କରୋନା ଆକ୍ରାନ୍ତରେ ଅର୍ଦ୍ଧଶତକ ଟପିଲା ପୁରୀ ଜିଲା

ପୁରୀ ଅଫିସ, ୧୩।୫: ପୁରୀ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ପୁଣି ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଫଳରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଅର୍ଦ୍ଧଶତକ ପାର କରିଛି। ପୂର୍ବରୁ ୪୮ଜଣ ଚିହ୍ନଟ ହୋଇଥିବା ବେଳେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏହି ସଂଖ୍ୟା ୬୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ କେବଳ ୪ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ଜିଲାରେ ୬୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଗତ ୧୪ ଦିନରେ ଜିଲାରେ ୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାକୁ ନେଇ ଜିଲାବାସୀ ଚିନ୍ତାରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ମାଡ଼ିଲାଣି କରୋନା: ଆଜି ଚିହ୍ନଟ ହେଲେ ୧୬ ନୂଆ ପଜିଟିଭ୍‌

କଟକ ଅଫିସ,୧୦।୭: କଟକ ସହରରେ ଶନିବାର ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ, ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ, ଲୋକାଲ...

ଗଛରେ ପିଟିହେଲା କାର୍‌, ଜଣଙ୍କ ଜୀବନଗଲା, ୨ ଗୁରୁତର

ବଅଁରପାଳ,୮ା୫(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବଉଳିଗଡ଼ ବ୍ରିଜ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ କାର୍‌...

୮୦୬ ଗାଡ଼ି ଜବତ

କେନ୍ଦୁଝର, ୭ା୪(ଡି.ଏନ୍‌.ଏ./ସ୍ବ.ପ୍ର.)- ଲକ୍‌ ଡାଉନ କଟକଣା ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲାରେ ୮୦୬ ଗାଡ଼ି ଜବତ ହୋଇଛି। ୫୫ ଜଣଙ୍କ ନାମରେ ପୋଲିସ ମାମଲା ରୁଜୁ...

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟାଟା ଏସି

ପାଟଣା,୩୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଜଣଙ୍କ ଆହତ ହୋଇଥିବା...

ବମିଖାଲରୁ କାଦପଡା ଯାଇଛନ୍ତି ଯୁବକ

ଆଠମଲ୍ଲିକ, ୪ା୪(ଡି.ଏନ.ଏ.)- ଭୁବନେଶ୍ୱର ସ୍ଥିତ ବମିଖାଲରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ କରାଯାଇଛି । ହେଲେ...

କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ନାହାନ୍ତି, ଫେରୁଛନ୍ତି ରୋଗୀ

କୁଜଙ୍ଗ,୩ା୩(ଡି.ଏନ.ଏ.): କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେହ ଶତାଧିକ ରୋଗୀ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ଅନେକ ଗୁରୁତର ରୋଗୀ ରହୁଛନ୍ତି। ହେଲେ ଏଠାକୁ ଆସୁଥିବା ରୋଗୀ ଚିକିତ୍ସା...

ବନ୍ଦ ହୋଇପାରେ ୨ଶହ ଘରୋଇ ସ୍କୁଲ

ବ୍ରହ୍ମପୁର ଅଫିସ୍‌,୨ା୭-ଭିତ୍ତିଭୂମି ନ ଥିବା ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ ବଢ଼ିବାରେ ଲାଗିଛି। ଯେଉଁ ଘରୋଇ ସ୍କୁଲର ଆବଶ୍ୟକ ଭିତ୍ତିଭୂମି ନାହିଁ, ସେଗୁଡ଼ିକୁ ବନ୍ଦ କରିଦେବା ପାଇଁ...

୭ ବର୍ଷରେ ୭୦୮ ଶିଶୁ ନିଖୋଜ

ଅନୁଗୋଳ ଅଫିସ, ୨୦।୨- ଭାରତକୁ ଶିଶୁ ଚାଲାଣମୁକ୍ତ ଦେଶ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ନୋବେଲ ବିଜେତା କୈଳାସ ସତ୍ୟାର୍ଥୀ ଶିଶୁ ଫାଉଣ୍ଡେଶନ, ଲୋକ ସମୂହ...

Advertisement


Archives

Model This Week

Why Dharitri