କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନୱାଡି କର୍ମୀ, ଶିକ୍ଷକ, ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): କରୋନା ଆକ୍ରାନ୍ତ ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୂର୍ବାହ୍ନରେ ଟେଲିଫୋନ ଯୋଗେ କଥା ହୋଇଥିବା ବେଳେ ଅପରାହ୍ନରେ ଶିକ୍ଷକ ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହୋଇଛନ୍ତି। କରୋନା ମୁକାବିଲା ଦିଗରେ ଉତ୍ସର୍ଗୀକୃୃତ କାର୍ଯ୍ୟ କରିଥିବା ଏହି ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତିି। ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ସେମାନେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିବେ ବୋଲି କହିଛନ୍ତି। ମାସ୍କ ପିନ୍ଧିବା, ହାତ ଧୋଇବା ଏବଂ ବ୍ୟବହାର କରୁଥିବା ମୋବାଇଲ ଓ ଇଲେକ୍ଟ୍ରୋନିକ୍ସ ଗ୍ୟାଜେଟକୁ ସାନିଟାଇଜ କରିବାକୁ ସେ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି ଉଦବେଗ୍‌ ପ୍ରକାଶ କଲେ

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।…

ରାଜପଥରେ ବିତୁଛି  ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ 

କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି  ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର। କଳାହାଣ୍ଡି ଜିଲା…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri