କରୋନା ଆକ୍ରାନ୍ତ ୨ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ  କରୋନା ସଂକ୍ରମିତ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲାର ୪୨ ବର୍ଷୀୟ ବ୍ୟକ୍ତି ରହିଥିବା ବେଳେ ଅନ୍ୟ ଜଣେ ବାଲେଶ୍ୱରର ୭୨ ବର୍ଷୀୟ ବୃଦ୍ଧ ଅଛନ୍ତି। ।
ତେବେ ଖୋର୍ଦ୍ଧା ଜିଲାର ଆକ୍ରାନ୍ତ ଜଣଙ୍କ ଯକୃତ ରୋଗ ଏବଂ ହେପାଟାଇଟିସ ବି’ରେ ପୀଡିତ ଥିଲେ। ସେହିପରି ବାଲେଶ୍ୱରର ଆକ୍ରାନ୍ତ ଜଣଙ୍କ ରକ୍ତ କର୍କଟ ଏବଂ ଅନ୍ୟ ରୋଗରେ ପୀଡିତ ଥିଲେ। ଏଥିସହ ଉଭୟ କରୋନା ସଂକ୍ରମିତ ହୋଇଥିଲେ। ତେବେ ଚିକିତ୍ସା ଜାରି ରହିଥିବା ବେଳେ ସେମାନଙ୍କ ମୃତ୍ୟୁ ଘଟିଛି। ଉଭୟଙ୍କ ମୃତ୍ୟୁ ରିପୋର୍ଟ ଆସିବା ପରେ ଏହା କରୋନା ଯୋଗୁ ମୃତ୍ୟୁ ନୁହେଁ ବୋଲି ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri