କରୋନା କଟକଣାକୁ ଫୁ: ତଣ୍ଡ ଆଦାୟରେ ବ୍ୟସ୍ତ ପୋଲିସ

ଚୌଦ୍ୱାର,୧୯।୬(ଡି.ଏନ.ଏ):କରୋନା ସଂକ୍ରମଣକୁ ରୋକିବା ଲାଗି ଜୁନ୍‌ ୩୦ ଯାଏ ରାଜ୍ୟର ୧୧ଟି ଜିଲାରେ ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି। ଏ ନେଇ ସାଧାରଣ ଲୋକେ ଶୁକ୍ରବାର ନିଜନିଜର ଆବଶ୍ୟକ ସାମଗ୍ରୀ ଯୋଗଡ଼ରେ ଲାଗିପଡିଛନ୍ତି । ମାତ୍ର ବାଟରେ ଚୌଦ୍ୱାର ପୋଲିସର ମାସ୍କ ଓ ଅନ୍ୟାନ୍ୟ କାଗଜପତ୍ର ଯାଞ୍ଚରେ ଅତିଷ୍ଠ ହୋଇପଡିଛନ୍ତି ଚୌଦ୍ୱାର ସହରବାସୀ। ଅନ୍ୟପଟେ ପୋଲିସ ତଣ୍ଡ ଆଦାୟରେ ବ୍ୟସ୍ତ ରହି କରୋନା କଟକଣାକୁ ଭୁଲି ଯାଉଥିବା ଦେଖିବାକୁ ମିଳିଛି । ଯେପରି ଲୋକଙ୍କୁ ସଚେତନ କରାଇବା। ଲୋକଙ୍କ ଭିତରେ ତଣ୍ଡ ଆଦାୟ ବେଳେ ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉ ନ ଥିବା ନେଇ ସାଧାରଣରେ ଅଭିଯୋଗ ହେଉଛି । ଏ ନେଇ କ୍ୟାମ୍ପରେ ବସିଥିବା ଅଧିକାରୀଙ୍କୁ ପଚାରିବାରୁ ସେ କହିଛନ୍ତି, ସାମାଜିକ ଦୂରତା ରକ୍ଷା କରିବା ଲୋକଙ୍କ କାମ।


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri