କରୋନା ଚିନ୍ତା, ହୋଲି ନ ଖେଳିବାକୁ ସଚେତନତା ରାଲି

ପାଟପୁର,୯ା୩- କରୋନା ରୋକିବା ନେଇ ସାନଖେମୁଣ୍ଡି ବ୍ଲକ ପୋଡ଼ମାରି ଗ୍ରାମରେ ସୋମବାର ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ପୋଡ଼ମାରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡା. ବଳରାମ ଜେନାଙ୍କ ନେତୃତ୍ୱରେ ସଚେତନତା ରାଲିରେ ସରପଞ୍ଚ ପ୍ରତିନିଧି ସନ୍ତୋଷ ବିଷୋୟୀ, ଅବସରପ୍ରାପ୍ତ ଶିକ୍ଷକ ଭାସ୍କର ପାଢୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବୃନ୍ଦାବନ ପ୍ରଧାନ, ଗାଁ କଲ୍ୟାଣ ସମିତି ସଭାପତି ପ୍ରଭାକର ସାହୁ , ଯୁବନେତା ଶତ୍ରୁଘ୍ନ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସ୍କୁଲର ଛାତ୍ରୀଛାତ୍ରମାନେ ଗାଁ ପରିକ୍ରମା କରିବା ସହ କରୋନା ପାଇଁ ସଚେତନ ହେବା, ଦଳ ଦଳ ହୋଇ ହୋଲି ନ ଖେଳିବାକୁ ଲୋକଙ୍କୁ ସଚେତନ ପ୍ରଚାରପତ୍ର ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଜଗାର ଦେଇପାରୁନି କୌଳିକ ବୃତ୍ତି: ବେଉସାରେ ବାଧକ କରୋନା

ଛେଣ୍ଡିପଦା, ୨୪।୫(ସ୍ବ.ପ୍ର.)- କୌଳିକ ବୃତ୍ତି ଉପରେ ନିର୍ଭର କରି ଆଉ ଚଳିହେଉନି। ଅନ୍ୟ ସମୟ କଥା ଥିଲା ଅଲଗା। ହେଲେ ବର୍ତ୍ତମାନର କରୋନା କଟକଣା କମାର,...

ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିବା ନିଷ୍ପତ୍ତି ଭୁଲ୍‌ ଥିଲା: ମହେଶ୍ୱର

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କା ଜମା ରଖିବା ପ୍ରସଙ୍ଗକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି। ଏଭଳି...

କୋର୍ଟ ଭ୍ୟାନ-ଟ୍ରକ ଧକ୍କା: କଏଦୀ, ୪ ପୋଲିସ କର୍ମଚାରୀ, ଚାଳକ ଗୁରୁତର

ରସୁଲପୁର,୬।୪(ଡିଏନଏ): କରୋନା କଟକଣା ପାଇଁ ଚାରିଆଡ ଶୂନଶାନ ରହିଛି। ଏହାସତ୍ତ୍ୱେ ଜଣେ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ି ଚାଳନା ଓ ରାସ୍ତା ନିୟମ ଉଲ୍ଲଂଘନ ଯୋଗୁ...

ଟ୍ରକ୍‌ ଧକ୍କାରେ ଛାତ୍ରୀ ଗୁରୁତର: ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଭଦ୍ରକ ଅଫିସ ,୧୫।୧୧: ଭଦ୍ରକ ୧୬ ନଂ. ଜାତୀୟ ରାଜପଥ ଗେଲପୁର ନିକଟରେ ଏକ ଟ୍ରକ୍‌ ଜଣେ ସ୍କୁଲ୍‌ ଛାତ୍ରୀଙ୍କୁ ଧକ୍କା ଦେବାରୁ ସେ ଗୁରୁତର...

ଶ୍ରୀମନ୍ଦିରରେ ନୂଆବର୍ଷ ପ୍ରସ୍ତୁତି: ଆଜି ରାତି ସାଢେ ୧୦ ସୁଦ୍ଧା ପହୁଡ଼, ୧ଟାରେ ଦ୍ୱାରଫିଟା

ପୁରୀ ଅଫିସ,୩୧ା୧୨: ଆସୁଛି ନୂଆବର୍ଷ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ବାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ଏଥିପାଇଁ ହୋଟେଲ,...

ଲମ୍ବା ଧାଡ଼ି ଯୋଗୁ ଚିକିତ୍ସା ପାଇପାରିଲେନି; ଡାକ୍ତର ଦେଖିବା ପୂର୍ବରୁ ଶିଶୁ ମୃତ

ଅନୁଗୋଳ ଅଫିସ, ୧୬।୯: ଗୁରୁତର ଅବସ୍ଥାରେ ରବିବାର ମେଡିକାଲ ଆସିଥିବା ଜଣେ ଦେଢ ବର୍ଷର ଶିଶୁପୁତ୍ର ଚିକିତ୍ସା ପାଇ ନ ପାରିବାରୁ ତାହାର ମୃତ୍ୟୁ ଘଟିଥିବା ଅଭିଯୋଗ...

ମେଡିକାଲ ପରୀକ୍ଷା: ଇ-ଟେକ୍‌ର ୧୯ ଛାତ୍ରୀଛାତ୍ର ସଫଳ

ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ...

ଓଡ଼ିଶା ରାଜ୍ୟ ସ୍କୁଲସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ସ୍ଥଗିତ

ବାଲେଶ୍ୱର ଅଫିସ, ୧୦।୧୧-ବାଲେଶ୍ୱର ପରମିଟ୍‌ ପଡ଼ିଆରେ ଗତ ୭ତାରିଖ ଗୁରୁବାରରୁ ଉଦ୍‌ଘାଟିତ ହୋଇଥିବା ଓଡ଼ିଶା ରାଜ୍ୟ ୬୫ତମ ବିଦ୍ୟାଳୟ ସମୂହ ଦୌଡ଼କୁଦ ଓ ସଫ୍ଟବଲ ପ୍ରତିଯୋଗିତା...

Coronavirus Update

Archives

Model This Week

Why Dharitri