କରୋନାରେ ପୂର୍ବତନ ୟୁରୋପିଆନ ଚାମ୍ପିୟନଙ୍କ ମୃତ୍ୟୁ

ମିଲାନ, ୮ା୪ (ଏଏଫ୍‌ପି): କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଇଟାଲୀର ପୂର୍ବତନ ୟୁରୋପିଆନ ଇନ୍‌ଡୋର ଚାମ୍ପିୟନ ଡୋନାଟୋ ସାବିଏଙ୍କ ମୃତ୍ୟୁ ଘଟିଛି। ଇଟାଲିଆନ ଆଥଲେଟକ୍ସ ଫେଡେରେଶନ (ଫିଡାଲ୍‌) ତରଫରୁ ବୁଧବାର ସୂଚନା ଦିଆଯାଇଛି। ଡୋନାଟୋଙ୍କୁ ୫୬ ବର୍ଷ ହୋଇଥିଲା। ୧୯୮୪ରେ ଗୋଥେନ୍‌ବର୍ଗଠାରେ ଅନୁଷ୍ଠିତ ଚାମ୍ପିୟନଶିପ୍‌ରେ ୮୦୦ ମିଟରରେ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ୧୯୮୪ ଲସ୍‌ଏଞ୍ଜେଲ୍ସ ଏବଂ ୧୯୮୮ ସିଓଲ ଅଲିମ୍ପିକ୍ସରେ ସେ ଯଥାକ୍ରମେ ୫ମ ଓ ୭ମ ସ୍ଥାନ ଅଧିକାର କରିଥିଲେ। ବାସିଲିକେଟାର ଦକ୍ଷିଣାଞ୍ଚଳରେ ଅବସ୍ଥିତ ପୋଟେଞ୍ଜା ବାସିନ୍ଦା ଡୋନାଟୋ କିଛି ଦିନ ପୂର୍ବେ ଡାକ୍ତରଖାନାରେ ଭର୍ତ୍ତି ହୋଇ ଇଣ୍ଟେନ୍‌ସିଭ କେୟାର ୟୁନିଟ୍‌ରେ ଚିକିତ୍ସିତ ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମୁଲା ଓ୍ବାନ୍‌ ସୁପରଷ୍ଟାର

ଲୁଇସ୍‌ ହାମିଲଟନ ଷଷ୍ଠଥର ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରି ମାଇକେଲ ସୁମାକରଙ୍କଠାରୁ ଗୋଟିଏ ପାଦ ଦୂରରେ ରହିଛନ୍ତି। ୩୪ ବର୍ଷରେ ପଦାର୍ପଣ କରିଥିବାରୁ...

ଜୁଲାଇ ପର୍ଯ୍ୟନ୍ତ ଟୁର୍ନାମେଣ୍ଟ ସସ୍‌ପେଣ୍ଡ କଲା ବିଡବ୍ଲ୍ୟୁଏଫ୍‌

ନୂଆଦିଲ୍ଲୀ, ୭ା୪ (ପି.ଟି.)-କୋଭିଡ୍‌-୧୯ ମହାମାରୀ ପାଇଁ ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଆସନ୍ତା ମେ ମାସରୁ ଜୁଲାଇ ପର୍ଯ୍ୟନ୍ତ ଏହାର ସମସ୍ତ ଟୁର୍ନାମେଣ୍ଟକୁ ସସ୍‌ପେଣ୍ଡ କରିଛି।...

ଜାତୀୟ ରାଜଧାନୀରେ ୫,୪୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, ୧।୧୦: ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା ଦ୍ରୁତବେଗରେ ବଢ଼ିବାରେ ଲାଗିଛି। ଯାହାକି ସ୍ଥାନୀୟ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଚିନ୍ତା...

ବୋପାନ୍ନା-ଶାପୋଭାଲୋଭଙ୍କ କ୍ୱାର୍ଟରରୁ ବିଦାୟ

ରୋମ୍‌, ୨୦ା୯ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କାନାଡାର ଡେନିସ୍‌ ଶାପୋଭାଲୋଭ ଏଠାରେ ଚାଲିଥିବା ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟ ପୁରୁଷ ଡବଲ୍ସ ଇଭେଣ୍ଟରୁ ବିଦାୟ...

ଖେଳରତ୍ନ ପାଇଁ ରୋହିତ, ନୀରଜଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୩୧ା୫ (ପି.ଟି.)-ମର୍ଯ୍ୟାଦାପୂର୍ଣ୍ଣ ଖେଳରତ୍ନ ପୁରସ୍କାର ପାଇଁ ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଏବଂ ତାରକା ଆଥଲେଟ୍‌ ନୀରଜ ଚୋପ୍ରାଙ୍କ ନାମ ସୁପାରିସ ହୋଇଛି।...

୧୪ ରନ୍‌ରେ ୮ ଉଇକେଟ୍‌ ହରାଇଥିଲା ଏହି ଦଳ, ୮ ନମ୍ବର ବ୍ୟାଟ୍ସମ୍ୟାନ୍‌ ବଦଳାଇଦେଲେ ମ୍ୟାଚ୍‌ର ରୂପରେଖ

ନୂଆଦିଲ୍ଲୀ,୨୬।୭: ଏକ ରୋମାଞ୍ଚକର ଟି -୨୦ ମ୍ୟାଚରେ ବେଲଜିୟମ ଅଷ୍ଟ୍ରିଆକୁ ୧୨ ରନରେ ପରାସ୍ତ କରିଛି। ବେଲଜିୟମ ଏକ ସମୟରେ ୧୪ ରନ ପାଇଁ ୮...

ନ୍ୟୁଜିଲାଣ୍ଡଠାରୁ ହାରିଗଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୧୦।୨:ଆଇସିସି ମହିଳା ବିଶ୍ୱକପ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଆୟୋଜକ ନ୍ୟୁଜିଲାଣ୍ଡ ହାତରୁ ଭାରତ ୬୨ ରନର ପରାଜୟର ସମ୍ମୁଖୀନ ହୋଇଛି। ଅଧିନାୟିକା ମିତାଲି ରାଜ ଟସ...

ଅସମ୍ଭବ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ମେଲବୋର୍ନ,୨୬।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଛି। ପ୍ରଥମ ଦିନରେ ଇଂଲଣ୍ଡ ଅଧିନାୟକ ଜୋ...

Advertisement
Archives

Model This Week