କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଯାଜପୁର ଜିଲାପାଳ, ବରୀ ବିଧାୟିକା

ବରୀ,୧୩।୫(ସ୍ବ.ପ୍ର): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ବରୀ ବିଧାୟିକା ସୁନନ୍ଦା ଦାସ ବୁଧବାର ବରୀ ଗସ୍ତରେ ଆସି କରୋନା ପାଇଁ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଅଟିରା, ବାଲିଆ, ରାଜତୋଟାରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିବା ଲୋକଙ୍କୁ ଖାଦ୍ୟ ଓ ପାନୀୟ ବ୍ୟବସ୍ଥା ଉପରେ ପଚାରି ବୁଝିଥିଲେ। ପରେ ବାଲିଆଠାରେ ଅନୁଷ୍ଠିର ସମୀକ୍ଷା ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ଭାଜପା ନେତାଙ୍କୁ ଉଠାଇନେଲା ପୋଲିସ

ଛତ୍ରପୁର,୨୭।୮(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରକୁ ରବିବାର ଅପରାହ୍ନରେ ୫-ଟି ସଚିବ ଭି. କେ. ପାଣ୍ଡିଆନ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ସେ...

ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ ବିଦ୍ୟାଳୟ ବନ୍ଦ କଲା ପ୍ରଶାସନ

କଣ୍ଟାପଡ଼ା,୧୮।୯(ଡି.ଏନ୍‌.ଏ.): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ନିୟମ ଅନୁଯାୟୀ ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ...

କାର୍ଯ୍ୟକ୍ଷମ ହେଉନି ୩୮ ଲକ୍ଷର କୋଠା

ବଇଣ୍ଡା, ୨୭ା୪ (ଡି.ଏନ.ଏ.): ଚୋରା ମଦ କାରବାର ରୋକିବାକୁ ଅବକାରୀ ଥାନାର ନୂଆ କାର୍ଯ୍ୟାଳୟ ନିର୍ମାଣ ହେଲା। ରାଜ୍ୟ ରାଜକୋଷରୁ ଏଥିପାଇଁ ୩୮ ଲକ୍ଷ ଟଙ୍କା...

ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...

କୁଜଙ୍ଗ-ଚଟୁଆ ଶୋଚନୀୟ: ୭ ଦିନରେ ସମାଧାନ ନ ହେଲେ ଆନ୍ଦୋଳନ

କୁଜଙ୍ଗ,୨୧ା୧୦(ଡି.ଏନ୍‌.ଏ.): କୁଜଙ୍ଗ-ଚଟୁଆ ରାସ୍ତା ଅବସ୍ଥା ୪ ବର୍ଷହେବ ଶୋଚନୀୟ ହୋଇଯାଇଛି। କୁଜଙ୍ଗ ଗ୍ରାମ୍ୟ ଉନ୍ନୟନ ଅଧୀନରେ ଥିବା ଏହି ରାସ୍ତାଦେଇ ପୁରୀ ଜିଲାର ଅସ୍ତରଙ୍ଗ, ଜଗତ୍‌ସିଂହପୁର...

ଖାଲି ପଡ଼ୁଛିିି ପୋଲିସ କ୍ୟାମ୍ପ

ବାରିପଦା ଅଫିସ, ୨୩ା୪- ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ ଡାଉନ ଆରମ୍ଭ ହେବା ପରେ ଗତ ୨୦ ତାରିଖଠାରୁ ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ଯାହାର...

ପାନୀୟ ଜଳରୁ ବଞ୍ଚିତ କିରାମାହାବାସୀ

ବ୍ରାହ୍ମଣୀଗାଁ,୨୬ା୯(ମନୋରଞ୍ଜନ ରଣା): ପ୍ରକଳ୍ପ ଅଛି ହେଲେ ମିଳୁନି ବସୁଧା ପାନୀୟ ଜଳ। ସାଧାରଣ ଫ୍ୟୁଜ୍‌ଟିଏ ପକାଯାଇ ନ ଥିବାରୁ ଦୁଇମାସ ହେଲାଣି ପାନୀୟ ଜଳ ପାଇବାରୁ...

ଚାଷୀଙ୍କ ନୂଆ ଆଶା ‘ସୂର୍ଯ୍ୟମୁଖୀ’

କେନ୍ଦୁଝର, ୩୦ା୪(ସ୍ବ.ପ୍ର.): ସରକାର ଚାଷୀଙ୍କ ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଅର୍ଥ ଆମଦାନୀ ଫସଲ ସୂର୍ଯ୍ୟମୁଖୀ, ବିରି, ମୁଗ। ଏହି ଚାଷୀଙ୍କୁ ପ୍ରୋତ୍ସାହନ...

Advertisement
Archives

Model This Week