କରୋନାରେ ପୀଡ଼ିତ ବଲିଉଡ୍‌ ଗାୟିକା

ମୁମ୍ବାଇ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ ଏବେ ତାଙ୍କୁ ଆଇସୋଲେଶନରେ ରଖାଯାଇଛି। ତାଙ୍କ ପରିବାର ଏବେ କ୍ୱାରାଣ୍ଟାଇନରେ ରହିଥିବା ସେ ଟୁଇଟ୍‌ କରି ଜଣାଇଛନ୍ତି। ସେ ୧୦ ଦିନ ତଳେ ଲଣ୍ଡନରୁ ଫେରିଥିବା ବେଳେ ବିମାନବନ୍ଦରରେ ଯାଞ୍ଚ ସମୟରେ ତାଙ୍କ ପାଖରେ କରୋନାର କୌଣସି ଲକ୍ଷଣ ଦେଖାଯାଇ ନ ଥିବାରୁ ସେ ସାଧାରଣ ଲୋକଙ୍କ ଭଳି ଚଳପ୍ରଚଳ ହୋଇଥିଲେ। ୪ ଦିନ ପୂର୍ବରୁ ତାଙ୍କ ପାଖରେ ଲକ୍ଷଣ ଦେଖାଯିବାରୁ ସେ ନମୁନା ପରୀକ୍ଷା ପାଇଁ ପଠାଇଥିବା କହିଛନ୍ତି। ବେବି ଡଲ ସିଙ୍ଗର କନିକା କରୋନାରେ ପୀଡ଼ିତ ହେବା ପରେ ଏବେ ତାଙ୍କ ଆଖପାଖର ଲୋକେ ଭୟଭୀତ ହୋଇଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ନଟୁ କାକା

ମୁମ୍ବାଇ,୩।୧୦: ଲୋକପ୍ରିୟ କମେଡ଼ି ସିରିଏଲ ତାରକ୍‌ ମେହେତା ଉଲଟା ଚଷମାର  ଅଭିନେତା ନଟୁ କାକାଙ୍କ ରବିବାର ପରଲୋକ ହୋଇଯାଇଛି। ନଟୁ କାକା ଭାବେ ପରିଚିତ ଥିବା...

ବେଅନ୍ତ ସିଂ ହତ୍ୟାକାରୀଙ୍କ ଦଣ୍ଡ କୋହଳ

ନୂଆଦିଲ୍ଲୀ,୩୦ା୯(ପି.ଟି.): ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ବଲଓ୍ବନ୍ତ ସିଂ ରାଜୋଆନାଙ୍କ ମୃତ୍ୟୁଦଣ୍ଡକୁ ଆଜୀବନ କାରାଦଣ୍ଡକୁ ହ୍ରାସ କରିବା ଲାଗି କେନ୍ଦ୍ର...

ସିବିଆଇକୁ ଭର୍ସନା, କେତେଜଣଙ୍କୁ ଦଣ୍ଡ ଦେଇଛ ପଚାରିଲେ ଏସ୍‌ସି…

ନୂଆଦିଲ୍ଲୀ,୪।୯: ସିବିଆଇର କାର୍ଯ୍ୟ ଶୈଳୀ ନେଇ ସୁପ୍ରିମକୋର୍ଟ (ଏସ୍‌ସି) ଶନିବାର ଏକ ମାମଲାର ଶୁଣାଣି ସମୟରେ ଭର୍ସନା କରିବା ସହିତ କଠୋର ପ୍ରଶ୍ନ ପଚାରିଛନ୍ତି। ସୁପ୍ରିମକୋର୍ଟ...

ଆର୍‌ଏସ୍‌ଏସ୍ କୁ ତାଲିବାନ ସହ ତୁଳନା କଲେ ଦିଗ୍‌ବିଜୟ, କହିଲେ ମହିଳାଙ୍କ ପ୍ରତି ଦୁହିଁଙ୍କ ବିଚାରଧାରା ସମାନ

ନୂଆଦିଲ୍ଲୀ,୧୦ ।୯: କର୍ମଜୀବୀ ମହିଳାଙ୍କୁ ନେଇ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ବୟାନ ପରେ କଂଗ୍ରେସ ନେତା ତଥା ମଧ୍ୟ ପ୍ରଦେଶର...

କାଠଗଡ଼ାରେ ପିଏମ୍‌ କେୟାର୍ସ

ନୂଆଦିଲ୍ଲୀ,୧୭ା୧୨ :ପ୍ରାଇମ୍‌ ମିନିଷ୍ଟର୍ସ ସିଟିଜେନ୍‌ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍‌ ଫଣ୍ଡ୍‌ ଇନ୍‌ ଏମର୍ଜେନ୍ସି ସିଚ୍ୟୁଏଶନ୍ସ ବା ଜରୁରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଉପଶମ...

ଜୟା ବଚ୍ଚନଙ୍କ ବାସଭବନ ଚାରିପଟେ ସୁରକ୍ଷା ବ୍ୟବସ୍ଥା କଡାକଡି

ମୁମ୍ବାଇ,୧୬।୯-ସମାଜବାଦୀ ପାର୍ଟି ଏମ୍‌ପି ଜୟା ବଚ୍ଚନ ସଂସଦରେ ଡ୍ରଗ୍ସ ମାମଲାରେ ବୟାନ ଦେବା ପରେ ତାଙ୍କ ମୁମ୍ବାଇସ୍ଥିତ ବାସଭବନରେ ବୁଧବାର ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।...

ହାରିଗଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି। ଭାଜପା ମ୍ୟାଜିକ ନମ୍ବରଠାରୁ ଯଥେଷ୍ଟ ଅଧିକ ଆସନରେ ଆଗୁଆ ରହିଛି। ଏଭଳି ସ୍ଥିତିରେ ଭାଜପା ଛାଡି...

ବିଦେଶୀ ଅଭଯୋଗରେ ଅଟକ ଥିବା ସେନା ଅଧିକାରୀଙ୍କୁ ମିଳିଲା ଜାମିନ

ଗୁଆହାଟି,୭।୬: ପୂର୍ବତନ ସେନା ଅଧିକାରୀ ତଥା କାରଗିଲ ଯୁଦ୍ଧର ଭେଟେରାନ୍‌ ମହମ୍ମଦ ସାନାଉଲ୍ଲାଙ୍କୁ ଗୁଆହାଟି ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ସେ ଭାରତୀୟ ନାଗରିକ...

Advertisement
Archives

Model This Week