କରୋନା କଟକଣା: ଘରେ ପାଳିଲେ ଗୁଡ୍‌ ଫ୍ରାଇଡେ

ବଲାଙ୍ଗୀର, ୧୦ା୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର । ଲକ୍‌ଡାଉନ ଯୋଗୁ ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ ଭଳି ଧର୍ମାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଭଳି ସମୟରେ ବିଭିନ୍ନ ଧର୍ମ ସମ୍ପ୍ରଦାୟର ଲୋକମାନଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି । ଶୁକ୍ରବାର ପବିତ୍ର ଗୁଡ୍‌ ଫ୍ରାଇଡେ ଅବସରରେ ଖ୍ରୀଷ୍ଟିଆନ୍‌ ସମ୍ପ୍ରଦାୟର ଭାଇଭଉଣୀମାନେ ଚର୍ଚ୍ଚକୁ ନ ଯାଇ ନିଜ ନିଜ ଘରେ ଗୁଡ୍‌ ଫ୍ରାଇଡେ ପାଳନ କରିଛନ୍ତି। ସେମାନେ ଘରେ ରହି ବାଇବେଲ ପାଠ ସହିତ ପ୍ରଭୁ ସପ୍ତବାଣୀ ପାଠ ଓ ପାର୍ଥନା କରିଛନ୍ତି । ପ୍ରଭୁ ଯୀଶୁଙ୍କୁ ପ୍ରାର୍ଥନାକରି ସମଗ୍ର ବିଶ୍ୱରୁ କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଦୂରେଇବା ସହ ସମଗ୍ର ବିଶ୍ୱବାସୀଙ୍କୁ ସୁସ୍ଥ ରଖିବା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଶ-ନିଶ୍ୱାସପ୍ରଶ୍ୱାସରୁ ବି ଚିହ୍ନଟ ହେବେ କରୋନା ସଂକ୍ରମିତ !

ବେଙ୍ଗାଲୁରୁ,୧୬।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ବହୁବିଧ ସଚେତନତା ଏବଂ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଉଛି। ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ବେଙ୍ଗାଲୁରୁସ୍ଥିତ ଭାରତୀୟ...

ଘର ଭିତରେ ପଶିଥିବା ଯୁବକଙ୍କୁ ଧରିଲେ ଗ୍ରାମବାସୀ

ବଲାଙ୍ଗୀର ଅଫିସ,୪।୨: ବଲାଙ୍ଗୀର ସହର ରାଧାରାଣୀପଡ଼ାରେ ରହୁଥିବା ସିଦ୍ଧାର୍ଥୀ ପଟେଲଙ୍କ ଘର ଭିତରକୁ ଶୁକ୍ରବାର ଜଣେ ସନ୍ଦିଗ୍ଧ ଯୁବକ ଜୋରଜବରଦସ୍ତ ପଶି ଯାଇଥିଲେ। ଖବର ପାଇ...

ଦୁର୍ଘଟଣାରେ ଆହତ ସ୍ବାମୀ-ସ୍ତ୍ରୀଙ୍କୁ ନିଜ ଗାଡିରେ ହସ୍ପିଟାଲ୍‌ ନେଲେ ବିଧାୟକ

ଛତ୍ରପୁର,୧୬।୨(ଡି.ଏନ.ଏ.)- ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅନ୍ତର୍ଗତ ଉଜ୍ଜଳେଶ୍ୱରୀ ମନ୍ଦିର ନିକଟ ଜାତୀୟ ରାଜପଥରେ ବୁଧବାର ଭାରସାମ୍ୟ ହରାଇ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବାଇକରେ...

ଆମ୍ବୁଲାନ୍ସରେ ମିଳିଲାନି ଅକ୍ସିଜେନ୍‌: ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ଆନନ୍ଦପୁର,୨୮। ୧୧(ସ୍ବ.ପ୍ର.)-ରୋଗୀଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ସରକାରୀ ସ୍ତରରେ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଇଛି। ହେଲେ ଆମ୍ବୁଲାନ୍ସରେ ଦାୟିତ୍ୱରେ ରହୁଥିବା କର୍ମଚାରୀଙ୍କ ଅବହେଳା...

ଗୋପାଳ ସାର୍‌ଙ୍କୁ ଧକ୍କା ଦେଲା ସ୍କୁଲ ବସ୍‌

ଗଞ୍ଜାମ,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ସହର ନିକଟସ୍ଥ ଶନିମନ୍ଦିର ପାଖରେ ମଙ୍ଗଳବାର ଏକ ସ୍କୁଲ ବସ୍‌ ଧକ୍କାରେ ଜଣେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଦାମୋଦର...

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୩୬ ହଜାରରୁ ଅଧିକ ଚିହ୍ନଟ, ୪୮୮ ମୃତ୍ୟୁ

ନୂଆଦିଲ୍ଲୀ,୨୭।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ କମିବାରେ ଲାଗିଛି। ମଙ୍ଗଳବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ବାଉଁଶ କାରିଗରଙ୍କୁ ସ୍ବାବଲମ୍ବୀ କରିବାକୁ ପ୍ରୟାସ

ବାଲେଶ୍ୱର ଅଫିସ, ୧୧।୧-କୌଳିକ ବୃତ୍ତିକୁ ପାଥେୟ କରି ପରିବାର ଭରଣପୋଷଣ କରୁଥିବା ବାଉଁଶ କାରିଗରଙ୍କ ପରିବାର ଦୟନୀୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କୁ ମିଳୁନି ପ୍ରସ୍ତୁତ ସାମଗ୍ରୀର...

ବରଗଡ଼ରେ ଆଜି ୬୯ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୭୭୬୭ରେ ପହଞ୍ଚିଲା

ବରଗଡ଼ ଅଫିସ,୧୫ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜିଲାରେ ପୁଣି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ...

Advertisement
Archives

Model This Week