କରୁଛନ୍ତି। ଏହା ସାଙ୍ଗକୁ ଗାଁ ଗାଁରେ ଲାଇନ କାଟିଲା ବେଳେ ବହୁ ଲୋକଙ୍କ ସମାଗମ ହେଉଛି। ଫଳରେ ବିଦ୍ୟୁତ୍‌ କର୍ମଚାରୀଙ୍କୁ କରୋନା ଆକ୍ରାନ୍ତ କରିବା ଆଶଙ୍କା ଦେଖାଦେଉଛି। ଏଣୁ ବିଦ୍ୟୁତ୍‌ କର୍ମଚାରୀ ଲାଇନ ବିଲ୍‌ ଆଦାୟ ଓ ଲାଇନ କାଟିବାରୁ ନିବୃତ୍ତ ରହିବା ପାଇଁ କର୍ତ୍ତୃପକ୍ଷ ତୁରନ୍ତ ନିର୍ଦ୍ଦେଶ ଦେବାକୁ ନିଖିଳ ଓଡ଼ିଶା ବିଦ୍ୟୁତ୍‌ ଶ୍ରମିକ ମହାସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂମିହୀନ ୧୮ ଲକ୍ଷ କୃଷକ ପରିବାରକୁ ୩୮୬ କୋଟି ସହାୟତା

ଭୁବନେଶ୍ୱର,୧।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କାଳିଆ’ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ବୁଧବାର ୩୮୬ କୋଟି ଟଙ୍କାର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି ।...

ଆଜି ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ, ସର୍ବାଗ୍ରେ ରହିଛି ମୟୂରଭଞ୍ଜ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୯୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା...

କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୋମବାର ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ...

ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ...

ରାଜ୍ୟରେ ୧୨.୪୪ ଲକ୍ଷ ଭିନ୍ନକ୍ଷମ: ମନ୍ତ୍ରୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ୨୦୧୧ ଜନଗଣନା ଅନୁଯାୟୀ ରାଜ୍ୟରେ ୧୨ ଲକ୍ଷ ୪୪ ହଜାର ୪୦୨ଜଣ ଭିନ୍ନକ୍ଷମ ଅଛନ୍ତି। ସେମାନଙ୍କୁ ୨୧ଟି ଭାଗରେ ଶ୍ରେଣୀଭୁକ୍ତ କରାଯାଇଛି। ସେମାନଙ୍କ ଶିକ୍ଷା...

ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍‌ରୁ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ...

ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା...

ସମସ୍ୟା ବଢ଼ାଉଛି ମାଟି ସଡ଼କ

ଛେଣ୍ଡିପଦା,୨ା୯(ସ୍ବ.ପ୍ର.):  ଗାଁର ମୁଖ୍ୟ ସମସ୍ୟା ଗମନାଗମନରେ ଅସୁବିଧା। ବର୍ଷାଦିନେ ମାଟି ରାସ୍ତାରେ ଯାତାୟାତ ଗ୍ରାମବାସୀଙ୍କ ପକ୍ଷେ ଅତି କଷ୍ଟକର। ଏପରି କି ରୋଗୀଙ୍କୁ ଡାକ୍ତରଖାନା ଯାଏ ନେବାକୁ...

Advertisement


Archives

Model This Week