କରୋନା କଟକଣା : ବିନା ଭକ୍ତରେ ସ୍ନାନ ମଣ୍ଡପରେ ଶ୍ରୀଜିଉ

କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜିଉଙ୍କ ସ୍ନାନଯାତ୍ରା ଶୁକ୍ରବାର ନିରାଡମ୍ବର ଭାବେ ଅନୁଷ୍ଠିତ ହୋଇଯାଇଛି। କରୋନା କଟକଣା ପାଇଁ ଭକ୍ତଙ୍କ ପ୍ରବେଶ ନିଷେଧ କରାଯାଇଥିବା ଯୋଗୁ ବିନା ଭକ୍ତରେ ସ୍ନାନ ମଣ୍ଡପରେ ଶ୍ରୀଜିଉ ବିଜେ କରିଛନ୍ତି। ଏହି ଅବସରରେ ୩ ଠାକୁରଙ୍କୁ ସୁଗନ୍ଧିତ ଜଳରେ ସ୍ନାନ କରଯାଇ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀଜୀଉମାନଙ୍କୁ ଅଁଳା, ତୁଳସୀପତ୍ରରେ ସୁସଜ୍ଜିତ କରାଯାଇ ଗଜାନନ ବେଶ କରାଯାଇଥିଲା। ସକାଳେ ଯଥାରୀତି ପୂଜାର୍ଚ୍ଚନା କରାଯାଇ ଧାଡି ପହଣ୍ଡିରେ ସ୍ନାନବେଦୀକୁ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri