କରୋନା ଚିନ୍ତା: ଭୁବନେଶ୍ୱର ବିମାନବନ୍ଦରରେ କଟକଣା ବଢ଼ିଲା, ବିଦେଶାଗତ ଯାତ୍ରୀଙ୍କ ସ୍ବାସ୍ଥ୍ୟପରୀକ୍ଷା ବାଧ୍ୟତାମୂଳକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଦେଶରେ ଆଉ ତିନି ଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ବିମାନବନ୍ଦରରେ ଯାଞ୍ଚ ବଢ଼ାଇବାକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସାନି ଆଡଭାଇଜରି ଜାରି କରାଯାଇଛି। ଏହି କ୍ରମରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କଟକଣା ବଢ଼ଛି। ବିଦେଶରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ପାଇଁ ସ୍ବାସ୍ଥ୍ୟ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ସେହିଭଳି ଇମିଗ୍ରେସନ ପୂର୍ବରୁ ସମସ୍ତ ଯାତ୍ରୀଙ୍କ ଯାଞ୍ଚ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏଏଆଇ ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଏହି ଯାଞ୍ଚ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ବିମାନବନ୍ଦର ନିର୍ଦ୍ଦେଶକ ବି.ଭେଙ୍କଟେଶ୍ୱର ରାଓ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଭାରତର ଦିଲ୍ଲୀ, ତେଲଙ୍ଗାନା ଓ ଜୟପୁରରୁ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କର ଚିକିତ୍ସା ଜାରି ରହିଥିବା ବେଳେ ଅତ୍ୟଧିକ ସଯକ୍ରମିତ ଦେଶକୁ ନ ଯିବା ଲାଗି ନାଗରିକଙ୍କୁ ପରାମର୍ଶ ଦିଆଯାଇଛି। ବିଶେଷକରି ୨୧ ଟି ବିମାନବନ୍ଦର, ୧୨ଟି ବୃହତ ଓ ୬୫ଟି କ୍ଷୁଦ୍ର ବନ୍ଦରରେ ଯାତ୍ରୀମାନଙ୍କୁ ଯାଞ୍ଚ କରାଯାଉଛି। ଅତି ଜରୁରୀ ନ ଥିଲେ ଚାଇନା, ଇରାନ, ଇଟାଲୀ, ଦକ୍ଷିଣ କୋରିଆ, ସିଙ୍ଗାପୁର ଆଦି ଦେଶକୁ ନ ଯିବା ଲାଗି ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକ୍‌ କାମ ନ କଲେ ଟେଣ୍ଡର ବାତିଲ

ଭୁବନେଶ୍ୱର,୬।୧ (ବ୍ୟୁରୋ)କାନ୍ଥରେ ଚିତ୍ର କରି, ରାସ୍ତାକଡ଼ରେ ଫୁଲ ଗଛ ଲଗାଇ ଯେତେ ଯାହା କଲେ ବି ମୁଖ୍ୟ ପ୍ରସଙ୍ଗରେ ମାଡ଼ ଖାଇଯାଉଛି ବିଏମ୍‌ସି। ସହରକୁ ଯେତେ...

ପ୍ରେମ କରି ଧରିଥିଲେ ହାତ: ତଣ୍ଟି କାଟି ଜୀବନ ନେଲେ ସ୍ବାମୀ

ଖୋର୍ଦ୍ଧା ଅଫିସ,୧୦।୧୦: ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଗୁରୁଜଙ୍ଗରେ। ମୃତା ମହିଳା...

ଡିଇଇ ପରେ ଏବେ ଏଚ୍‌ଏସ୍‌ଇ

ଯାଜପୁର ଅଫିସ,୮ା୧୨: ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ବିଏଡ୍‌/ସିଟି ଡିଗ୍ରିଧାରୀ ଏବଂ ନକଲି ଆଦିବାସୀ ପ୍ରମାଣପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ନିଯୁକ୍ତି ପାଇବା ଏବେ...

ବଟି ମାଗି ଗିରଫ ହେଲେ ମହିଳା ଖବରଦାତା

ଉମରକୋଟ, ୧୪।୧୨(ସ୍ବ.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଜଣେ କାର୍ଯ୍ୟରତ ମହିଳା ଖବରଦାତାଙ୍କୁ ବଟି ମାଗିବା ଓ ଜାତିଆଣ ଆକ୍ଷେପ ଅଭିଯୋଗରେ ରାଇଘର ପୋଲିସ ଗିରଫ...

ଅସଜଡ଼ା ଭିତ୍ତିଭୂମିରେ ଚାଲିଛି ଶିକ୍ଷାଦାନ

ବ୍ରହ୍ମଗିରି,୨୨ା୮(ଡି.ଏନ.ଏ): ବ୍ରହ୍ମଗିରି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଏହିି ବ୍ଲକ ଅନ୍ତର୍ଗତ କାଣ୍ଡୋଗଦା ପଞ୍ଚାୟତର ମୁଣ୍ଡାଳ ଗ୍ରାମସ୍ଥିତ ମୁଣ୍ଡାଳ ଜାଡିପୁର ପ୍ରାଥମିକ ବିଦ୍ୟାଳୟ...

ତିନି ରଥରେ ଲାଗିଲା ଦୁଆର ବେଢ଼ା

ପୁରୀ ଅଫିସ ୨୫ା୬:ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ରଥଖଳାରେ ରଥର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ତିନିରଥର ବେଦୀ ସିଂହାସନ...

ରାସ୍ତାକଡ଼ରେ ନିମ୍ବ ଚାରା ରୋପଣ

ଭାପୁର,୧୦ା୭(ଡି.ଏନ୍‌.ଏ)-ଭାପୁର ବ୍ଲକ କଇଁଫୁଲିଆ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଶା ଓ ଭରସା ଟ୍ରଷ୍ଟ ଓ ଛାତ୍ରୀଛାତ୍ରଙ୍କ ପକ୍ଷରୁ ମଙ୍ଗଳବାର ରାସ୍ତାକଡ଼ରେ ୩ ଶହରୁ ଊର୍ଦ୍ଧ୍ୱ ନିମ୍ବ ଚାରା...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ/ଗଞ୍ଜାମ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ବିନୋଦ ଚନ୍ଦ୍ର...

Advertisement
Archives

Model This Week