କରୋନା ଆସୁଛି ଦିଲ୍ଲୀରୁ: ଅନିଲ

ଚଣ୍ଡିଗଡ଼,୨୭।୪: ହରିୟାଣାରେ କରୋନା ସଂକ୍ରମଣ ପାଇଁ ଦିଲ୍ଲୀ ଦାୟୀ ବୋଲି କହିଛନ୍ତି ହରିୟାଣାର ଗୃହମନ୍ତ୍ରୀ ଅନିଲ ବିଜ। ସେ କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦିଲ୍ଲୀରେ ଥିବା ଶ୍ରମିକଙ୍କୁ ହରିୟାଣା ନ ପଠାଇ ବରଂ ଦିଲ୍ଲୀରେ ରଖିବାର ବ୍ୟବସ୍ଥା କରନ୍ତୁ। କାରଣ ଏମାନେ ଯଦି ହରିୟାଣା ଆସିବେ ତେବେ ସେଠାରେ ମଧ୍ୟ କରୋନା ସଂକ୍ରମଣ ଦ୍ରୁତ ଗତିରେ ହେବ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ବିଜ, ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଏକ ଚିଠି ଲେଖି କହିଛନ୍ତି ହରିୟାଣା ଆସିବାକୁ ଥିବା ଲୋକଙ୍କୁ ସେହିଠାରେ ରଖାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ନିର୍ବାଚନୀ ହିଂସା, ଜଣେ ମୃତ

ଇମ୍ଫାଲ,୫।୩: ମଣିପୁରର ୨୨ଟି ବିଧାନସଭା ଆସନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ସକାଳୁ ଭୋଟରମାନେ ଲମ୍ବା ଲାଇନ୍‌ରେ ଆସି ନିଜର ମତଦାନ...

ଚାଷୀଙ୍କ ପ୍ରତି ସମ୍ମାନ ନାହିଁ

ନୂଆଦିଲ୍ଲୀ/ଲକ୍ଷ୍ନୌ/ଜୟପୁର/ଚଣ୍ଡିଗଡ଼,୧୬ା୧:ଚାଷୀଙ୍କ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦୌ ସମ୍ମାନ ନାହିଁ। କୃଷି ଆଇନ ବିରୋଧରେ ଆନ୍ଦୋଳନରତ କୃଷକମାନଙ୍କୁ ପ୍ରତିହତ କରିବା ଲାଗି ମୋଦି ଉଦ୍ୟମ ଚଳାଇଛନ୍ତି।...

୨ ବର୍ଷ ହେଲା ନାବାଳିକା ଝିଅକୁ ବଳାତ୍କାର କରୁଥିଲେ ବାପା

ଜୟପୁର, ୧୫ା୪- ୧୫ ବର୍ଷୀୟା ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଜଣେ ବ୍ୟକ୍ତିକୁ ରାଜସ୍ଥାନର ଜୋଧପୁରରୁ ଗିରଫ କରାଯାଇଛି। କେବଳ ଏତିକି ନୁହେଁ, ଝିଅକୁ...

କାଉଡ଼ି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲେ ଉତ୍ତରାଖଣ୍ଡ ସରକାର

ଡେରାଡୁନ,୬।୭: ଚଳିତ ବର୍ଷ ଜୁଲାଇ ୨୫ରୁ ଆରମ୍ଭ ହେବ କାଉଡ଼ି ଯାତ୍ରା। ହେଲେ ଦେଶରେ ଜାରି ରହିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର...

କର୍ନାଟକ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ ଚାଲ, ପୂର୍ବତନ ଏମପି ଚନ୍ଦ୍ରପ୍ପା ହେଲେ କାର୍ଯ୍ୟକାରୀ ଅଧ୍ୟକ୍ଷ

ବେଙ୍ଗାଲୁରୁ,୯।୪: କର୍ନାଟକ ବିଧାନସଭା ନିର୍ବାଚନର ଠିକ ପୂର୍ବରୁ କଂଗ୍ରେସ ଅନୁସୂଚିତ ଜାତିର ନେତା ଓ ପୂର୍ବତନ ଏମପି ବିଏନ ଚନ୍ଦ୍ରପ୍ପାଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ କରିଛି। କଂଗ୍ରେସ...

୧୫ ଲକ୍ଷ ଟଙ୍କା କାର୍‌ରେ ଆସି ୧୫୦ ଟଙ୍କାର ଫୁଲ କୁଣ୍ଡ ଚୋରି କଲେ ବ୍ୟକ୍ତି

ଲକ୍ଷ୍ନୌ,୨୩।୧: ଉତ୍ତର ପ୍ରଦେଶ ନୋଏଡାର ସେକ୍ଟର ୪୧ରେ ଏକ ଆଶ୍ଚର୍ଯ୍ୟ କଲାଭଳି ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ୧୫ ଲକ୍ଷ ଟଙ୍କାର ଏକ କାର୍‌...

କଲେଜିୟମ୍‌ ସୁପାରିଶକୁ ଖଣ୍ଡନ କରିବା ଏବେ ସାଧାରଣ ଘଟଣା ପାଲଟିଛି, ସୁପ୍ରିମ୍‌କୋର୍ଟଙ୍କ କ୍ଷୋଭ…

ନୂଆଦିଲ୍ଲୀ ,୧୭।୧୦: ହାଇକୋର୍ଟରେ ବିଚାରପତିଙ୍କ ବୃଦ୍ଧି ପାଉଥିବା ଖାଲି  ସଂଖ୍ୟା ସ୍ବୀକୃତ ପଦବୀର ପ୍ରାୟ ୫୦ ପ୍ରତିଶତରେ ପହଞ୍ଚିଛି। ଏସବୁ ପଦବୀର ପୂରଣ ପାଇଁ ସୁପ୍ରିମକୋର୍ଟ...

ବଦଳିବ ବହିର୍ବ୍ୟାପାର ମନ୍ତ୍ରଣାଳୟ ଢାଞ୍ଚା

ନୂଆଦିଲ୍ଲୀ,୧ା୨(ଆଇଏଏନ୍‌ଏସ୍‌): ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ)ର ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ଏଥିରେ ଢାଞ୍ଚାଗତ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ମନ୍ତ୍ରଣାଳୟ...

Advertisement
Archives

Model This Week