କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ। ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। କିଛି ମାସ ତଳେ ପ୍ରଦୀପ ମହାରଥୀଙ୍କର ମଧ୍ୟ କରୋନାରେ ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକର୍ଷିତ କରିପାରିଲାନି ବଡ଼ ବଡ଼ ଇଭେଣ୍ଟ: ବିଦେଶୀ ପର୍ଯ୍ୟଟକ ଆଗମନ ହାର କମିଲା

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଭାରତ ପର୍ଯ୍ୟଟନ ମାନଚିତ୍ରରେ ଓଡ଼ିଶାର ଏକ ବିଶେଷ ସ୍ଥାନ ରହିଛି। ପ୍ରାକୃତିକ ସୌନ୍ଦର୍ଯ୍ୟ ସାଙ୍ଗକୁ ବିସ୍ତୀର୍ଣ୍ଣ ବେଳାଭୂମି ଦେଶ ତଥା ବିଦେଶୀ ପର୍ଯ୍ୟଟକଙ୍କୁ...

ଓଡ଼ିଶାର ଏହି ଜିଲାରୁ ହଟିଲା ନାଇଟ କର୍ଫ୍ୟୁ

ନବରଙ୍ଗପୁର,୨୮।୩(ବି.ପ୍ର.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ବ୍ୟାପିବା ଆଶଙ୍କା କରି ଗତ ୨୫ତାରିଖରୁ ନବରଙ୍ଗପୁର ଜିଲାରେ ନାଇଟ କର୍ଫ୍ୟୁ ଜାରି ହୋଇଥିଲା। ଏହା ସହ ଜିଲା...

ଖପ୍ରାଖୋଲରେ ବ୍ୟାପୁଛି ଝାଡାବାନ୍ତି

ଖପ୍ରଖୋଲ, ୩୦ା୯ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ସଦର ମହକୁମାରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ା ଶନିବାର ଆଠ ଜଣ ଆକ୍ରାନ୍ତ...

ରାଜ୍ୟପାଳ ପୁରସ୍କାର ପାଇବ ଜାମୁଣ୍ଡା ଏସ୍‌ଏଚ୍‌ଜି

ଜୟପୁର,୧୪।୧(ଡି.ଏନ୍‌.ଏ.) କୋରାପୁଟ ଜିଲା ଜୟପୁର ବ୍ଲକ ଅଧୀନ ଜାମୁଣ୍ଡା ପଞ୍ଚାୟତର ସଦର ମହକୁମାସ୍ଥିତ ମା’ ମୁତ୍ୟାଲୁମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଉଲ୍ଲେଖନୀୟ ଅବଦାନ...

ଦୋକାନରେ ପଶିବାବେଳେ ଧରାପଡ଼ିଲେ ୨ ଚୋର

ଧାମନଗର,୧୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଖାରିଜକୋରୁଆ ବଜାରରେ ସୁବାସ ପଣ୍ଡାଙ୍କ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଜଣେ ଚୋର ପଶି ଚୋରି କରୁଥିବାବେଳେ ସୁବାସ...

ଢିପସାହିରେ ବଢ଼ୁଛି ଭାଇଚାରା: ଯୁବପିଢ଼ିଙ୍କୁ ଏକାଠି କରିଛି ସଂକୀର୍ତ୍ତନ

ବନ୍ତଳା,୨୦ା୫ (ଦୀନେଶ ଦେହୁରୀ) ରାଜନୀତି ପାଇଁ ଗାଁ ଗାଁ ଆଜି କଳୁଷିତ। ଘର-ଘର, ସାହି-ସାହିରେ ମନ ଫଟାଫଟି। ଗୋଷ୍ଠୀ, ଦଳକୁ ନେଇ କନ୍ଦଳ ପ୍ରାୟ ସବୁଠି। ହେଲେ...

ମେ’ ରୁ ଜୁଲାଇ ହ୍ରାସ, ଅଗଷ୍ଟରୁ ବୃଦ୍ଧି

ଅନୁଗୋଳ ଅଫିସ, ୨୯ା୧୦:  କରୋନା ସଂକ୍ରମଣ ରୋକିବାକୁ ମାର୍ଚ୍ଚରୁ ଲକ୍‌ଡାଉନ୍‌ ହୋଇଥିଲେ ମଧ୍ୟ ଅନୁଗୋଳ ବିଳମ୍ବରେ କୋଭିଡ୍‌ ସଂକ୍ରମିତ ଜିଲା ତାଲିକାରେ ସାମିଲ ହୋଇଥିଲା। ମେ’...

କରୋନାର ତୃତୀୟ ଲହର: ସମସ୍ତ ସ୍କୁଲ କଲେଜ ବନ୍ଦ

ଟୋରଣ୍ଟୋ,୭।୪: କାନାଡ଼ାରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଟୋରଣ୍ଟୋରେ ଥିବା ସମସ୍ତ ସ୍କୁଲ କଲେଜକୁ ବନ୍ଦ କରାଯାଇଛି। ବୁଧବାରଠାରୁ ଟୋରଣ୍ଟୋ ବିଶ୍ୱବିଦ୍ୟାଳୟ...

Advertisement


Archives

Model This Week

Why Dharitri