Posted inଜାତୀୟ

କରୋନାରୁ ସୁସ୍ଥ ହେବା ପରେ ପୁଣି ଥରେ ସଂକ୍ରମଣ ହେବ କି ନାହିଁ ତାହା ଡାକ୍ତରଙ୍କୁ ବି ଅଜଣା !

ନୂଆଦିଲ୍ଲୀ, ୧୮।୩: କରୋନା ସଂକ୍ରମଣକୁ ନେଇ ଭାରତରେ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଏହାକୁ ନେଇ କିଛି ଗୁଜବ ମଧ୍ୟ ଉଠୁଛି। ତେବେ ଏଭଳି ଗୁଜବଠାରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଉଛି। କରୋନାରୁ ସୁସ୍ଥ ହେବା ପରେ ପୁଣି ଥରେ ସଂକ୍ରମଣ ହେବ କି ନାହିଁ ସେ ନେଇ ନାନା ପ୍ରଶ୍ନ ଉଠୁଛି। କୁହାଯାଉଛି ଏହାର ଉତ୍ତର ଡାକ୍ତରଙ୍କୁ ବି ଅଜଣା। ଲୋକଙ୍କୁ ସ୍ବଚ୍ଛତା ବଜାୟୀ ରଖିବାକୁ ସରକାରଙ୍କ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ସଂକ୍ରମିତ ସୁସ୍ଥ ହେବା ପରେ ୨୪ ଘଣ୍ଟା ମଧ୍ୟରେ ତାଙ୍କର ନମୂନା ପରୀକ୍ଷା କରାଯାଉଛି। ଏହା ନେଗେଟିଭ୍‌ ବାହାରିଲେ ତାଙ୍କୁ ଘରକୁ ଯିବାକୁ ଅନୁମତି ଦିଆଯାଉଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୪୭ରେ ପହଞ୍ଚିଥିବାବେଳେ ୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri