ପୁରୁଷୋତ୍ତମପୁର,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । କରୋନା ଲାଗି ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣା ଯୋଗୁ ଯାତ୍ରା ସମ୍ପୂର୍ଣ୍ଣ ଫିକା ପଡିଯାଇଛି। ପରମ୍ପରା ଅନୁସାରେ ବର୍ଷକୁ ୨୧ ଦିନ ମେଷ ସଂକ୍ରାନ୍ତି ପର୍ଯ୍ୟନ୍ତ ମା’ ଦଣ୍ଡକାଳୀ ନିଜ ମନ୍ଦିର ଛାଡି ବିଶ୍ବବାସୀଙ୍କ ମଙ୍ଗଳ ଲାଗି ବାହାରକୁ ଆସିଥାନ୍ତି । ଏଣୁ ଏହି ବିଧି ଓ ପରମ୍ପରାକୁ ରକ୍ଷାକରି ମନ୍ଦିର ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ କେବଳ ଦେବ ନୀତି କରାଯାଇଛି। କରୋନାଠୁ ବିଶ୍ବବାସୀଙ୍କୁ ରକ୍ଷା ଲାଗି ପୂଜା କରାଯାଇଛି। ଢୋଲ, ଗିନି, ଝାଞ୍ଜ ସହ ଆଉ କଳାରୁଦ୍ରମଣିଙ୍କୁ ଭଜହେ ଡାକ ଶୁଭୁନାହିଁ। ଏହା ସହ ସହର ପରିକ୍ରମା ଲାଗି ମା’ ଦଣ୍ଡକାଳୀ ଯାଇ ନ ଥିବା ହେତୁ ଦାଣ୍ଡରେ ପୂର୍ଣ୍ଣକୁମ୍ଭମାନ ଦେଖିବାକୁ ମିଳୁନାହିଁ॥ କେବଳ ନୀତିକାନ୍ତି ଦ୍ୱାରା ପୂଜାର୍ଚ୍ଚନା ଚାଲିଛି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଏମିତି ଗାଁ: ଯେଉଁଠି ଲୋକଙ୍କ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍ ଅଜବ…
ସାରା ବିଶ୍ୱରେ ଅନେକ ସହର ଏବଂ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ...
ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…
ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...
ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…
ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...
ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…
ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍! ଜାଣନ୍ତୁ କ’ଣ କହୁଛି ଆଇନ
ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...
Archives


