କରୋନା ଆର୍ଥିକ ମାନ୍ଦାବସ୍ଥାରେ ବି ବାଜି ଲଗାଇ ଲାଭ: ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଲେ ବିଲ୍‌ ଅକ୍‌ମ୍ୟାନ୍‌

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆର୍ଥିକ ମାନ୍ଦାବସ୍ଥା ଦେଖାଦେଇଛି। ତେବେ ଜଣେ ବ୍ୟକ୍ତି ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଛନ୍ତି। ଏହା ବିଶ୍ୱାସ ନ ହେଲେ ବି ସତ। ଏପରି ଅଭିଜ୍ଞତା ହାସଲ କରିଛନ୍ତି ପର୍ଶିଂ ସ୍କ୍ବୋୟାର କ୍ୟାପିଟାଲ ମ୍ୟାନେଜମେଣ୍ଟ୍‌ ସିଇଓ ବିଲ୍‌ ଅକ୍‌ମ୍ୟାନ୍‌। କରୋନା ସଂକ୍ରମଣ ଯୋଗୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ ବୋଲି ବିଲ୍‌ ଏକ ବାଜି ମାରିଥିଲେ। ମାର୍ଚ୍ଚ ୧୮ରେ ବିଲ୍‌ ବାଜି ମାରିଥିଲେ ଯେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୩୦ ଦିନ ପାଇଁ ଦେଶରେ ଶଟ୍‌ଡାଉନ୍‌ ଘୋଷଣା କରିବେ। ସାରା ପୃଥିବୀରେ କରୋନା ଆତଙ୍କ ଦେଖାଦେଇଥିବାବେଳେ ବିଲ୍‌ ଏଭଳି ବାଜି ମାରି ନିଜର ନିବେଶ ରାଶିକୁ ବୃଦ୍ଧି କରିବାରେ ଲାଗିଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୮୬୧କୋଟି ଟଙ୍କାର ବୋନସ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ଟାଟା ଏଆଇଏ ଲାଇଫ୍‌ ପକ୍ଷରୁ ସମସ୍ତ ଯୋଗ୍ୟ ପଲିସିଧାରକଙ୍କ ପାଇଁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି...

ବାଂଲାଦେଶରେ ମୋଦିଙ୍କ ଗସ୍ତକୁ ବିରୋଧ କାହିଁକି

ଢାକା,୨୭ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଂଲାଦେଶ ଗସ୍ତକୁ ପଡ଼ୋଶୀ ଦେଶରେ ବିରୋଧ କରାଯାଉଛି। ଏହାର ବିଭିନ୍ନ କାରଣ ମଧ୍ୟରୁ ମୋଦିଙ୍କ ହିନ୍ଦୁବାଦୀ ତଥା ମୁସଲମାନ ବିରୋଧୀ...

ନୂତନ ୫୮ଜଣ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ୫୭ଜଣ ବାହାର ରାଜ୍ୟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୫୮ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ତେବେ...

କରୋନା ଯୋଗୁ ପୃଥିବୀ ଅର୍ଥନୀତି ଦୋହଲିଯିବା ଆଶଙ୍କା !

ନୂଆଦିଲ୍ଲୀ, ୨୬।୧: ସମ୍ପ୍ରତି ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ୧୧ଟି ଅନ୍ୟ ଦେଶକୁ ବ୍ୟାପିଛି। ଇତିମଧ୍ୟରେ ଏହାଯୋଗୁ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୬...

ଭାରତୀୟଙ୍କ ଦାବିଦାରହୀନ ଜମା; ସ୍ବିସ୍‌ ସରକାରଙ୍କୁ ହସ୍ତାନ୍ତର ହୋଇପାରେ

ନୂଆଦିଲ୍ଲୀ,୧୧-୧୧: ସ୍ବିଜରଲ୍ୟାଣ୍ଡର ବିଭିନ୍ନ ବ୍ୟାଙ୍କରେ ରହିଥିବା ଭାରତୀୟଙ୍କ ସମେତ ଅନ୍ୟ ଦେଶର ଲୋକଙ୍କ ଦାବିଦାରହୀନ ଜମା ସେଠାକାର ସରକାରଙ୍କ ହସ୍ତାନ୍ତର ହୋଇପାରେ। ଏଭଳି ଭାବେ ଭାରତ...

ଆଜି ରାଜ୍ୟରୁ ୨୬୯୭ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୬୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୨,୧୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୦୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ଖସିବରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪୯...

ପ୍ରଦୂଷଣ ପାଇଁ ଭାରତକୁ ଦାୟୀ କଲା ପାକିସ୍ତାନ

ଇସ୍‌ଲାମାବାଦ,୩୧।୧୦: ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ଇମ୍ରାନ ଖାଁଙ୍କ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ଥିବା ଫୟାଦ ଚୌଧୂରୀ ଏଥର ବି ଆସିଛନ୍ତି ଚର୍ଚ୍ଚାକୁ। ଏଥର ପାକିସ୍ତାନରେ...

Advertisement
Archives

Model This Week