କରୋନା କଟକଣା ଉଲଘଂନ: ୨୪୫ ମାମଲା ରୁଜୁ

କଟକ ଅଫିସ,୪।୪- କରୋନା ଭୁତାଣୁକୁ ନେଇ ରାଜ୍ୟ ସରକାର ସାରା ରାଜ୍ୟରେ କେତେକ ସ୍ୱତନ୍ତ୍ର କଟକଣା ଜାରି କରିଛନ୍ତି। କଟକଣା ଉଲଘଂନ କଲେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି। ଏହି କ୍ରମରେ ଶୁକ୍ରବାର ସକାଳ ଠାରୁ ଶନିବାର ସକାଳ ମଧ୍ୟରେ ସାରା ରାଜ୍ୟରେ ୨୪୫ଟି ମାମଲା ରୁଜୁ ହୋଇଛି। ରାଜ୍ୟ ପୋଲିସ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସେଥିରୁ ଲକଡାଉନ ଉଲଘଂନ ଜନିତ ୨୩୦ଟି ମାମଲା ରହିଛି। ସେହିଭଳି ହୋମ କ୍ବାରେଣ୍ଟାଇନ ଉଲଘଂନ ଅଭିଯୋଗରେ ୩ଟି ଏବଂ ଅନ୍ୟାନ୍ୟ ଉଲଘଂନ ଅଭିଯୋଗରେ ୧୨ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri