କରୋନାର ସତ୍ୟତା କହିବାକୁ ଯାଉଥିବା ଡାକ୍ତରଙ୍କର ସଂକ୍ରମଣରେ ହୋଇଥିଲା ମୃତ୍ୟୁ: ପତ୍ନୀ ଦେଲେ ଶେଷ ଉପହାର

ଉହାନ,୧୩।୬: ଚାଇନାରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ବିଶ୍ୱର ଚିନ୍ତାକୁ ବଢାଇବାରେ ଲାଗିଛି। ଏହି ମହାମାରୀର ସତ୍ୟତାକୁ ଲୋକଲୋଚନକୁ ଆଣିବାକୁ ଚେଷ୍ଟା କରିଥିବା ଚାଇନାର ୩୪ ବର୍ଷିୟ ଡାକ୍ତର ଲି ଓ୍ବେନଲିଆଙ୍ଗର ଶେଷରେ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା କୁହାଯାଏ। ସେ ଗତବର୍ଷ ଚାଇନାର ଉହାନରେ କରୋନା ଭାଇରସକୁ ନେଇ ସଚେତନତା ସୃଷ୍ଟି କରିବାକୁ ଯାଉଥିବା ସୂଚନା ମିଳିଥିଲା। ହେଲେ ଗତ ଫେବୃୟାରୀ ମାସରେ ତାଙ୍କର ମୃତ୍ୟୁ ହେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଏବେ ତାଙ୍କ ପତ୍ନୀ ଫୁ ସୁଜେଇ ତାଙ୍କୁ ଶେଷ ଉପହାର ଦେଇଛନ୍ତି। ନିକଟରେ ଡାକ୍ତରଙ୍କ ପତ୍ନୀ ତାଙ୍କ ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହା ତାଙ୍କର ସ୍ବାମୀଙ୍କ ପାଇଁ ଶେଷ ଉପହାର ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri