କରୋନା କବଳରେ ରାଜ୍ୟର ୧୯ ଜିଲା

ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା କବଳରେ ରାଜ୍ୟର ୧୯ ଜିଲା। ପୂର୍ବରୁ ୧୮ଟି ଜିଲାରେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଥିବା ବେଳେ ଶନିବାର ଏଥିରେ ଯୋଡ଼ି ହୋଇଛି ନୟାଗଡ଼। ଅପରାହ୍ନରେ ନୟାଗଡ଼ରୁ ଜଣେ କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେ ସୁରଟ ଫେରନ୍ତା ହୋଇଥିବା ବେଳେ କ୍ୱାରାଣ୍ଟାଇନ୍‌ରେ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ, ଯାଜପୁର, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦୁଝର, କଳାହାଣ୍ଡି, ଝାରସୁଗୁଡ଼ା, କଟକ, ବଲାଙ୍ଗୀର, ପୁରୀ, କୋରାପୁଟ, ଢେଙ୍କାନାଳ, ଦେଓଗଡ଼ ଆଦି ଜିଲାରେ କରୋନା ଆକ୍ରାନ୍ତ
ପ୍ରକାଶ ଯେ, ଗୋଟିଏପଟେ ରାଜ୍ୟରେ ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଅନ୍ୟପକ୍ଷେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଇତିମଧ୍ୟରେ ଏହି ସଂଖ୍ୟା ୨୯୪ରେ ପହଞ୍ଚିଛି। ସେଥିରୁ ଗଞ୍ଜାମରେ ୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି: ଭ୍ୟାକ୍ସିନ ଉପରେ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୧୧: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ବେକାବୁୁ ହେବାରେ ଲାଗିଛି। କିଛି ଦିନରୁ ଭାରତରେ କରୋନା ସଂକ୍ରମଣ ମାମଲା ୫୦ହଜାରୁ ତଳକୁ ଥିବା ବେଳେ...

ଅପହରଣ ପରେ ନାବାଳିକାଙ୍କୁ ବଳାତ୍କାର

କଟକ ଅଫିସ,୧୪ା୧୦:ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ୨୨ଦିନ ଧରି ବଳାତ୍କାର କରାଯାଇଛି। ୨ଜଣ ଯୁବକ ସମ୍ପୃକ୍ତ ନାବାଳିକାଙ୍କୁ ରାସ୍ତାରୁ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ରଖି...

୭୫ ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟ: ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି...

ବିନା ଏଷ୍ଟିମେଟରେ ଚାଲିଛି ପକ୍କାଗୃହ ନିର୍ମାଣ

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ପୂର୍ତ୍ତବିଭାଗ ଅଧୀନରେ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ମନମୁଖି ଭାବେ ଚାଲିଛି। ବିନା ଏଷ୍ଟିମେଟରେ ଲକ୍ଷ ଲକ୍ଷ ଟଙ୍କାର କାର୍ଯ୍ୟ...

ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍‌ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା

କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍‌ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି...

ରାଜ୍ୟରେ ଅସହ୍ୟ ଶୀତ, ଅନୁଗୋଳ ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ମଙ୍ଗଳବାର ରାଜ୍ୟର ୧୪ଟି ସହରର ତାପମାତ୍ରା ୧୦...

କରୋନା ଲଢ଼େଇରେ ମୁଖ୍ୟ ଅସ୍ତ୍ର ହେଉଛି ଭାକ୍ସିନ୍‌: ମୋଦି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରଖିବା ଲାଗି ଭାକ୍ସିନ୍‌ ହିଁ ଏକମାତ୍ର ବିକଳ୍ପ...

ଏଣିକି ସବୁ ଅଭିଯୋଗ ପାଇଁ ‘୧୩୯’

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ହେଲ୍ପଲାଇନ ନମ୍ବରକୁ ଗୋଟିଏ ହେଲ୍ପଲାଇନ ନମ୍ବର-୧୩୯ ସହିତ ମିଶ୍ରଣ କରାଯାଇଛି। ଯାତ୍ରୀମାନେ ହେଲ୍ପଲାଇନ ନମ୍ବରକୁ ସହଜରେ ମନେରଖିବା ପାଇଁ...

Advertisement
Archives

Model This Week