କରୋନା ଉପରେ ବବିଙ୍କ ନୂଆ କବିତା: ଟୁଇଟ୍‌ କଲେ ସଲମାନ୍‌

ଲମ୍ବା ବ୍ୟବଧାନ ପରେ ବଲିଉଡ୍‌ ଅଭିନେତା ବବି ଦେଓଲ ଏବେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କର ଏହି ଚର୍ଚ୍ଚାର କାରଣ ହେଉଛି ଏକ କବିତା। କରୋନାର ଏହି ଦୁଃଖଦ ସମୟରେ ବବି ଏକ ସୁନ୍ଦର କବିତା ଲେଖିଛନ୍ତି। ତାଙ୍କର ଏହି କବିତାକୁ ସମସ୍ତେ ପସନ୍ଦ ମଧ୍ୟ କରୁଛନ୍ତି। ସଲମାନ୍‌ ଖାନ୍‌ ଏହି କବିତାକୁ ଟିଇଟ୍‌ କରିଛନ୍ତି।
ଇତିମଧ୍ୟରେ କରୋନା ଉପରେ ଅନେକ କବିତା ଓ ଗୀତ ତିଆରି ହୋଇଛି। ମାତ୍ର ବବିଙ୍କ ଏହି କବିତା ଅନ୍ୟଠାରୁ ଭିନ୍ନ ଓ ସ୍ବତନ୍ତ୍ର। ଭୟଭୀତ କିମ୍ବା କାନ୍ଦିବା ପରିବର୍ତ୍ତେ ଏହି କବିତା ମାଧ୍ୟମରେ ବବି ସୁନ୍ଦର ଭବିଷ୍ୟତ ଦେଖାଇବାକୁ ଚେଷ୍ଟା କରିଛନ୍ତି, ଯାହାକୁ ପ୍ରତିଟି ଭାରତୀୟ ଅପେକ୍ଷା କରିଛନ୍ତି।
ଏହି କବିତା ମାଧ୍ୟମରେ ବବି କହିଛନ୍ତି ଯେ, ମାତ୍ର କିଛି ଦିନର କଥା…. ଅନ୍ଧାରର ଶତ୍ରୁ ହାରିଯିବ…. ସମସ୍ତ ସ୍ବର ପୁଣିଥରେ ଏକଜୁଟ ହେବ, ସାହାସ ବାନ୍ଧ ବୋଲି ସେ ନିଜ କବିତା ମାଧ୍ୟମରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମକରକୁ ଆସିବ ଯାତ୍ରା ଜ୍ୟୋତିମହଲ

ଓଡ଼ିଶା ଏକ କଳାର ରାଜ୍ୟ। ପ୍ରଯୁକ୍ତିବିଦ୍ୟା ଯେତେବାଟ ଆଗଉନା କାହିଁକି ଲୋକମାନେ ପାରମ୍ପରିକ କଳାକୁ ଆଗରୁ ଯେମିତି ଗୁରୁତ୍ୱ ଦେଉଥିଲେ ଏବେ ମଧ୍ୟ ସେମିତି ଗୁରୁତ୍ୱ...

ତୈମୁର-ଇନାୟାଙ୍କ ଫଟୋ ଭାଇରାଲ

ମୁମ୍ବାଇ: ଶିଶୁ ଦିବସ ଅବସରରେ ସୋହା ଆଲ୍ଲି ଖାଁ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଶେୟାର ହେବାର କିଛି ସମୟ ମଧ୍ୟରେ ଭାଇରାଲ...

ଜାଣନ୍ତୁ କେମିତି ବଦଳିଗଲା ‘ବାବା କା ଢାବା’ ମାଲିକଙ୍କ ଭାଗ୍ୟ

ମୁମ୍ବାଇ,୧୦।୧: ଆମେ ସମସ୍ତେ ଜାଣିଛେ ଢାବା ମାଲିକ ବାବାଙ୍କ ଭାଗ୍ୟ ବଦଳିଗଲାଣି। ଅମିତାଭ ବଚ୍ଚନଙ୍କୁ ଭାଇ ବୋଲି ମାନୁଥିବା ଢାବା ମାଲିକଙ୍କ ଭାଗ୍ୟ ଯେ, ଏତେ...

୩୦ ହଜାର ଟଙ୍କାରେ ପୁରସ୍କାର କିଣିଥିଲେ ଏହି ପ୍ରସିଦ୍ଧ ଅଭିନେତା. ଜାଣନ୍ତୁ କାହିଁକି

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ବଲିଉଡର ଅନେକ ଅନ୍ଧକାର ଦିଗ ବିଷୟରେ ବାହାରକୁ ଆସୁଛନ୍ତି। ବଂଶବାଦ, ଗୋଷ୍ଠୀବାଦ ବିଷୟରେ ବିତର୍କ ଦୀର୍ଘ ଦିନ...

ଏକଦା ଏହି ହିରୋଙ୍କୁ ପିଟିପିଟି ମାରି ଦେଇଥାନ୍ତେ ଲୋକେ, କାରଣ ଜାଣିଲେ…

ଅଜୟ ଦେବଗନଙ୍କୁ ବଲିଉଡର ସିଙ୍ଘମ କୁହାଯାଏ । ସେ ପରଦାରେ ସମସ୍ତ ପ୍ରକାରର ଅଭିନୟ କରିପାରନ୍ତି। କିନ୍ତୁ ଆକ୍ସନ ଚରିତ୍ରରେ ତାଙ୍କୁ ବହୁତ ପସନ୍ଦ କରାଯାଏ।...

ବଲିଉଡ୍‌ ଫିଲ୍ମରେ ହୋଲିର ଝଲକ୍‌

ମୁମ୍ବାଇ: ବିଗତ ଦିନରେ ବଲିଉଡର କିଛି ଫିଲ୍ମରେ ହୋଲିର ଝଲକ ଦେଖିବାକୁ ମିଳିଥିଲା। ହୋଲି ଗୀତ ସହିତ ଅଭିନେତ୍ରୀ, ଅଭିନେତାଙ୍କ ଡ୍ୟାନ୍ସ ଦର୍ଶକଙ୍କ ଦୃଶ୍ୟପଟରେ ଆଜି...

‘ବ୍ରହ୍ମାସ୍ତ୍ର’ର ପ୍ରଥମ ଗୀତ ରିଲିଜ୍‌, ରୋମାଣ୍ଟିକ୍‌ ଅନ୍ଦାଜ୍‌ରେ ନଜର ଆସିଲେ ରଣବୀର- ଆଲିଆ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ଖୁବ୍‌ଶୀଘ୍ର ପ୍ରେକ୍ଷାଳୟକୁ ଆସିବ। ହେଲେ ଏବେ ଫିଲ୍ମର ପ୍ରଥମ ଗୀତ ‘କେସରିଆ’ରିଲିଜ୍‌...

ରାଜକୁମାର ହିରାନୀଙ୍କ ଫିଲ୍ମରେ ନଜର ଆସିବେ ଶାହରୁଖ

ଶେଷରେ ଏକାଠି ହୋଇଛନ୍ତି ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ଓ ନିର୍ଦ୍ଦେଶକ ରାଜକୁମାର ହିରାନୀ। ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶନାରେ ଫିଲ୍ମ କରିବେ ଶାହରୁଖ। ଶାହରୁଖ ଓ...

Advertisement
Archives

Model This Week