କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପରତା

ଗଞ୍ଜାମ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ୱାର୍ଡ ନଂ.୫ରେ ରହୁଥିବା ୨ଦମ୍ପତି କରୋନା ଆକ୍ରାନ୍ତ ପରେ ଉକ୍ତ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରିବା ପାଇଁ ରବିବାର ତହସିଲଦାର ଅବନୀ କୁମାର ସାହୁ, ଏନ୍‌ଏସି ଇଓ ପ୍ରଭୁ କଲ୍ୟାଣ ଦାସ ଓ ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ ପ୍ରମୁଖ ବୁଲି ଅନୁଧ୍ୟାନ କରିଥିଲେ। ବଡ଼ ବଜାର ସ୍ବାମୀ ବିବେକାନନ୍ଦ ଷ୍ଟାଚ୍ୟୁ ଠାରୁ ମିନି ଷ୍ଟାଡିୟମ ମାର୍କେଟ କମ୍ପ୍ଲେକ୍ସ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ହେବା ନେଇ ଆଲୋଚନା ହୋଇଛି। ଶନିବାର ଓ ରବିବାର ଶଟ୍‌ଡାଉନ ଥିବାରୁ ସୋମବାର ଏନେଇ ପଦକ୍ଷେପ ନିଆଯିବାକୁ ପ୍ରସ୍ତୁତି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରଟରୁ ପୁଣି ୫ ବସ୍‌ ଗଞ୍ଜାମ ଆସିଲା

ଭଞ୍ଜନଗର,୭।୫(ଡି.ଏନ.ଏ)- କରୋନା ଭୂତାଣୁ ପାଇଁ ସୁରଟରୁ ହଜାର ହଜାର ଓଡ଼ିଆ ନିଜ ଭିଟାମାଟିକୁ ଫେରୁଛନ୍ତି। ପ୍ରଥମେ ବସ୍‌ ଯୋଗେ ଆସୁଥିବାବେଳେ ଦୁର୍ଘଟଣା ବଢ଼ିବା ସହ ସାମାଜିକ...

ମୃତ ଡାକ୍ତରଙ୍କ ଶରୀରଦାନ କଲେ ପରିବାରବର୍ଗ

ବ୍ରହ୍ମପୁର ଅଫିସ୍‌,୨୧୧୦-ବ୍ରହ୍ମପୁର ଭାବାନଗର ବାସିନ୍ଦା ଡା. ଗୌର ଚନ୍ଦ୍ର ଚୌଧୁରୀ (୭୮)ଙ୍କର ରବିବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ପରେ ତାଙ୍କ ଶେଷ ଇଚ୍ଛା...

ମିଥ୍ୟା ମାମଲାରେ ପୁଅକୁ ଫସାଇବା ଉଦ୍ୟମ: ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ମା’

ବ୍ରହ୍ମପୁର ଅଫିସ,୧୨।୨: ପୁଅକୁ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପ୍ରତିବାଦରେ ବୁଧବାର ଏସ୍‌ପିଙ୍କୁ ଭେଟିବାକୁ ଆସି ଜଣେ ମା’ ଦେହରେ କିରୋସିନ...

ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗ: ଆଙ୍କରୋଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କରୋଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ...

ନବବଧୂଙ୍କୁ ହତ୍ୟାକରି ପୋଡ଼ିଦେଲେ

ଭଞ୍ଜନଗର,୧୯।୧୦(ଡି.ଏନ.ଏ) -ଭଞ୍ଜନଗର ସହର ବଡ଼ତୋଟାସାହିର ନବବଧୂ ଆରତୀ ନାହାକ (୩୦)ଙ୍କୁ ହତ୍ୟାକରି ଶ୍ୱଶୁରଘର ଲୋକେ ବୁଧବାର ପୋଡ଼ି ଦେଇଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି।...

କେରଳରୁ ଫେରନ୍ତା ୪ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା

ଫୁଲବାଣୀ ଅଫିସ, ୬ା୨- କରୋନା ଭୟ ଏବେ ସବୁଠି ଘାରିଛି । ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ ନେଇ କନ୍ଧମାଳ ଜିଲା ଫୁଲବାଣୀରେ କରୋନା...

କାଦୁଅ କରିବା, ଗଜାଧାନ ବୁଣା ଯନ୍ତ୍ରର କ୍ଷେତ୍ର ପ୍ରଦର୍ଶନ

ସୋରଡ଼ା,୩୦ା୭(ଡି.ଏନ.ଏ.)-ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ, ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର, ଗଞ୍ଜାମ...

ଡକାୟତି ଯୋଜନା ପଣ୍ଡ: ୮ ଗିରଫ, ମାରଣାସ୍ତ୍ର ଜବତ

ହିଞ୍ଜିଳିକାଟୁ,୧୨ା୬(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋପୀନାଥପୁରଠାରେ ଏକ ରାଜପଥ ଲୁଟେରା ଗ୍ୟାଙ୍ଗ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଯୋଜନା କରୁଥିବାବେଳେ ହିଞ୍ଜିଳି ପୋଲିସ ଏହାକୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *