କରୋନା ଆକ୍ରାନ୍ତରେ ଅର୍ଦ୍ଧଶତକ ଟପିଲା ପୁରୀ ଜିଲା

ପୁରୀ ଅଫିସ, ୧୩।୫: ପୁରୀ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ପୁଣି ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଫଳରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଅର୍ଦ୍ଧଶତକ ପାର କରିଛି। ପୂର୍ବରୁ ୪୮ଜଣ ଚିହ୍ନଟ ହୋଇଥିବା ବେଳେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏହି ସଂଖ୍ୟା ୬୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ କେବଳ ୪ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ଜିଲାରେ ୬୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଗତ ୧୪ ଦିନରେ ଜିଲାରେ ୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାକୁ ନେଇ ଜିଲାବାସୀ ଚିନ୍ତାରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ଜବତ, ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ, ୨୩।୬-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଶନିବାର ରାତିରେ ଚଢ଼ାଉ କରାଯାଇଛି । ନିଗମ ବସ୍ତି ଉନ୍ନୟନ ଅଧିକାରୀ ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ର ଓ...

ସ୍ବଚ୍ଛ ଭାରତ ମିଶନ ଯୋଜନାରୁ ବଞ୍ଚତ୍ତ କୁନ୍ତଳା

ନୟାଗଡ଼ ଅଫିସ,୨୦ା୬: ନୟାଗଡ଼ର ଅଧିକାଂଶ ସହରବାସୀଙ୍କ ପାଇଁ ରହିଛି ଚକଚକ୍‌ ମାର୍ବଲ ସାଙ୍ଗକୁ ଇଟାଲିଆନ୍‌ ପ୍ୟାନ୍‌ ଥିବା ପାଇଖାନା। କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନ...

ଜଗନ୍ନାଥଙ୍କୁ ଚପଲ ପିନ୍ଧି ପୂଜାକଲେ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା

ମାଲକାନଗିରି,୨୦ା୧୦(ଡି.ଏନ.ଏ.): ଓଡ଼ିଆଙ୍କ ଆରାଧ୍ୟ ଦେବତା ସ୍ବୟଂ ଜଗନ୍ନାଥ ମହାପ୍ରଭୁଙ୍କୁ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ଅବମାନନା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ସେ ଚପଲ...

ସାତକୋଶିଆରେ ୧୮୪୫ ପିଆଇପି, ୨୪୬ ଟ୍ରାଞ୍ଜାକ୍ଟ ଲାଇନ:ବାଘ ସର୍ବେକ୍ଷଣ ଆରମ୍ଭ

ବନ୍ତଳା,୧୭ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ଆଞ୍ଚଳିକ ବନ ସଂରକ୍ଷଣ ଅଧୀନରେ ଥିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ସୋମବାରଠାରୁ ତୃଣଭୋଜି ଓ ମାଂସାସୀ ପ୍ରାଣୀଙ୍କ ସର୍ବେକ୍ଷଣ ଆରମ୍ଭ ହୋଇଛି।...

ହିତାଧିକାରୀଙ୍କ ଜମାଖାତାକୁ ସିଧାସଳଖ ଯିବ ଭତ୍ତା

କଟକ ଅଫିସ,୨୫ା୨: ସହରରେ ୫୯ଟି ୱାର୍ଡରେ ନିର୍ଦ୍ଧାରିତ କେନ୍ଦ୍ରରେ ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଉଛି। ଏହି ବଣ୍ଟନ ବ୍ୟବସ୍ଥାକୁ ସ୍ବଚ୍ଛ...

ମଣ୍ଡିରେ ପଡ଼ିଛି ଧାନ, ବାଜିରେ ଚାଷୀଙ୍କ ଜୀବନ

ସମ୍ବଲପୁର,୧୨ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ସଂଗ୍ରହରେ ଆରମ୍ଭରୁ ଅବ୍ୟବସ୍ଥା ଦେଖାଦେଇଥିଲା। ହୀରାକୁଦ ସେଚାଞ୍ଚଳ ସଦର ଉପଖଣ୍ଡରେ ଟୋକନ, କଟନୀ ଛଟନୀ ଭଳି ସମସ୍ୟା ଲାଗି ରହିଥିବା...

ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ଖୋଲିବ, କ’ଣ ବନ୍ଦ ରହିବ…

ଭଚବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଜାରି କରିଛନ୍ତି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌। ନଭେମ୍ବର ମାସ ଯାଏ ଜାରି ହୋଇଥିବା ଏହି ଗାଇଡ୍‌ଲାଇନ୍‌ରେ ସ୍କୁଲ ଖୋଲିବାକୁ ସରକାର ଅନୁମତି...

ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର, ଅବସରପ୍ରାପ୍ତ ଆର୍‌ଆଇ

ସୋନପୁର,୧୯।୨: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ସୁପରଭାଇଜର ନବେନ୍ଦ୍ର ମହାକୁର ଓ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକ ବାବାଜୀ ଚରଣ ସାହୁ ସମ୍ବଲପୁର ଭିଜିଲାନ୍ସ ଜାଲରେ ପଡିଛନ୍ତି...

Advertisement
Archives

Model This Week