କରୋନା ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ଦାବି କଲେ ଡାକ୍ତର

ଲାସା,୯।୨: କରୋନା ଭୁତାଣୁ ଚାଇନାରେ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଏହା ପୃଥିବୀର ୨୭ରୁ ଅଧିକ ଦେଶରେ ସଂକ୍ରମିତ ହୋଇଛି। ଏହାର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ତିବ୍ବତର ଜଣେ ଡାକ୍ତର ଦାବି କରିଛନ୍ତି। ଏହି ଔଷଧକୁ ବେକରେ କଳା କନାରେ ବାନ୍ଧି ବାରମ୍ବାର ଶୁଙ୍ଘିବା ଦ୍ୱାରା ଭୁତାଣୁ ସଂକ୍ରମଣ ହେବ ନାହିଁ ବୋଲି ମେକ୍ଲୋଡଙ୍ଗଜ୍‌ ସ୍ଥିତ ତିବ୍ବତ ମେଡ଼ିକାଲ କଲେଜର ଡାକ୍ତର ତେଞ୍ଜିନ୍‌ ୟେଶି ଦାବି କରିଛନ୍ତି। ଏହାଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ ବୋଲି ୟେଶି କହିଛନ୍ତି। ଏହାକୁ ତିବ୍ବତ ଚିକିତ୍ସା ପଦ୍ଧତିରେ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନାସ୍ଥାପ୍ରସ୍ତାବରେ ଜିତିଲେ ପ୍ରଧାନମନ୍ତ୍ରୀ

ଲଣ୍ଡନ,୭।୬: ପାର୍ଟିଗେଟ ଦୁର୍ନୀତି ଫସିଯାଇଥିବା ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ହାଉସ ଅଫ କମନ୍ସ ବିଶ୍ୱାସ ମତର ପ୍ରମାଣ ଦେଇଛନ୍ତି। ବୋରିସ ଜନସନ ୨୧୧ ଭୋଟ...

ହ୍ବାଇଟ୍‌ ହାଉସ୍‌ରେ ଟ୍ରମ୍ପ୍‌ ପାଳିଲେ ଦୀପାବଳି, ସମଗ୍ର ବିଶ୍ୱବାସୀଙ୍କୁ ଦେଲେ ଏହି ବାର୍ତ୍ତା

ଓ୍ବାଶିଂଟନ,୧୫ା୧୧: କେବଳ ଭାରତ ନୁହେଁ, ବିଦେଶରେ ମଧ୍ୟ ପାଳନ କରାଯାଇଛି ଆଲୋକର ପର୍ବ ଦୀପାବଳି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିୟା...

ଦିନକରେ ଗଲା ୫ ହଜାର ଜୀବନ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୮।୪: ସ୍ଥିତି କ୍ରମଶଃ ଜଟିଳରୁ ଜଟିଳତର ହେବାରେ ଲାଗିଛି। ବିଶ୍ୱର ୨୦୯ ଦେଶରେ କରୋନା ଭୂତାଣୁ କାୟାବିସ୍ତାର କରିବା ସହ ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି।...

ସୁଏଜ୍‌ କେନାଲରେ ଜାହାଜ ଅଚଳ

କାଇରୋ,୨।୨ : ତରଳୀକୃତ ପ୍ରାକୃତିକ ବାଷ୍ପ (ଏଲ୍‌ଏନ୍‌ଜି) ପରିବହନ କରୁଥିବା ଏକ ଜାହାଜ ବୁଧବାର ସୁଏଜ୍‌ କେନାଲରେ ଅଚଳ ହୋଇଯାଇଛି। ତେବେ ଏଥିପାଇଁ ବିଶ୍ୱର ଦ୍ୱାର...

‘ଏଲେକ୍ସ’ ଘୂର୍ଣ୍ଣିଝଡ଼କୁ ନ୍ୟୁକ୍ଲିୟର ବମ୍‌ରେ ଉଡାଇଦେବାକୁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କେତେବେଳେ କ’ଣ କୁହନ୍ତି ତା’ର କିଛି ଠିକଣା ନ ଥାଏ। ସେଥିପାଇଁ ସେ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ। ଏବେ...

ମାସ୍କ ନ ପିନ୍ଧିଲେ ଡ୍ରାଇଭିଂ ମନା

ସିଓଲ,୨୬।୫: କରୋନା ଭାଇରସ ସଂକ୍ରମଣକୁ ଦେଖି ସାଉଥ୍‌ କୋରିଆ ସରକାର ଏକ କଡ଼ା ପଦକ୍ଷେପ ନେଇଛନ୍ତି। ମାସ୍କ ନ ପିନ୍ଧିଲେ ଟ୍ୟାକ୍ସି ବା ବସ୍‌ ଚଳାଇବାକୁ...

ତାଲିବାନ ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା ପାକିସ୍ତାନ: ମୁଶରଫ୍‌

ଇସଲାମାବାଦ୍‌,୧୪।୧୧: ତାଲିବାନ ଆତଙ୍କବାଦୀଙ୍କୁ ପାକିସ୍ତାନରେ ତାଲିମ୍‌ ମିଳିଥିଲା। ଏନେଇ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଜେନେରାଲ ପରଭେଜ୍‌ ମୁଶରଫ୍‌ ପ୍ରକାଶ କରିଛନ୍ତି। ଭାରତୀୟ ସେନାଙ୍କ ସହିତ ଲଢ଼ିବା...

ୟୁକ୍ରେନ୍‌ର ଏକତା ପାଇଁ ଇଣ୍ଡୋନେସିଆର ଅପିଲ୍‌

ଜାକର୍ତ୍ତା,୯।୭: ୟୁକେନ୍‌, ରୁଷିଆ ଯୁଦ୍ଧ ପାଇଁ ବୈଷୟିକ ସମ୍ପର୍କ ପ୍ରଭାବିତ ହେଉଥିବା ଦେଖିବାକୁ ମିଳିଛି। ଧନୀ ଏବଂ ବିକଶିତ ରାଷ୍ଟ୍ରଗୁଡ଼ିକର କୂଟନୀତିଜ୍ଞମାନଙ୍କ ମଧ୍ୟରେ ଏକ ପ୍ରକାର...

Advertisement
Archives

Model This Week