କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦେଇଛନ୍ତି। ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା, ମାସ୍କ ସର୍ବସାଧାରଣଙ୍କ ନିମନ୍ତେ ବାଧ୍ୟତାମୂଳକ ହୋଇଥିବା ବେଳେ ଗଜପତି ଜିଲା ଆର୍‌.ଉଦୟଗିରି ହାଟରେ କରୋନା କଟକଣାକୁ ଫୁ’ କରି ଦେଇଛନ୍ତି ଲୋକେ। ସାମାଜିକ ଦୂରତା କେହି ମାନୁ ନ ଥିବା ଦେଖିବାକୁ ମିଳିଛି। ଅନେକ ମାସ୍କ ମଧ୍ୟ ପିନ୍ଧୁ ନ ଥିବା ଦେଖିବାକୁ ମିଳିଛି। ତେବେ ପୋଲିସ କର୍ମଚାରୀମାନଙ୍କ ଉପସ୍ଥିତିରେ ଉକ୍ତ ହାଟ ହେଉଥିଲେ ମଧ୍ୟ ଲୋକେ ବେଖାତିର କରୁଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ଲୋକେ ସଚେତନ ରହିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri