କରୋନା ଆତଙ୍କ: ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଥିବା ବେଳେ ରାଜ୍ୟରେ ମଧ୍ୟ ଏହା ଚିହ୍ନଟ ହୋଇସାରିଛି। କରୋନାର ମୁକାବିଲା ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ତେବେ ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଚାୟତ ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ମାର୍ଚ୍ଚ ୨୪ରେ ରାଜ୍ୟର ୨୦ଟି ଜିଲାରେ ହେବାକୁଥିବା ୨ଟି ଜିଲା ପରିଷଦ ସଭ୍ୟ, ୬ଟି ସରପଞ୍ଚ, ୮ ସମିତି ସଭ୍ୟ ଓ ୮୪ ଓ୍ବାର୍ଡମେମ୍ବର ଲାଗି ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ହେବାକୁ ଥିବା ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିବା ରାଜ୍ୟ ନିର୍ବାଚନ ଆୟୋଗ (ଓଡ଼ିଶା) ପକ୍ଷରୁ ସୂଚନା ମିଳିଛି। ତେବେ ପରବର୍ତ୍ତୀ ସମୟରେ ନିର୍ବାଚନ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟା, ୭୦୦ କି.ମି.

ଭୁବନେଶ୍ୱର,୩।୨(ବ୍ୟୁରୋ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡ଼ା ଅଞ୍ଚଳରୁ ଜଣେ ବ୍ୟବସାୟୀଙ୍କ ପୁଅଙ୍କୁ ଅପହରଣ କରି ୩୦ ଲକ୍ଷ ଟଙ୍କାରେ ମୁଣ୍ଡ ଜାମିନ ଘଟଣାରେ କମିଶନରେଟ...

ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଦୁର୍ଘଟଣା: ଦୁଇ କାର୍‌ ମୁହାଁମୁହିଁ, ୮ ଗୁୁରୁତର

ଖୁଣ୍ଟୁଣୀ,୧୦।୮(ଡି.ଏନ୍‌.ଏ.): ୫୫ନଂ ଜାତୀୟ ରାଜପଥର ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଶନିବାର ମଧ୍ୟାହ୍ନରେ ୨ କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ଜଣ ଗୁରୁତର ଆହତ...

ରକ୍ତରଞ୍ଜିତ ହେଉଛି ରାଜପଥ

ଅନୁଗୋଳ ଅଫିସ, ୨୪ା୯ଶେଷ ହେଉନି ସମ୍ପ୍ରସାରଣ। ଆଗଉନି ଓଭରବ୍ରିଜ୍‌, ଅଣ୍ଡରପାସ୍‌ ନିର୍ମାଣ। ପୂରଣ କରାଯାଉନି ଖାଲଖମା କି ମରାମତି ହେଉନି ବାଇପାସ୍‌। ୫ ବର୍ଷ ହେଲା...

୨୭ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛି। ଏହାର ପ୍ରଭାବରେ...

ସୈନିକ ସ୍କୁଲ ଭୁବନେଶ୍ୱରରେ ବଢ଼ିଲା ଛାତ୍ରବୃତ୍ତି

ଭୁବନେଶ୍ୱର, ୫।୯(ବ୍ୟୁରୋ): ସୈନିକ ସ୍କୁଲରେ ପଢୁଥିବା ଓଡ଼ିଶାର ଶିକ୍ଷାର୍ଥୀମାନଙ୍କ ପାଇଁ ସ୍କଲାରଶିପ୍‌ ସ୍କିମ୍‌ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ...

ଆତଙ୍କବାଦ ଆକ୍ରମଣ ମାମଲାର ତଦନ୍ତକୁ ନେଇ ହେବ କର୍ମଶାଳା: ୩ରେ ଓଡ଼ିଶା ଆସିବେ ଏନ୍‌ଆଇଏ ଡିଜି

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଆତଙ୍କବାଦ ମାମଲାର ତଦନ୍ତ କିଭଳି କରାଯିବ ତାହାକୁ ନେଇ ପାଠ ପଢିବେ ଓଡ଼ିଶା ପୋଲିସ। ପୋଲିସ ଭବନରେ ଅନୁଷ୍ଠିତ ହେବ ଦିନିକିଆ କର୍ମଶାଳା। ଏନେଇ...

ଓଡ଼ିଶା, ଛତିଶଗଡ଼କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ଭୁବନେଶ୍ୱର,୫।୨(ବ୍ୟୁରୋ): ହୀରାକୁଦ ନଦୀବନ୍ଧ ଯୋଜନା ଯୋଗୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଥଇଥାନ ସମ୍ପର୍କିତ ଏକ ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ଏବଂ ଛତିଶଗଡ଼...

ସରପଞ୍ଚ ପାଇଁ ଲଢୁଛନ୍ତି ଦୁଇ ସଉତୁଣୀ

କେନ୍ଦ୍ରାପଡ଼ା ଅଫିସ,୨୫।୧: କେନ୍ଦ୍ରାପଡ଼ା ବ୍ଲକ ଧୂମାତ ପଞ୍ଚାୟତରେ ଦୁଇ ସଉତୁଣୀ ସରପଞ୍ଚ ପଦବୀ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି।...

Advertisement
Archives

Model This Week