କରୋନା ଚିନ୍ତା: ବ୍ରହ୍ମପୁରରେ ଫୁଲରେ ହୋଲି ଖେଳିଲେ ଦିବ୍ୟାଙ୍ଗ ଛାତ୍ରୀ

ବ୍ରହ୍ମପୁର ଅଫିସ,୧୦ା୩- ଭାରତରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ଓ ସଚେତନ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲାପ୍ରଶାସନ ପକ୍ଷରୁ ସର୍ବସାଧାରଣରେ ଦଳଗତ ହୋଲି ନ ଖେଳିବାକୁ କୁହାଯାଇଥିଲା। କରୋନା ପାଇଁ ବ୍ରହ୍ମପୁରରେ ହୋଲି ଖେଳ ଫିକା ପଡିଛି। ଅନ୍ୟପକ୍ଷରେ ଜିଲା ଶିଶୁ ମଙ୍ଗଳ କମିଟି(ସିଡବ୍ଲ୍ୟୁସି) ଅନୁରୋଧ କ୍ରମେ ବ୍ରହ୍ମପୁରସ୍ଥିତ ଅନ୍ଧପସରା ରୋଡ଼ରେ ଥିବା ଆବାସିକ ଆଦର୍ଶ ଦୃଷ୍ଟିହୀନ ବଦ୍ୟାଳୟରେ ମଙ୍ଗବାର ଏକ ନିଆରା ଢଙ୍ଗରେ ହୋଲି ଖେଳ ହୋଇଛି। ଉକ୍ତ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀମାନେ ଫୁଲରେ ହୋଲି ଖେଳି ଉତ୍ସବ ପାଳନ କରିଛନ୍ତି। କାର୍ଯ୍ୟକ୍ରମରେ ବିଦ୍ୟାଳୟର ମୁଖ୍ୟ ଭବାନୀ ଶଙ୍କର ପାଢ଼ିଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମକର୍ତ୍ତା ଉପସ୍ଥିତ ରହି କରୋନା ସମ୍ପର୍କରେ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓପିଜିସି ଆଶ୍‌ପଣ୍ଡକୁ ନେଇ ଏନ୍‌ଜିଟିରେ ମାମଲା

କଟକ ଅଫିସ, ୬।୧୨:ଝାରସୁଗୁଡ଼ା ଜିଲା ତିଲିଆ ମୌଜାରେ ଥିବା ଓପିଜିସି (ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ)ର ପାଉଁଶ ଗଦା (ଆଶ୍‌ପଣ୍ଡ)କୁ ନେଇ ଜାତୀୟ ସବୁଜ ପ୍ରାଧିକରଣ...

୮ଦଫା ନେଇ ଦାବିପତ୍ର ଦେଲେ

କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଭାରତୀୟ ଜନତା ପାର୍ଟି ତରଫରୁ ୮ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମଙ୍ଗଳବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ବିଶେଷ କରି ଲକ୍‌ଡାଉନ୍‌...

କମେଣ୍ଟମରାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ୨ ଗିରଫ

ଯାଜପୁରଟାଉନ, ୧୭ା୬(ଡି.ଏନ୍‌.ଏ.): ଯାଜପୁରସହର ନିକଟସ୍ଥ ଚିତାଳୋ ଛକରେ କମେଣ୍ଟ ମରା ଘଟଣାକୁ କେନ୍ଦ୍ରକରି ଶନିବାର ରାତିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ...

ବାରବାଟୀରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ ଅଫିସ,୧୦।୬: ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜିପିି ସୁନୀଲ ବଂଶଲ।ତାଙ୍କ ସହ ପୋଲିସ କମିଶନର, ଆଇନଶୃଙ୍ଖଳା ଏଡିଜି,...

ୱାରେଣ୍ଟି କୋର୍ଟ ଚାଲାଣ

ଭଟଲି,୨୭।୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ଥାନା ପୋଲିିସ ଜଣେ ପୁରୁଣା ୱାରେଣ୍ଟିଙ୍କୁ ଶନିବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣକ ହେଲେ ଲଟିପାଲି ଗ୍ରାମର...

ଜୋରଦାର ହେଉଛି ତ୍ରିମୁଖୀ ପ୍ରଚାର

ପିପିଲି, ୪।୪(ସ୍ବ.ପ୍ର.): ପିପିଲିରେ ଚାଲିଛି ଜୋରଦାର ପ୍ରଚାର। ବିଜେଡି ଗଡ଼କୁ ଦଖଲ କରିବା ପାଇଁ ଜୋର ଲଗାଇଛନ୍ତି ବିରୋଧୀ ଭାଜପା ଓ କଂଗ୍ରେସ। ଗାଁ ଗାଁ...

ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କ ଜୀବନଗଲା

ଧାମନଗର,୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅସୁରାଳୀ ହଂସପୁର ଗ୍ରାମରେ ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କର ରବିବାର ସକାଳେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,ଅକ୍ଟୋବର ୨୨...

ଭୋଟର ତାଲିକାରୁ ବାଦ୍‌ ୫୪

ଭଦ୍ରକ ଅଫିସ, ୨୫ ।୧ ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ...

Advertisement
Archives

Model This Week