Posted inଜାତୀୟ

କରୋନା ଆତଙ୍କ: ସୁରଟରେ ୮୦୦୦ କୋଟିର ହୀରା କାରବାର ଠପ୍‌

ସୁରଟ,୫।୨: କରୋନା ଭୁତାଣୁ ଆତଙ୍କ ଯୋଗୁ ସୁରଟର ୮୦୦୦ କୋଟି ଟଙ୍କାର ହୀରା କାରବାର ଠପ୍‌ ହୋଇଛି। ଚାଇନା ପରେ ଏବେ ହଂକଂରେ ଏହି ଭୁତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି। ହଂକଂ ହୀରା ବ୍ୟବସାୟର କେନ୍ଦ୍ରସ୍ଥଳ ଭାବେ ବେଶ୍‌ ଜଣାଶୁଣା। ପ୍ରତିବର୍ଷ ସୁରଟରୁ ୫୦ ହଜାର କୋଟି ଟଙ୍କାର ହୀରା ରପ୍ତାନୀ କରାଯାଇଥାଏ। ତେବେ ବିଦେଶ ଯାତ୍ରା ଉପରେ କଟକଣା ଜାରି ହେବାରୁ ହୀରା ବ୍ୟବସାୟ ମାନ୍ଦା ରହିଛି। ଏହାଯୋଗୁ ବ୍ୟବସାୟୀଙ୍କ ବଡ଼ ଧରଣର କ୍ଷତି ହେବାର ଆଶଙ୍କା ସୃଷ୍ଟି ହୋଇଛି। ଆଗାମୀ ମାସରେ ହେବାକୁ ଥିବା ଅନ୍ତର୍ଜାତୀୟ ଅଳଙ୍କାର ପ୍ରଦର୍ଶନୀକୁ ମଧ୍ୟ କରୋନା ସଂକ୍ରମଣ ଯୋଗୁ ବାତିଲ କରାଯାଇପାରେ ବୋଲି କୁହାଯାଉଛି। ଇତିମଧ୍ୟରେ ହଂକଂରେ ୧୮ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସେହିପରି ଜଣଙ୍କର ମୃତ୍ୟୁ ମଧ୍ୟ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ତକ୍ଷେପ ଲାଗି ମନାକଲା କେନ୍ଦ୍ର

ନୂଆଦିଲ୍ଲୀ/ହାଇଦ୍ରାବାଦ, ୫ା୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀ ଭାଇଜାଗ୍‌କୁ କାର୍ଯ୍ୟକାରୀ ରାଜଧାନୀ, ଅମରାବତୀକୁ ବ୍ୟବସ୍ଥାପକ ରାଜଧାନୀ ଓ କୁର୍ନୁଲ୍‌କୁ ନ୍ୟାୟିକ ରାଜଧାନୀ କରିବା ଯୋଜନାରେ ଅଛନ୍ତି।...

ଦିଲ୍ଲୀ ପହଞ୍ଚିଲା ୟୁକ୍ରେନରୁ ଆସିଥିବା ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ, ଯାତ୍ରୀଙ୍କୁ ସ୍ୱାଗତ କଲେ ସିନ୍ଧିଆ

ନୂଆଦିଲ୍ଲୀ,୨୭ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଭିତରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ରହିଛି । ରବିବାର ଭୋର...

ରିମ୍ସରେ ହେବ ଲାଲୁଙ୍କ ଚିକିତ୍ସା

ରାଞ୍ଚି,୨୭।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କର ଅନ୍ୟ କୌଣସି ହସ୍ପିଟାଲରେ ଚିକିତ୍ସା କରାଯିବ ନାହିଁ। ପୂର୍ବପରି ରାଞ୍ଚିର ରିମ୍ସ...

ପହଞ୍ଚିଲା ସ୍ପୁଟିନିକ୍‌-ଭିର ଦ୍ୱିତୀୟ ପର୍ଯ୍ୟାୟ ଟିକା

ହାଇଦ୍ରାବାଦ,୧୬।୫: ଏକ ସ୍ବତନ୍ତ୍ର ବିମାନ ଯୋଗେ ରବିବାର ସ୍ପୁଟିନିକ୍‌-ଭିର ୬୦ ହଜାର ଡୋଜ ଦ୍ୱିତୀୟ ପର୍ଯ୍ୟାୟ ଟିକା ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି।...

ଚନ୍ନିଙ୍କ ପାଲଟା ଆକ୍ରମଣ: କିଛି ପଥର ବାଜିନାହିଁ, ଗୁଳି ବି ଚାଲିନାହିଁ…

ଚଣ୍ଡିଗଡ଼, ୮।୧: ପଞ୍ଜାବର ଫିରୋଜପୁରରେ ରାଲି କରିବାକୁ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଢିଲା ପ୍ରସଙ୍ଗକୁ ନେଇ ରାଜନୀତି ସରଗରମ ରହିଛି। ପଞ୍ଜାବର...

ପୁଣି ବିପଦ ଘନେଇଲା, ୫୮ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ହରିଣର ଜୀବନ ରକ୍ଷା ପାଇଁ ନଦୀକୁ ଡେଇଁଲେ ଯବାନ

ନୂଆଦିଲ୍ଲୀ,୭ା୬: ନଦୀକୁ ଡେଇଁ ଏକ ଗର୍ଭବତୀ ହରିଣର ଜୀବନ ରକ୍ଷା କରିଛନ୍ତି ଭାରତୀୟ ଯବାନ। ଘଟଣା ଘଟିଛି ଅରୁଣାଚଳ ପ୍ରଦେଶରେ। ଇଷ୍ଟର୍ନ କମାଣ୍ଡ ପକ୍ଷରୁ ନିଜ...

ସକ୍ରିୟ ମାମଲା ୬୦ ହଜାର ମୁହାଁ …

ନୂଆଦିଲ୍ଲୀ, ୧୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week