କରୋନା ଆତଙ୍କ: ମଟନ, ଚିକେନ ମାର୍କେଟ ବନ୍ଦ

ଛତ୍ରପୁର,୧୭।୩,(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଥିବା ସମସ୍ତ ମଟନ ଓ ଚିକେନ ଦୋକାନରେ ମଙ୍ଗଳବାର ତାଲା ଝୁଲୁଥିବା ଦେଖିବାକୁ ମିଳିଛି। କରୋନା ଭୟାବହତା ନେଇ ଜିଲାପାଳଙ୍କ ପକ୍ଷରୁ ସୋମବାର ଏକ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଅଣସ୍ବୀକୃତିପ୍ରାପ୍ତ ସ୍ଥାନରେ ମାଛ ମାଂସ ବିକ୍ରି ଉପରେ କଟକଣା ଜାରି ହୋଇଛି। ଅପରପକ୍ଷରେ ଦୋକାନୀମାନେ ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସରେ ନିଜ ଦୋକାନ ବନ୍ଦ ରଖିଛନ୍ତି। ସାମାନ୍ୟ କେତୋଟି ମାଛ ପସରା ପଡିଥିବା ବେଳେ ବଡ ଦୋକାନ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୮ ହଜାର ୩୨୨ ଜଣ...

ସାଇକେଲ ଚଲାନ୍ତୁ, ସୁସ୍ଥ ରୁହନ୍ତୁ

ପୁରୀ ଅଫିସ,୧୯ା୧: ସତ୍ୟବାଦୀ ଏଜୁକେଶନାଲ ଚାରିଟେବୁଲ ଟ୍ରଷ୍ଟ ଏବଂ ନେହେରୁ ଯୁବକେନ୍ଦ୍ର ମିଳିତ ଆନୁକୂଲ୍ୟରେ ଏକ ସାଇକେଲ ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର...

ପାରିବାରିକ କଳହ: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରାପଡ଼ା ପଞ୍ଚାୟତ ଗାଲଫୁଲା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସ୍ବାମୀଙ୍କ ମାଡ଼ରେ...

ଚିକିତ୍ସା ସେବା ଅନୁଧ୍ୟାନ କଲେ ଜିଲାପାଳ

ଅନୁଗୋଳ ଅଫିସ୍‌, ୨୪ା୧ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ଯାଇ ଚିକିତ୍ସା ସେବା ଅନୁଧ୍ୟାନ କରିଛନ୍ତି। ମେଡିକାଲରେ...

ଗଣେଶ ପୂଜାର ଅନ୍ତିମ ଦିନ, ଭସାଣି ଉତ୍ସବ ଲାଗି ଚଳଚଞ୍ଚଳ ତାଳଚେର

ତାଳଚେର,୧୪।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଗଣେଶ ପୂଜାର ଶନିବାର ଅନ୍ତିମ ଦିବସ। ଏହି ଉପଲକ୍ଷେ ସହରରେ ଭସାଣି ଉତ୍ସବ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ...

ପାଲଲହଡା ବିଧାୟକ ମୁକେଶ ପାଲଙ୍କୁ କରୋନା

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ପାଲଲହଡା ବିଧାୟକ ମୁକେଶ କୁମାର ପାଲ। ଏ ନେଇ ସୋସିଆଲ ମିଡିଆରେ ସେ ସୂଚନା ଦେଇଛନ୍ତି। କୌଣସି ଲକ୍ଷଣ ନ...

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): କେନ୍ଦୁଝର ସହରର କୃଷି ବିଭାଗ ପୋଖରୀ ନିକଟ ମାଧପୁରଠାରେ କେନ୍ଦୁଝରଗଡ଼ ପୌରପାଳିକା ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ଜେସିବି ମେସିନ...

ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି...

Advertisement
Archives

Model This Week