କରୋନା ଆପ୍‌ ମାଧ୍ୟମରେ ଅଧିକାଂଶ ଲୋକେ ଖୋଜୁଛନ୍ତି ବେଡ୍‌

ନୂଆଦିଲ୍ଲୀ,୪।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ହେଲେ ଚିକିତ୍ସା ପାଇଁ ହସ୍ପିଟାଲରେ ବେଡ୍‌ର ଅଭାବ ଥିବା ଅଭିଯୋଗ ଆସିବା ପରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଏକ ଆପ୍‌ ଲଞ୍ଚ କରାଯାଇଛି। ଯେଉଁ ଆପ୍‌ ମାଧ୍ୟମରେ ସାଧାରଣ ଜନତା କେଉଁ ହସ୍ପିଟାଲରେ କେତେବେଡ୍‌ ଖାଲି ରହିଛି ସେ ସମ୍ପର୍କରେ ତଥ୍ୟ ପାଇପାରିବେ। ତେବେ ଏହି ଆପ୍‌ ଲଞ୍ଚ ହେବା ପରେ ଅଧିକାଂଶ ଲୋକେ ଏହା ମାଧ୍ୟମରେ ବେଡ୍‌ ଖୋଜୁଥିବା ଗୁରୁବାର କହିଛନ୍ତି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ। କିନ୍ତୁ ପ୍ରକୃତରେ ବେଡ୍‌ ବ୍ୟବହାରକାରୀ ବହୁତ କମ୍‌ ବୋଲି ସେ କହିଛନ୍ତି। ଅନ୍ୟପଟେ ଦିଲ୍ଲୀରେ କରୋନା ସଂକ୍ରମଣ ହାର ବୃଦ୍ଧିକୁ ଦେଖି ଆଉ ୩ ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ ପରିବର୍ତ୍ତନ କରାଯାଇଥିବା ସେ ସୂଚନା ଦେଇଛନ୍ତି। ତେଣୁ ଦିଲ୍ଲୀରେ କରୋନା ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ପରିମାଣର ବେଡ୍‌ ରହିଛି ଏହାକୁ ନେଇ ଲୋକେ ଭୟଭିତ ନ ହେବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା

ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ...

ମୌସୁମୀ ବର୍ଷା ନେଇଛି ୨ହଜାର ୩ଶହ ୯୧ ଜୀବନ: ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୧: ମୌସୁମୀ ବର୍ଷାରେ ବନ୍ୟା ଏବଂ ଭୂସ୍ଖଳନ ଯୋଗୁ ଦେଶରେ ୨ହଜାର ୩ଶହ ୯୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଲୋକସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ...

ଅଯୋଧ୍ୟା ରାୟ ପରେ ବିଚାରପତିମାନଙ୍କୁ ପାର୍ଟି ଦେଇଥିଲେ ଜଷ୍ଟିସ୍‌ ଗୋଗୋଇ

ନୂଆଦିଲ୍ଲୀ,୧୦।୧୨: ୨୦୧୯ ନଭେମ୍ବର ୯ରେ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ୍‌ ମାମଲାରେ ଐତିହାସିକ ରାୟ ପ୍ରଦାନ ପରେ ତତ୍କାଳୀନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ଖଣ୍ଡପୀଠରେ...

ଦାଦନଙ୍କୁ ୨ ମାସ ମାଗଣା ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୧ା୫(ଆଇଏଏନ୍‌ଏସ୍‌): କରୋନା ମହାମାରୀର ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଥିବାରୁ କାମଧନ୍ଦା ହରାଇ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧା ଓ ଆର୍ଥତ୍କ...

୭ ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ମୋଦି

ନୂଆଦିଲ୍ଲୀ, ୨୦।୭(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫୋନ୍‌ ଯୋଗେ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ସମ୍ପୃକ୍ତ ରାଜ୍ୟଗୁଡ଼ିକର କରୋନା ସ୍ଥିତି ସମ୍ପର୍କରେ...

କାଠଗଡ଼ାରେ ପିଏମ୍‌ କେୟାର୍ସ

ନୂଆଦିଲ୍ଲୀ,୧୭ା୧୨ :ପ୍ରାଇମ୍‌ ମିନିଷ୍ଟର୍ସ ସିଟିଜେନ୍‌ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍‌ ଫଣ୍ଡ୍‌ ଇନ୍‌ ଏମର୍ଜେନ୍ସି ସିଚ୍ୟୁଏଶନ୍ସ ବା ଜରୁରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଉପଶମ...

ଫିଲ୍ମ ହଲ୍‌ରେ ୫୦ ପ୍ରତିଶତ କ୍ଷମତା, ମାତ୍ର ବିବାହରେ କେବଳ ୫୦ ଅତିଥି କାହିଁକି ? ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିବାହମଣ୍ଡପ ମାଲିକ ସଂଘ…

ମୁମ୍ବାଇ, ୧୨।୨ : ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସୁଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ କଟକଣାକୁ କୋହଳ କରାଯାଉଛି। ସରକାରଙ୍କ ନୂଆ କଟକଣା...

ସୁଶାନ୍ତ ଆତ୍ମହତ୍ୟା ମାମଲା: ରିୟାଙ୍କୁ ଇଡିର ସମନ

ମୁମ୍ବାଇ,୫।୮: ବଲିଉଡ୍‌ର ପ୍ରତିଭାଶାଳୀ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଦିନକୁ ଦିନ ବିବାଦ ଘେରରେ...

Advertisement
Archives

Model This Week