କରୋନା କଟକଣାକୁ ଫୁ: ସନ୍ଧ୍ୟା ହେଲେ ଜମୁଛି ଲୁଡୁ, ତାସ୍‌ ଆସର

ଚୌଦ୍ୱାର,୧୩ା୪(ଡି.ଏନ୍‌.ଏ.): କରୋନା ଭଳି ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ବିଶ୍ୱ ଆଜି ଚିନ୍ତାରେ। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ଏହି ଭୂତାଣୁ ରୋକିବା ଦିଗରେ ସଚେତନା ହଁି ଏକମାତ୍ର ବିକଳ୍ପ ବୋଲି ବାରମ୍ବାର ପ୍ରଚାର କରୁଛନ୍ତି। ଏଥିସହିତ ସଂକ୍ରମଣ ନ ବ୍ୟାପିବା ପାଇଁ ସାମାଜିକ ଦୂରତାର ଆବଶ୍ୟକତା ରହିଛି ା ଯାହାକୁ ନେଇ ସାରା ରାଜ୍ୟ ଲକ୍‌ଡାଉନରେ ଗତି କରୁଛି। ମାତ୍ର କଟକ ଜିଲା ଚୌଦ୍ୱାର ଅଞ୍ଚଳର କିଛି ଯୁବକ ଏବଂ ବୟସ୍କ ବ୍ୟକ୍ତିମାନେ ପୋଲିସର ନଜର ଆଢୁଆଳରେ ଗାଁ ମଣ୍ଡପରେ ଖଟି ଜମାଇବାକୁ ପଛାଉନାହାନ୍ତି। ଏପରିକି ମୋବାଇଲରେ ମୁହଁକୁମୁହଁ ଯୋଡ଼ି ଲୁଡୁ ଖେଳିବା ସହିତ ବୟସ୍କ ବ୍ୟକ୍ତିମାନେ ତାସ୍‌ ପାଲି ଆସର ଜମାଉଥିବା ଦେଖିବାକୁ ମିଳିଛି। କଟକ ଜିଲା ଚୌଦ୍ୱାର ପୋଲିସ ରାଜରାସ୍ତା ଜଗି ରହୁଥିବା ବେଳେ ଗ୍ରାମାଞ୍ଚଳରେ ଏପରି ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ଉପବାଚସ୍ପତି

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ୧୫ ନମ୍ବର ଜୋନରେ ଦଳୀୟ ଜିଲାପରିଷଦ ପ୍ରାର୍ଥୀ ସନାତନ ବେହାରାଙ୍କ ପାଇଁ ରାମଗଡ଼, ହୁମ୍ମା, ସୁବଳୟା, ସାନରାମଚନ୍ଦ୍ରପୁର ପଞ୍ଚାୟତରେ ପୂର୍ବତନ...

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ...

ରାୟଗଡ଼ାରେ ୫ କରୋନା ପଜିଟିଭ୍‌ ଚିହ୍ନଟ: ରହିଛନ୍ତି ଗୋଟିଏ ପରିବାରର ମା’, ବାପା ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା ଅଫିସ,୨୦।୬: ରାୟଗଡ଼ା ଜିଲାରେ ଶନିବାର ୫ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗୁଣୁପୁର ବ୍ଲକର ୪ ଜଣ। ଅନ୍ୟ ଜଣେ ରାମନାଗୁଡ଼ା ବ୍ଲକର...

କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସମୀକ୍ଷା: ଶିଶୁ, ମାତୃ ମୃତ୍ୟୁହାର ରୋକିବାକୁ ଜିଲାପାଳଙ୍କ ତାଗିଦ

ନୂଆପଡା ଅଫିସ/କୋମନା,୨୪।୯(ଡି.ଏନ.ଏ.) ନୂଆପଡା ଜିଲାର ଉପାନ୍ତ ତଥା ଅବହେଳିତ ବ୍ଲକ କୋମନା ଅଞ୍ଚଳରେ ବିଭିନ୍ନ ସମୟରେ ମାତୃ ଏବଂ ଶିଶୁ ମୃତ୍ୟୁହାର ବୃଦ୍ଧି ଘଟିଥିବାର ବହୁ...

ନାଲି ପିମ୍ପୁଡ଼ି ଆତଙ୍କ

ପିପିଲି,୪।୯(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତର ବ୍ରାହ୍ମଣ ଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି। ଏଥିପାଇଁ ଲୋକେ ବହୁ ସମସ୍ୟାର ସମ୍ମୁଖୀନ...

କୋଣାର୍କରେ ଉପସ୍ଥାନ – ଗୋପରେ ପାଠପଢ଼ା; ୪ ଛାତ୍ର ବେସରକାରୀ ଛାଡ଼ି ସରକାରୀ ସ୍କୁଲକୁ ଗଲେ

ଗୋପ,୩ା୧୨(ଡି.ଏନ.ଏ.): ଗୋପ ଅଞ୍ଚଳରେ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ପ୍ରାୟ ସମୟରେ ନାନା ଘଟଣା ଯୋଗୁ ପ୍ରଶାସନ ପକ୍ଷରୁ ତାଗିଦ ହେଉଥିବା କଥା ନଜରକୁ ଆସିଛି। ଏବେ ପୁଣି...

ବିପଦପୂର୍ଣ୍ଣ ହେଉଛି ସମୁଦ୍ର ସ୍ନାନ

ପୁରୀ ଅଫିସ, ୧୮ା୧୦: ଆସୁଛି ପର୍ଯ୍ୟଟନ ଋତୁ। ଏଥିପାଇଁ ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ସାଧାରଣତଃ ଶ୍ରୀମନ୍ଦିର ଦର୍ଶନ ପରେ ସ୍ବର୍ଣ୍ଣାଭ ବେଳାଭୂମିରେ ବୁଲିବା...

ପୃଥ୍ବୀ-୨ର ଦୁଇଥର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବୁଧବାର ରାତ୍ରିକାଳୀନ...

Advertisement
Archives

Model This Week