କରୋନାର ଭୟଙ୍କର ଦୃଶ୍ୟ: ଆମେରିକା-ଇଟାଲି-ସ୍ପେନ୍‌ରେ ପଡ଼ି ରହିଛି ଶହ ଶହ ମୃତଦେହ

ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି । ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ଆମେରିକା, ଇଟାଲି ଏବଂ ସ୍ପେନ୍‌ରେ ସଙ୍କଟ ଦେଖାଦେଇଛି । ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ ଏତେ ସଂଖ୍ୟକ ମୃତକଙ୍କ ସଂସ୍କାର ସମ୍ଭବ ହୋଇ ପାରୁ ନ ଥିବାରୁ ମୃତଦେହଗୁଡ଼ିକ ଅବହେଳିତ ଭାବେ ହସ୍ପିଟାଲ ପରିସରରେ ପଡ଼ିରହିଛି । ଆମେରିକାରେ ଗୋଟିଏ ଦିନରେ ୧,୪୮୦ଜଣଙ୍କ ମୃତ୍ୟୁ ଘଟିଛି । ଗୋଟିଏ ଦିନରେ କେରାନା ସଂକ୍ରମଣରେ ଏତେ ସଂଖ୍ୟକ ମୃତ୍ୟୁ ଘଟିବା ପୃଥିବୀରେ ପ୍ରଥମ ବୋଲି କୁହାଯାଉଛି । ଇତିମଧ୍ୟରେ ଆମେରିକାରେ ମୃତ୍ୟୁ ସଂଖ୍ୟା ୭ ହଜାର ୪୦୬ରେ ପହଞ୍ଚିଛି । ସେହିପରି ଇଟାଲିରେ ବର୍ତ୍ତମାନ ସୁଦ୍ଧା ୧୪ ହଜାର ୬୮୧ ଜଣଙ୍କ ମୃତ୍ୟୁ ଘଟିଛି । ସ୍ପେନ୍‌ରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୧ ହଜାର ୧୯୮ ଛୁଇଁଛି । ସ୍ଥିତିକୁ ରୋକିବାରେ ସ୍ଥାନୀୟ ସରକାର ମଧ୍ୟ ସକ୍ଷମ ହେଉ ନ ଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri